ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ଜିଲ୍ଲା ସମ୍ମିଳନୀ ପାଇଁ ପ୍ରସ୍ତୁତି ବୈଠକ
ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଗନ୍ଧରାବନ୍ଧ ଗାଁର ଚାରା ଉତ୍ପାଦନ କେନ୍ଦ୍ରଠାରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି ବଲାଙ୍ଗିର ଜିଲ୍ଲା କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଜିଲ୍ଲା ସମ୍ପାଦକ ପ୍ରେମାନନ୍ଦ ପୁଟେଲଙ୍କ!-->…
Read More...
Read More...