ବୁଢାରଜା ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍ଯାପିତ : ବୋର୍ଡା ଦଳ ଚାମ୍ପିଆନ
ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଚାନ୍ଦୋତରା ଗ୍ରାମର ଖେଳପଡ଼ିଆ ଠାରେ ଚାଲିଥିବା ବୁଢାରଜା ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ଉଦ୍ଯାପିତ ହୋଇଯାଇଛି । ଏହି ଟୁର୍ଣ୍ଣାମେଣ୍ଟରେ ୮ ଗୋଟି ଦଳ ଭାଗ ନେଇଥିବା ବେଳେ ସେମାନଙ୍କ ମଧ୍ୟରୁ ବୋର୍ଡା ଓ!-->…
Read More...
Read More...