Browsing Tag

bangomunda news

ମହାଲକ୍ଷ୍ମୀ ପୂଜା ଉପଲକ୍ଷେ ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ଭାଲୁମୁଣ୍ଡା ବରଗଛପଡା ମେହେର କ୍ଲବ ତରଫରୁ ୨୨ତମ ମା' ମହାଲକ୍ଷ୍ମୀ ପୂଜା ଚାଲିଥିବା ବେଳେ ଆଜି ପୂର୍ଣ୍ଣାହୁତି ହୋଇଯାଇଛି । ଏହି ପୂଜା ଗତ ୫ ଦିନ ଧରି ଚାଲୁରହିଥିଲା । ଏହି ପୂଜା ଉପଲକ୍ଷେ ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ନୃତ୍ୟ
Read More...

ବ୍ଲକସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ଜୋନ ଗନ୍ଧର୍ଲା ଗ୍ରାମରେ ଥିବା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଠାରେ ବ୍ଲକସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅନୁପ କୁମାର
Read More...

ଆନ୍ତର୍ଜାତିକ ବିଶ୍ୱ ଭିନ୍ନକ୍ଷମ ଦିବସ ଓ ଗୋଷ୍ଠୀ ଅନ୍ତର୍ନିବେଶୀ ଶିକ୍ଷା ସାଧନ କେନ୍ଦ୍ର ଉଦ୍‌ଘାଟନ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଠାରେ ଆନ୍ତର୍ଜାତିକ ବିଶ୍ୱ ଭିନ୍ନକ୍ଷମ ଦିବସ ଓ ଗୋଷ୍ଠୀ ଅନ୍ତର୍ନିବେଶୀ ଶିକ୍ଷା ସାଧନ କେନ୍ଦ୍ର ଉଦ୍‌ଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ
Read More...

ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ

ବଙ୍ଗୋମୁଣ୍ଡା, (କେପିଏନ୍‌ଏସ୍‌) : ସ୍ଥାନୀୟ ପିଏସ୍‌ ଉଚ୍ଚ ମାଧ୍ୟମିକ ସ୍କୁଲରେ ଯୁବ ରେଡକ୍ରସ ଓ ରେଡ୍‌ରିବଡ କ୍ଲବ ପକ୍ଷରୁ ଏଡ୍‌ସ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସ୍କୁଲ ଅଧ୍ୟକ୍ଷ ଗରୁଡଧ୍ୱଜ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଯୁବ
Read More...

ଦେବଙ୍ଗ ଗାଁରେ ମହାଲକ୍ଷ୍ମୀ ପୂଜା ପାଇଁ କଳସ ଯାତ୍ରା

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ପତ୍ରାପାଲି ପଞ୍ଚାୟତ ଦେବଙ୍ଗ ଗାଁରେ ମହାଲକ୍ଷ୍ମୀ ପୂଜା ପାଇଁ କଳସ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏଥିରେ କର୍ତ୍ତା ଭାବେ ପ୍ୟାରେଲାଲ ନେଓରା ଓ ତାଙ୍କ ସହଧର୍ମିଣୀ ମୀତା ନେଓରା ଦାୟିତ୍ୱ ନେଇଥିବା ବେଳେ ପୂଜକ
Read More...

ଜମିକୁ ଜଳସେଚନ ପାଇଁ ଦାବୀପତ୍ର ପ୍ରଦାନ

ବଙ୍ଗୋମୁଣ୍ଡା, (କେପିଏନ୍‌ଏସ୍‌) : ବଙ୍ଗୋମୁଣ୍ଡା ବ୍ଲକ ଠେମରା ପଞ୍ଚାୟତ ଅଞ୍ଚଳର ଚାଷଜମିକୁ ଜଳସେଚନ ସୁବିଧା ଯୋଗାଇ ଦେବାକୁ ସ୍ଥାନୀୟ ଲୋୟର ଇନ୍ଦ୍ର ପ୍ରକଳ୍ପ ଅଧିକ୍ଷଣ ଯନ୍ତ୍ରୀଙ୍କୁ ଚାଷୀମାନେ ଗୁହାରୀ କରିଛନ୍ତି । ସେମାନଙ୍କ କହିବା ଅନୁସାରେ ଉକ୍ତ ପଞ୍ଚାୟତ ଉତ୍କେଲା, ଜାମତରା, ଠେମରା
Read More...

ଧାନ ଖରିରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଧାନ ଭଷ୍ମୀଭୂତ, ଚାଷୀ ଏବେ ଚିନ୍ତାରେ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଝରିଆଲ ଗ୍ରାମ ପଞ୍ଚାୟତର ଧାନ ଖଲାରେ ଥିବା ଧାନ ଖରିରେ କୌଣସି କାରଣରୁ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଧାନ ଭଷ୍ମୀଭୂତ ହୋଇଯାଇଛି । ସୂଚନାନୁଯାୟୀ, ଝରିଆଲ ଗ୍ରାମର କିଶୋର କୁମାର ସାହୁ (୪.୫ ଏକରର ଧାନ), ରାଜେଶ୍ଵର
Read More...

୮ ଦଫା ଦାବୀ ନେଇ ସିଡିପିଓଙ୍କ ଅଫିସ ଆଗରେ ଅଙ୍ଗନୱାଡି କର୍ମୀ ଓ ସହାୟିକାଙ୍କ ଧାରଣା

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଭାରତୀୟ ମଜଦୁର ସଙ୍ଘ ଦ୍ୱାରା ପରିଚାଳିତ ଅଲ ଓଡ଼ିଶା ଅଙ୍ଗନୱାଡି ୱାର୍କର୍ସ ପକ୍ଷରୁ ବିଭିନ୍ନ ଦାବୀ ନେଇ ଭୁବନେଶ୍ଵରରେ ଅନ୍ଦୋଳନ ଚାଲିଛି । ଏହି ପରିପ୍ରେକ୍ଷୀରେ ବଙ୍ଗୋମୁଣ୍ଡା ସିଡିପିଓ କାର୍ଯ୍ୟାଳୟ ସମ୍ମୁଖରେ
Read More...

ବରୋବାହାଲ ଗାଁରେ ତ୍ରୈଲୋକେଶ୍ୱର ମହାଦେବ ମନ୍ଦିର ପ୍ରତିଷ୍ଠା ଉତ୍ସବ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଗନ୍ଧରାବନ୍ଧ ପଞ୍ଚାୟତ ବରୋବାହାଲ ଗାଁରେ ଥିବା ଲୋୟର ଇନ୍ଦ୍ର ଜଳ ସେଚନ ପ୍ରକଳ୍ପ ଅଧିକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ପରିସରରେ ଆଜି ତ୍ରୈଲୋକେଶ୍ୱର ମହାଦେବଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଯାଇଛି
Read More...

ନକଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ : ସାନମୂଲା ଚାମ୍ପିୟନ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ଓ ତାଳଭଟା ଫୁଟବଲ କ୍ଲବ ପକ୍ଷରୁ ଚାଲିଥିବା ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ଏହି ଟୁର୍ଣ୍ଣାମେଣ୍ଟରେ ୮ ଗୋଟି ଦଳ ଭାଗ ନେଇଥିବା ବେଳେ ସେମାନଙ୍କ ମଧ୍ୟରୁ ସାନମୂଲା ଓ ବରତୁଣ୍ଡା ଦଳ
Read More...