Browsing Tag

bangomunda news

ବଙ୍ଗୋମୁଣ୍ଡା ଧନୁଯାତ୍ରା ମହୋତ୍ସବରେ ସମ୍ବର୍ଦ୍ଧିତ ହେଲେ ଯୁବ ସାମ୍ବାଦିକ ହୁଲେଶ୍ୱର ହଂସ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦର ଠାରେ ହୋଇଥିବା ବଙ୍ଗୋମୁଣ୍ଡା ୩୬ତମ ଧନୁଯାତ୍ରା ମହୋତ୍ସବରେ ଆୟୋଜକ କମିଟି ପକ୍ଷରୁ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ଯୁବ ସାମ୍ବାଦିକ ହୁଲେଶ୍ୱରଙ୍କୁ ପ୍ରତିଭାବାନ ସାମ୍ବାଦିକ ଭାବେ ସମ୍ବର୍ଦ୍ଧିତ କରାଯାଇଛି
Read More...

କଂସ ବଧ ସହ ଉଦ୍‌ଯାପିତ ହେଲା ବଙ୍ଗୋମୁଣ୍ଡା ଧନୁଯାତ୍ରା ମହୋତ୍ସବ

ରାଜ ଦରବାରରେ ମନ୍ତ୍ରୀ ଓ ବିଧାୟକ ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ସଦରରେ ଖେଳପଡିଆ ଠାରେ ଦୀର୍ଘ ୫ ଦିନ ବ୍ୟାପୀ ଚାଲିଥିବା ୩୬ତମ ଧନୁଯାତ୍ରା ମହୋତ୍ସବ ଉଦ୍‌ଯାପିତ ହୋଇଯାଇଛି । ଅନ୍ତିମ ଦିବସରେ ରଙ୍ଗମହଲରୁ ମହାରାଜ କଂସ ସୈନ୍ୟ ସାମନ୍ତ ମନ୍ତ୍ରୀ
Read More...

ଛତ୍ରଙ୍ଗ ଗ୍ରାମରେ ବିଜେଡିର କର୍ମୀ ସମ୍ମିଳନୀ

ବଙ୍ଗୋମୁଣ୍ଡା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଜୁରାବନ୍ଧ ପଞ୍ଚାୟତ ଛତ୍ରଙ୍ଗ ଗ୍ରାମରେ ବିଜେଡିର କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀରେ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ବିରିଷ୍ଠ ବିଜେଡି ନେତା ଅଜୟ ଦାସ ଯୋଗ ଦେଇଥିଲେ । ରାଜ୍ୟ ସରକାରଙ୍କ ବିଭିନ୍ନ ଜନହିତକର
Read More...

ବଙ୍ଗୋମୁଣ୍ଡା ଧନୁଯାତ୍ରା ମହୋତ୍ସବର ଚତୁର୍ଥ ରଜନୀ : ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଂଚ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦରରେ ଅନୁଷ୍ଠିତ ହେଉଥିବା ଧନୁଯାତ୍ରା ମହୋତ୍ସବର ଚତୁର୍ଥ ଦିନ ଥିଲା ବେଶ ମନୋଲୋଭା । ପୂର୍ବଦିନ ଭଳି ଚତୁର୍ଥ ଦିନ ବି କଂସଙ୍କ ରାଜୁତି ଦେଖିବାକୁ ମିଳିଥିଲା । ପୁତୁନା, ବକାସୁର, ଷଣ୍ଢାସୁର ବଧକୁ ନେଇ କଂସ
Read More...

ବଙ୍ଗୋମୁଣ୍ଡା ୩୬ତମ ଧନୁଯାତ୍ରା ମହୋତ୍ସବର ତୃତୀୟ ରଜନୀ : ଅଷ୍ଟମଲ୍ଲ ନିଧନରେ କଂସ ମର୍ମାହତ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦରରେ କଳା ସଂସ୍କୃତି ଐତିହ୍ୟ, ପରମ୍ପରା ଓ ଆଧ୍ୟାତ୍ମିକ ଚେତନାକୁ ଉଦ୍‌ଜୀବୀତ କରିବା ପାଇଁ ପୌରାଣିକ କଥାବସ୍ତୁକୁ ନେଇ ଆୟୋଜିତ ହେଉଥିବା ବଙ୍ଗୋମୁଣ୍ଡା ୩୬ତମ ଧନୁଯାତ୍ରା ମହୋତ୍ସବ ତୃତୀୟ ଦିନରେ ପହଞ୍ଚିବା ସହ
Read More...

୩୬ତମ ବଙ୍ଗୋମୁଣ୍ଡା ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ରଜନୀ : କଂସଙ୍କ ରାଜୁତି ଆରମ୍ଭ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ମୁକ୍ତକାଶ ରଙ୍ଗମଚଂରେ ଆୟୋଜିତ ହେଉଥିବା ୩୬ତମ ଧନୁଯାତ୍ରା ଦ୍ୱିତୀୟ ଦିବସରେ ପହଚିଂଛି । ଧନୁଯାତ୍ରା ମହୋତ୍ସବ କଳା, ସଂସ୍କୃତି, ଏ୍ୟତିହ୍ୟ, ପରମ୍ପରାର ମହାମିଳନର ଉତ୍ସବ ପୌରାଣିକ କଥାବସ୍ତୁ ଆଧାରିତ ଉତ୍କର୍ଷ
Read More...

୩୬ତମ ବଙ୍ଗୋମୁଣ୍ଡା ଧନୁଯାତ୍ରା ମହୋତ୍ସବ ଉଦ୍‌ଘାଟିତ

ସାଂସ୍କୃତିକ କାର୍ଯ୍ୟକ୍ରମରେ ବିମୋହିତ ଦର୍ଶକ ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡାର ପ୍ରସିଦ୍ଧ ୩୬ତମ ଧନୁଯାତ୍ରା ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି । ଏହି ମହୋତ୍ସବ ୫ ଦିନ ବ୍ୟାପୀ ଅନୁଷ୍ଠିତ ହେବ । କରୋନା ମହାମାରୀ ଯୋଗୁଁ ଗତ ୨ ବର୍ଷ ହେବ ଯାତ୍ରା ବନ୍ଦ
Read More...

ବଙ୍ଗୋମୁଣ୍ଡା ଧନୁଯାତ୍ରା ପାଇଁ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡାରେ ହେବାକୁ ଥିବା ୩୬ତମ ଧନୁଯାତ୍ରା ପାଇଁ ଆଜି ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ନଭେମ୍ବର ୪ ତାରିଖରୁ ୮ ତାରିଖ ପର୍ଯ୍ୟନ୍ତ ୫ ଦିନବ୍ୟାପି ଧନୁଯାତ୍ରା ହେବ । ଯାତ୍ରାକୁ କିଭଳି ସୁଚାରୁ ରୂପେ ସଂପାଦନ
Read More...

ମା’ ସାହାଜୀ ଯୁବକ ସଂଘର ରୋପ୍ୟ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ଭାବେ ବେଶ ପରିଚିତ ମା' ସାହାଜୀ ଯୁବକ ସଂଘ କପିଲାଭଟାର ୨୫ ବର୍ଷ ପୁର୍ତ୍ତି ଅବସରରେ ରୌପ୍ୟ ଜୟନ୍ତୀ ସମାରୋହ ପାଳନ ପାଇଁ ଏକ ପ୍ରସ୍ତୁତି ବୈଠକ ଆଜାଦ ଛକ ଠାରେ ଅନୁଷ୍ଠିତ
Read More...

ବଙ୍ଗୋମୁଣ୍ଡା ବ୍ଲକରେ କଳାକାର ସାମର୍ଥ୍ୟ ପରୀକ୍ଷା

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କାର୍ଯ୍ୟାଳୟ ପରିସରରେ ଆଜି ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା ପାଇଁ କଳାକାରଙ୍କ ସାମର୍ଥ୍ୟ ପରୀକ୍ଷା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବଙ୍ଗୋମୁଣ୍ଡା ବିଡ଼ିଓ ରିପୁନାଥ ସୁନା ଯୋଗ
Read More...