ବଡଗମଡା ଗାଁରେ କ୍ରାନ୍ତିକବି ଭୀମ ଭୋଇଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ ଓ ଜୟନ୍ତୀ ସମାରୋହ
ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡା ପଞ୍ଚାୟତ ବଡଗମଡା ଗାଁର ଭୀମ ଭୋଇ ଛକଠାରେ ଆଜି ସନ୍ଥକବି ଭୀମ ଭୋଇ ଗ୍ରାମ ଉନ୍ନୟନ ସମିତି ପକ୍ଷରୁ ଆଜି କ୍ରାନ୍ତିକବି ଭୀମ ଭୋଇଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ ଓ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଯାଇଛି ।!-->…
Read More...
Read More...