Browsing Tag

bangomunda news

୨ ବର୍ଷ କରୋନା ପରେ ଐତିହ୍ୟ ସମ୍ପହ୍ନ ରାଣୀପୁର ଝରିଆଲ ମହାଶିବରାତ୍ରୀ ପାଇଁ ଶ୍ରଦ୍ଧାଳୁଙ୍କ ହେବ ଭିଡ଼

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲାର ସର୍ବପୁରାତନ ଐତିହ୍ୟ ସମ୍ପହ୍ନ ବଙ୍ଗୋମୁଣ୍ଡା ବ୍ଲକର ଯୋଗିନୀପୀଠ ରାଣୀପୁର ଝରିଆଲ ସୋମେଶ୍ୱର ଶୈବପୀଠରେ ମହାଶିବରାତ୍ରୀ ପାଳନ ପାଇଁ ମନ୍ଦିର ପୂଜା କମିଟିର ସଭାପତି ମାଣିକଚନ୍ଦ ଜୈନଙ୍କ ସଭାପତିତ୍ୱରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି ।…
Read More...

କପିଲାଭଟାରେ ବାର୍ଷିକ ଭାଗବତ ପାରାୟଣ ଉପଲକ୍ଷେ ସତସଙ୍ଗ କାର୍ଯ୍ୟକ୍ରମ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ଗାଁରେ ଥିବା ରାଧାକୃଷ୍ଣ ପ୍ରହରୀ ମଣ୍ଡପ ଠାରେ ବାର୍ଷିକ ଭାଗବତ ପାରାୟଣ ଉପଲକ୍ଷେ ସତସଙ୍ଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ କର୍ତ୍ତା ଭାବେ ନୀଳମଣି ବିଶି ଓ ତାଙ୍କ ସହଧର୍ମିଣୀ ସୁଶୀଳା ବିଶି…
Read More...

ପରିବେଶ ସୁରକ୍ଷା ନେଇ ଟିଟିସିଲେଟରୁ ବଙ୍ଗୋମୁଣ୍ଡା ପର୍ଯ୍ୟନ୍ତ ସାଇକେଲ ଯାତ୍ରା

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ମୁଣ୍ଡପଦର ପଞ୍ଚାୟତର ଟିଟିସିଲେଟ ଗ୍ରାମରୁ ବଙ୍ଗୋମୁଣ୍ଡା ଫାଷ୍ଟ ଅନୁଷ୍ଠାନର କାର୍ଯ୍ୟାଳୟ ପର୍ଯ୍ୟନ୍ତ ପରିବେଶ ସୁରକ୍ଷା ଉପରେ ଏକ ସଚେତନତା ରାଲି ସାଇକେଲ ଆରୋହୀଙ୍କୁ ନେଇ ଅନୁଷ୍ଠିତ ହୋଇଯାଇଛି । ଆଜି ସକାଳେ…
Read More...

ଦିବ୍ୟାଙ୍ଗ ଛାତ୍ରଛାତ୍ରୀମାନଙ୍କୁ ସହାୟକ ଉପକରଣ ଯୋଗାଣ ନିମନ୍ତେ ବ୍ଲକସ୍ତରୀୟ ଚିହ୍ନଟ ଶିବିର

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଠାରେ ସ୍ୱାମୀ ବିବେକାନନ୍ଦ ଜାତୀୟ ପୁନର୍ବାସ ପ୍ରଶିକ୍ଷଣ ଏବଂ ଅନୁସନ୍ଧାନ କେନ୍ଦ୍ର ଓ ସମଗ୍ର ଶିକ୍ଷା ବଲାଙ୍ଗିରଙ୍କ ମିଳିତ ଆନୁକୂଲ୍ୟରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀମାନଙ୍କୁ…
Read More...

ତେତେଲପଡାରେ ଶ୍ରୀ ଜଗନ୍ନାଥ ମନ୍ଦିର କୁମ୍ଭଭରଣ ଉତ୍ସବ ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ତୁରେକେଲା ପଞ୍ଚାୟତ ତେତେଲପଡା ଗାଁରେ ଶ୍ରୀ ଜଗନ୍ନାଥ ମନ୍ଦିରରେ ଆଜି କୁମ୍ଭଭରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କୁମ୍ଭଭରଣ ଉତ୍ସବରେ ତେତେଲପଡା ଗ୍ରାମବାସୀଙ୍କ ନେତୃତ୍ୱରେ ସକାଳରେ ସଂକୀର୍ତ୍ତନ ଦଳ ସହିତ ଶଙ୍ଖ…
Read More...

ବଙ୍ଗୋମୁଣ୍ଡାରେ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦର ଠାରେ ରାଓଡି ସ୍ପୋର୍ଟସ କ୍ଲବ ପକ୍ଷରୁ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି । ଆୟୋଜିତ ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୁବ ସମାଜସେବୀ କାହ୍ନା ଅଗ୍ରୱାଲ, ସମ୍ମାନୀୟ ଅତିଥି…
Read More...

ଅବସରପ୍ରାପ୍ତ ଶିକ୍ଷୟିତ୍ରୀଙ୍କ ଅର୍ଣ୍ଣପୂର୍ଣ୍ଣା ଦାସ ୟାଦବଙ୍କ ବିୟୋଗ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଝାକରପଡ଼ା ନିବାସୀ ଶିକ୍ଷୟତ୍ରୀଙ୍କ ଅର୍ଣ୍ଣପୂର୍ଣ୍ଣା ଦାସ ୟାଦବ(୭୭)ଙ୍କ ପରଲୋକ ଘଟିଛି । ଗତ କିଛି ଦିନ ହେବ ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିଲେ । ଗତ କିଛି ଦିନ ତାଙ୍କର ଦେହ ଅତ୍ୟନ୍ତ ଅସୁସ୍ଥ ଥିଲା ।…
Read More...

ରାଣୀପୁର ଝରିଆଲରେ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ଉନ୍ନତିମୂଳକ ସମୀକ୍ଷା ବୈଠକ

ବିଭିନ୍ନ ବିଭାଗର କାର୍ଯ୍ୟକୁ ଦେଖି ଅଧିକାରୀଙ୍କୁ ତାଗିଦ୍ କଲେ ବିଧାୟକ ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକର ଉପାନ୍ତ ଇଲାକାରେ ଥିବା ଐତିହାସିକ ଯୋଗିନୀ ପୀଠ ରାଣୀପୁର ଝରିଆଲରେ ଆଜି କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ଉନ୍ନତିମୂଳକ ସମୀକ୍ଷା ବୈଠକ…
Read More...

ବଙ୍ଗୋମୁଣ୍ଡା କପ ଫୁଟବଲ ଟୁର୍ଣ୍ଣାମେଣ୍ଟ : ଖୋଲାନ ଚାମ୍ପିୟନ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦର ସର୍ବସାଧାରଣ ଖେଳପଡିଆରେ ଚାଲିଥିବା ସ୍ୱାମୀ ବିବେକାନନ୍ଦ ପାଠାଗାର ଓ ଏଥ୍‌ଲେଟିକ ଏସୋସିଏସନ ପକ୍ଷରୁ ଚାଲିଥିବା ବଙ୍ଗୋମୁଣ୍ଡା ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ଏହି ଟୁର୍ଣ୍ଣାମେଣ୍ଟରେ ୮ ଗୋଟି…
Read More...

ବିଭିନ୍ନ ସ୍ଥାନରେ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ପଞ୍ଚାୟତ କାର୍ଯ୍ୟାଳୟ ଠାରେ ୭୪ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳନ ହୋଇଯାଇଛି । ସାଧାରଣତନ୍ତ୍ର ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ କପିଲାଭଟା ପଞ୍ଚାୟତର ସରପଞ୍ଚ ତୁଳସେ ଭୋଇ ଯୋଗ ଦେଇ ଜାତୀୟ…
Read More...