Browsing Tag

bangomunda news

ମେହେର ଷ୍ଟୁଡିଓରୁ ସଟର୍‌ ଭାଙ୍ଗି ପ୍ରାୟ ୬ଲକ୍ଷ ଟଙ୍କାର ସାମଗ୍ରୀ ଚୋରି କରିନେଲେ ଦୁର୍ବୃତ୍ତ

ବଙ୍ଗୋମୁଣ୍ଡା, (କେପିଏନ୍‌ଏସ୍‌) : ବଙ୍ଗୋମୁଣ୍ଡା ଥାନା ଅନ୍ତର୍ଗତ ଭାଲୁମୁଣ୍ଡା ଗ୍ରାମରେ ଥିବା ମେହେର ଷ୍ଟୁଡିଓରୁ ଗତ ରାତିରେ ସଟର ଭାଙ୍ଗି ପ୍ରାୟ ୬ ଲକ୍ଷ ଟଙ୍କାର କ୍ୟାମେରା, ପ୍ରିଣ୍ଟର, ଟିଭି ଆଦି ସାମଗ୍ରୀ ଚୋରି ହୋଇଯାଇଛି । ଏନେଇ ବଙ୍ଗୋମୁଣ୍ଡା ଥାନାରେ ଲିଖିତ ଅଭିଯୋଗ ହୋଇଥିବା
Read More...

ନିର୍ବାଚନରେ ଆଦିବାସୀଙ୍କୁ ସଂରକ୍ଷଣ ଦାବି ନେଇ ଅର୍ଶାତୁଲା ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ଠୁକିଲେ ଆଦିବାସୀ

ବଙ୍ଗୋମୁଣ୍ଡା, (କେପିଏନ୍‌ଏସ୍‌) : ବଙ୍ଗୋମୁଣ୍ଡା ବ୍ଲକର ଅର୍ଶାତୁଲା ପଞ୍ଚାୟତ କାର୍ଯ୍ୟାଳୟକୁ ତାଲା ମାରିଛନ୍ତି ଆଦିବାସୀ ସଂଘର କାର୍ଯ୍ୟକର୍ତ୍ତା । ଚଳିତ ପଞ୍ଚାୟତ ନିର୍ବାଚନରେ ସରପଞ୍ଚ, ବ୍ଲକ ଅଧ୍ୟକ୍ଷ ଆଦି ପଦବୀ ଗୁଡିକରେ ଆଦିବାସୀ ମାନଙ୍କ ପାଇଁ ସଂରକ୍ଷିତ କରାଯାଇ ନଥିବାରୁ ଆଦିବାସୀ
Read More...

ଖଇରାରେ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ବୈଠକ

ସଂରକ୍ଷିତ ସରପଞ୍ଚ ଓ ବ୍ଲକ ଅଧ୍ୟକ୍ଷ ପଦବୀ ଗୁଡିକକୁ ତୁରନ୍ତ ଲାଗୁ ନେଇ ଉଠିଲା ଦାବୀ୩ ତାରିଖରେ ଜିଲ୍ଲାପାଳ ଅଫିସ ଘେରାଉ ପାଇଁ ନିଷ୍ପତ୍ତି ବଙ୍ଗୋମୁଣ୍ଡ, (ମନୀଷ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଖଇରା ଗାଁର ଖେଳ ପଡିଆଠାରେ ଜିଲ୍ଲା ଆଦିବାସୀ କଲ୍ୟାଣ ବଙ୍ଗୋମୁଣ୍ଡା
Read More...

ବିଧାୟକଙ୍କ ଦ୍ୱାରା ବେଲପଡା ପଂଚାୟତର ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡା ପଂଚାୟତର ବିଭିନ୍ନ ପ୍ରକଳ୍ପର ଶୁଭ ଉଦ୍‌ଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବେଲପଡା ଗାଁର ଗ୍ରାମ୍ୟ
Read More...

ରାଣୀପୁର ଝରିଆଲରେ ବଙ୍ଗୋମୁଣ୍ଡା ପଂଚାୟତ ସମିତିର ଅନ୍ତିମ ବୈଠକ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକର ଉପାନ୍ତ ଇଲାକାରେ ଥିବା ଐତିହାସିକ ଯୋଗିନୀ ପୀଠ ରାଣୀପୁର ଝରିଆଲଠାରେ ବଙ୍ଗୋମୁଣ୍ଡା ପଂଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବଙ୍ଗୋମୁଣ୍ଡା ବ୍ଲକ ଅଧ୍ୟକ୍ଷା ରଞ୍ଜୁବାଲା ବେହେରାଙ୍କ
Read More...

ଅସହାୟ ବୃଦ୍ଧବୃଦ୍ଧାଙ୍କୁ କମ୍ବଳ ବଣ୍ଟନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କୁଣ୍ଡାବୁଟୁଲା ପଂଚାୟତର ନଙ୍ଗଲାଜୁରୀ ଓ ଡୁମେରପଡା ଗାଁରେ ଆଜି ଶତାଧିକ ବୃଦ୍ଧବୃଦ୍ଧାମାନଙ୍କୁ କମ୍ବଳ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ କୁଣ୍ଡାବୁଟୁଲା
Read More...

ବଙ୍ଗୋମୁଣ୍ଡା ଥାନାରେ ନୂତନ ଆଇଆଇସିଙ୍କ ଯୋଗଦାନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ସୁଶାନ୍ତ ପଧାନ ବଙ୍ଗୋମୁଣ୍ଡା ଥାନାରେ ନୂତନ ଆଇଆଇସି ଭାବେ ଯୋଗ ଦେଇଥିବା ଜଣାପଡିଛି । ଏହି ଥାନାରେ ପୂର୍ବରୁ ଆଇଆଇସି ଭାବେ ବିନୋଦ ବିହାରୀ ନାଏକ ରହିଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିବା ଯୋଗୁଁ ସେ ଜେଲ୍‌ରେ ଅଛନ୍ତି । ନୂତନ ଆଇଆଇସି ଭାବେ
Read More...

ଖଇରାରେ ୪୧ ତମ କୁରାଳ ପଂଚମୀ ଉପଲକ୍ଷେ ଅଷ୍ଟପ୍ରହରୀ ନାମଯଜ୍ଞ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଖଇରା ଗ୍ରାମରେ ୪୧ ତମ କୁରାଲ ପଂଚମୀ ପୂଜା ଉପଲକ୍ଷେ ଅଷ୍ଟପ୍ରହରୀ ନାମଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଗତକାଲି ସନ୍ଧ୍ୟାରେ ଧଅଁରାମୁଣ୍ଡାରୁ ୧୦୮ କଲସ ଆଣି ପୂଜାସ୍ଥଳରେ ସ୍ଥାପନ କରିଥିଲେ । ଏଥିରେ
Read More...

ଫୁଗୁଡା ମା’ ବସ୍ତ୍ରେନ ୟଙ୍ଗ ମାସ କ୍ଲବର ଦ୍ଵିତୀୟ ପ୍ରତିଷ୍ଠା ଦିବସ ପାଳିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ବେଳପଡା ପଞ୍ଚାୟତ ଫୁଗୁଡା ଗ୍ରାମରେ ଥିବା ମା' ବସ୍ତ୍ରେନ ୟଙ୍ଗ ମାସ କ୍ଲବର ଦ୍ଵିତୀୟ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ସଂଘର ସଭାପତି ମହେଶ୍ୱର
Read More...

କପିଲାଭଟାରେ ମାଗଣା ଚିକିତ୍ସା ଶିବିର

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ଜିତୁ ଚିକିତ୍ସାଳୟଠାରେ ମାଗଣା ଚିିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ କପିଲାଭଟା ମା’ ସାହାଜୀ ଯୁବକ ସଂଘର ସଭାପତି ଜିତାମିତ୍ର ବିଶିଙ୍କ ତତ୍ୱାବଧାନରେ ଏକ ମାଗଣା ସ୍ୱାସ୍ଥ୍ୟ
Read More...