Browsing Tag

bangomunda news

ବଙ୍ଗୋମୁଣ୍ଡାରେ ବ୍ଳକସ୍ତରୀୟ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ସାଂସ୍କୃତିକ ଓ କ୍ରୀଡା ପ୍ରତିଯୋଗିତା

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବିଇଓଙ୍କ କାର୍ଯ୍ୟାଳୟ ଠାରେ ଆଜି ବ୍ଳକସ୍ତରୀୟ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ସାଂସ୍କୃତିକ ଓ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ମାନଙ୍କ ପାଇଁ ସକରାତ୍ମକ ପରିବେଶ ସୃଷ୍ଟି
Read More...

ଖଇରାରେ ୪୫ ତମ କୁରାଲ ପୂଜା ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ର ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଖଇରା ଗ୍ରାମରେ ୪୫ତମ କୁରାଲ ପୂଜା ସହ ଅଷ୍ଟପ୍ରହରି ନାମଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ଗତକାଲି ସନ୍ଧ୍ୟାରେ ସ୍ଥାନୀୟ ଧରାମୁଣ୍ଡା ପୋଖରୀରୁ ୧୦୮ କଳସ ଆଣି
Read More...

ଭାଲୁମୁଣ୍ଡାରେ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳି ସଭା

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ର ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଭାଲୁମୁଣ୍ଡା ଗ୍ରାମରେ ଓଁ ସାଇ ସନାତନ ସଂଗୀତ ବିଦ୍ୟାଳୟ ପକ୍ଷରୁ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ରାଜ୍ୟର
Read More...

ବିଭିନ୍ନ ଯୁବ ଅନୁଷ୍ଠାନକୁ ସ୍ପୋର୍ଟ କିଟ୍ ବଣ୍ଟନ କଲେ କଣ୍ଟାବାଞ୍ଜି ବିଧାୟକ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ର ବଙ୍ଗୋମୁଣ୍ଡା ବ୍ଲକ ସଦର ଠାରେ ମାଇ ଭାରତ ବଲାଙ୍ଗିର, ଭାରତ ସରକାରଙ୍କ ଯୁବ ବ୍ୟାପାର ଓ କ୍ରୀଡା ବିଭାଗ ଦ୍ଵାରା ବଙ୍ଗୋମୁଣ୍ଡା ବ୍ଲକର ବିଭିନ୍ନ ଯୁବ ଅନୁଷ୍ଠାନ କ୍ରୀଡା ‌କ୍ଷେତ୍ରରେ ଉଲ୍ଲେଖନୀୟ
Read More...

ବଙ୍ଗୋମୁଣ୍ଡାରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମେଳା

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଙ୍ଗୋମୁଣ୍ଡା ବ୍ଲକ ଉଦ୍ୟାନ ବିଭାଗ ନର୍ସରୀ ଠାରେ ବିଶ୍ୱ ମତ୍ସ୍ୟ ଦିବସ ପାଳନ ଅବସରରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମେଳା ଅନୁଷ୍ଠିତ ହୋଇଯାଇଛି । ବଙ୍ଗୋମୁଣ୍ଡା ବିଡ଼ିଓ ପୂର୍ଣ୍ଣଚନ୍ଦ୍ର ପୁଟେଲଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି
Read More...

ବଙ୍ଗୋମୁଣ୍ଡା ଥାନାର ଏସଊଆଇଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଙ୍ଗୋମୁଣ୍ଡା ଥାନା ପରିସରରେ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା । ଅବସରପ୍ରାପ୍ତ ଏସ୍‌ଆଇ ବୁଦ୍ଧଦେବ ବିଶ୍ୱାଳଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା । ବଙ୍ଗୋମୁଣ୍ଡା ଥାନା ଅଧିକାରୀ ସଂଜୀବ ପଧାନଙ୍କ
Read More...

ଜୁରାବନ୍ଧରେ ବ୍ଲକ ସ୍ତରୀୟ ଖେଳକୁଦ ପ୍ରତିଯୋଗିତା ଉଦଯାପିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଜୁରାବନ୍ଧ ଗ୍ରାମରେ ମାଇ ଭାରତ ବଲାଙ୍ଗିର ଓ କପିଳେଶ୍ଵର ଯୁବକ ସଂଘ ଜୁରାବନ୍ଧ ଆନୁକୂଲ୍ୟରେ ଚାଲିଥିବା ବ୍ଲକ ସ୍ତରୀୟ ୩ ଦିନିଆ ଖେଳକୁଦ ପ୍ରତିଯୋଗିତା ଆଜି ଉଦଯାପିତ ହୋଇଯାଇଛି । ଏହି ଉଦଯାପନୀ
Read More...

ଜୁରାବନ୍ଧଠାରେ ବ୍ଲକସ୍ତରୀୟ ତିନିଦିନିଆ ଖେଳକୁଦ ପ୍ରତିଯୋଗିତା ଶୁଭାରମ୍ଭ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ମାଇ ଭାରତ ବଲାଙ୍ଗିର ଓ କପିଳେଶ୍ଵର ଯୁବକ ସଂଘ ଆନୁକୂଲ୍ୟରେ ବ୍ଳକ ସ୍ତରୀୟ ୩ ଦିନିଆ ଖେଳକୁଦ ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଯାଇଛି । ମୁଖ୍ୟ ଅତିଥି ଜୁରାବନ୍ଧ ଗ୍ରା.ପ ସରପଞ୍ଚ ପ୍ରତିନିଧି ନରେଶ ସଗ୍ରିଆ ଉପସ୍ଥିତ ରହି ଉଦ୍ଘାଟନ କରିଥିଲେ । ସମ୍ମାନିତ
Read More...

ବଙ୍ଗୋମୁଣ୍ଡା ବ୍ଲକ ସାମ୍ବାଦିକ ସଂଘ ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସାମ୍ବାଦିକ ସଂଘ ପକ୍ଷରୁ ଠେମରା ପଞ୍ଚାୟତର ଜାମତରା ଗ୍ରାମ ଠାରେ ସଭାପତି ରଶ୍ମିରଞ୍ଜନ ପୁଟେଲଙ୍କ ସଭାପତିତ୍ୱରେ ଜାତୀୟ ପ୍ରେସ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ସାମ୍ବାଦିକମାନେ ଗ୍ରାମାଞ୍ଚଳର ସମସ୍ୟାର
Read More...

ବଙ୍ଗୋମୁଣ୍ଡାରେ କ୍ରିଷ୍ଣା ଲର୍ଣ୍ଣିଙ୍ଗ ସ୍କୁଲ ପକ୍ଷରୁ ରକ୍ତଦାନ ଓ ବ୍ଲଡ଼ ଗ୍ରୁପ ଚିହ୍ନଟ ଶିବିର : ୩୧ ୟୁନିଟ ରକ୍ତ…

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦର ଠାରେ ଥିବା କ୍ରିଷ୍ଣା ଲର୍ଣ୍ଣିଙ୍ଗ ସ୍କୁଲ ପକ୍ଷରୁ ରକ୍ତଦାନ ଓ ବ୍ଲଡ଼ ଗ୍ରୁପ ଚିହ୍ନଟ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସ୍କୁଲର ନିର୍ଦ୍ଦେଶକ ରାଜେଶ ଜୈନଙ୍କ ସଭାପତିତ୍ୱରେ ମୁଖ୍ୟ
Read More...