Browsing Tag

bangomunda news

ମା’ ସାହାଜୀ ଯୁବକ ସଂଘ ପକ୍ଷରୁ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ଗ୍ରାମରେ ଥିବା ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ମା' ସାହାଜି ଯୁବକ ସଂଘ ପକ୍ଷରୁ ୭୫ତମ ଆଜାଦୀ କା ଅମୃତ ମହୋତ୍ସବ ଉପଲକ୍ଷେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମା'
Read More...

ଚେସ୍‌ ପ୍ରତିଯୋଗିତାରେ ସୁରେନ୍ଦ୍ରଙ୍କ କମାଲ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ମାନସ ଭବନଠାରେ ଚାଲିଥିବା ଚେସ୍‌ ପ୍ରତିଯୋଗିତାରେ ସୁରେନ୍ଦ୍ରଙ୍କ କମାଲ ଦେଖାଇ ଟୁର୍ଣ୍ଣାମେଣ୍ଟରେ ପ୍ରଥମ ସ୍ଥାନ ଗ୍ରହଣ କରିଥିବାରୁ ଅଂଚଳରେ ଖୁସିର ଲହରୀ ଖେଳିଯାଇଛି । ଏହି ଚେସ ପ୍ରତିଯୋଗିତାରେ ମୋଟ ୫ଟି ରାଉଣ୍ଡ
Read More...

କପିଲାଭଟା ହାଇସ୍କୁଲରେ ଆଜାଦୀ କା ଅମୃତ ମହୋତ୍ସବ ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ଗ୍ରାମ ପଞ୍ଚାୟତ ହାଇସ୍କୁଲ ପରିସରରେ ୭୫ତମ ଆଜାଦୀ କା ଅମୃତ ମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅରୁଣ କୁମାର ବାରିକଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି
Read More...

ମଲକାସଡ଼ାରେ ରୋଜଗାର ଦିବସ ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଠେମରା ପଞ୍ଚାୟତ ମଲକାସଡ଼ା ଗାଁର ଖେଳ ପଡିଆଠାରେ ରୋଜଗାର ଦିବସ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଭାତ କୁମାର ବେହେରାଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ
Read More...

ବଙ୍ଗୋମୁଣ୍ଡାଠାରେ ବିଶ୍ୱ ଆଦିବାସୀ ଦିବସ ପାଳିତ

ଆଦିବାସୀଙ୍କ ଅଧିକାର ପାଇଁ ଲଢେଇ ହେବ ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦର ଜମିଦାରପଡା ଧରଣୀ ପୀଠ ଠାରେ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ଓ ଉତ୍କଳ କନ୍ଧ ସମାଜ ବୁଡୁକା ପ୍ରଗଣାର ମିଳିତ ଆନୁକୂଲ୍ୟରେ ଗତକାଲି ବିଶ୍ୱ ଆଦିବାସୀ ଦିବସ ପାଳନ
Read More...

ଭାଲୁମୁଣ୍ଡାରେ ପ୍ରାଣୀଧନ ସହାୟକ କେନ୍ଦ୍ର ଉଦ୍‌ଘାଟିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଭାଲୁମୁଣ୍ଡାଠାରେ ପ୍ରାଣୀଧନ ସହାୟକ କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି । ଏହି ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା, ସମ୍ମାନୀୟ ଅତିଥି ଭାବେ ବଙ୍ଗୋମୁଣ୍ଡା ବ୍ଲକ
Read More...

ବିଡିଓଙ୍କ ସରକାରୀ ବାସଭବନ ଉଦ୍‌ଘାଟନ କଲେ ବିଧାୟକ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କାର୍ଯ୍ୟାଳୟ ପରିସରରେ ବିଡ଼ିଓଙ୍କ ସରକାରୀ ବାସଭବନକୁ ଉଦ୍‌ଘାଟନ କରିଛନ୍ତି କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା । ଏଥିରେ ସମ୍ମାନିତ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ରଞ୍ଜୁବାଲା ବେହେରା, ବିଡ଼ିଓ
Read More...

ଶ୍ରାବଣ ମାସର ଶେଷ ସୋମବାରରେ ମହାଦେବଙ୍କ ଜଳାଭିଷେକ ପାଇଁ କାଉଡ଼ିଆଙ୍କ ଭିଡ଼ : ଦର୍ଶନ କଲେ କଣ୍ଟାବାଞ୍ଜି ବିଧାୟକ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ଆଜି ଶ୍ରାବଣ ମାସର ଶେଷ ସୋମବାର ହୋଇଥିବାରୁ ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଉପାନ୍ତ ଇଲାକାରେ ଥିବା ଐତିହାସିକ ଯୋଗିନୀ ପୀଠ ରାଣୀପୁର ଝରିଆଲର ସୋମେଶ୍ୱର ମହାଦେବ ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଜଳାଭିଷେକ ଅନୁଷ୍ଠିତ ହୋଇଥିଲା । ଗତ ଦୁଇବର୍ଷ ଧରି
Read More...

ମୋବାଇଲ ଦୋକାନରୁ ସିନ୍ଧି ଚୋରି ଅଭିଯୋଗ

ବଙ୍ଗୋମୁଣ୍ଡା, (ଗୁରୁଦୟାଲ ହଂସ) : ବଙ୍ଗୋମୁଣ୍ଡା ଗୋଲାଇ ଛକରେ ଥିବା ସାବୀ ମୋବାଇଲ ଦୋକାନରୁ ବୁଧବାର ରାତିରେ ସିନ୍ଧି ଖୋଳି ଚୋରି ହୋଇଥିବା ଅଭିଯୋଗ ହୋଇଛି । ଏନେଇ ଦୋକାନ ମାଲିକ ଗୋହିରାପଦର ଗ୍ରାମର ଜଳ ମେହେର ଗୁରୁବାର ଦିନ ଥାନାରେ ଏକ ଏତଲା ଦେଇଛନ୍ତି । ଦୋକାନରେ ଥିବା ମୋବାଇଳ ଫେସନ,
Read More...

ବେଲପଡା ପେକ୍ସରୁ ଚୋରି ଅଭିଯୋଗ

ବଙ୍ଗୋମୁଣ୍ଡା, (ଗୁରୁଦୟାଲ ହଂସ) : ବଙ୍ଗୋମୁଣ୍ଡା ବ୍ଲକ ବେଲପଡା ପେକ୍ସରୁ ଚୋରି ଅଭିଯୋଗ ହୋଇଛି । ପେକ୍ସ ସମ୍ପାଦକ ଶ୍ରଦ୍ଧାକର ପୁଟେଲ ଏନେଇ ବଙ୍ଗୋମୁଣ୍ଡା ଥାନାରେ ଅଭିଯୋଗ କରିଛନ୍ତି । ତାଙ୍କ ଅଭିଯୋଗ ଅନୁସାରେ, ପେକ୍ସରୁ ମଙ୍ଗଳବାର ରାତିରେ ଗୋଟିଏ ବ୍ୟାଟେର, ୨ଟି ବଡ ତାରପୋଲିନ, ଗୋଟିଏ
Read More...