Browsing Tag

bangomunda news

କପିଲାଭଟା ପଞ୍ଚାୟତ କାର୍ଯ୍ୟାଳୟ ଠାରେ ସ୍ଵତନ୍ତ୍ର ଗ୍ରାମସଭା ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ କପିଲାଭଟା ପଞ୍ଚାୟତ କାର୍ଯ୍ୟାଳୟଠାରେ ଆଜି ସ୍ଵତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ହୋଇଯାଇଛି । ଆର୍ଥିକ ବର୍ଷ ୨୦୨୬/୨୭ ପାଇଁ ଗ୍ରାମ ପଞ୍ଚାୟତ ଉନ୍ନୟନ ଖସଡ଼ା (ଜିପିଡିପି) ପ୍ରସ୍ତୁତ ଅନ୍ତର୍ଗତ
Read More...

ବଙ୍ଗୋମୁଣ୍ଡାରେ ସାଇବର ସୁରକ୍ଷା ଅଭିଯାନ ସଚେତନତା

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ବଙ୍ଗୋମୁଣ୍ଡା ପୋଲିସ ପକ୍ଷରୁ ସାଇବର ସୁରକ୍ଷା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ହୃଦୟବାନ ଛତ୍ରିଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ
Read More...

କପିଲାଭଟାରେ ସାର୍ବଜନୀନ ଗିରିଗୋବର୍ଦ୍ଧନ ପୂଜା ସମ୍ପନ୍ନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ଗ୍ରାମରେ ଚାଲିଥିବା ୩ୟ ତମ ସାର୍ବଜନୀନ ଗିରିଗୋବର୍ଦ୍ଧନ ପୂଜା ସମ୍ପନ୍ନ ହୋଇଯାଇଛି । ଗତ ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ସହଦେବ ବନ୍ଧରୁ ବିରାଟ ଶୋଭାଯାତ୍ରାରେ ବାହାରି ପୂର୍ଣ୍ଣକଳସ ଆଣି ପୂଜା
Read More...

କପିଲାଭଟା ଗିରିଗୋବର୍ଦ୍ଧନ ମହୋତ୍ସବ ଉଦ୍‌ଯାପିତ

-ଆଧ୍ୟାତ୍ମିକତା ପରିବେଶ ସୃଷ୍ଟି ହେବା ସହ ଅଞ୍ଚଳର କଳା, ସଂସ୍କୃତି, ପରମ୍ପରାର ସୁରକ୍ଷା ଓ ପ୍ରଚାର ପ୍ରସାର ହେଉଛି ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ କପିଲାଭଟା ଗ୍ରାମରେ ଗିରିଗୋବର୍ଦ୍ଧନ ମହୋତ୍ସବ କମିଟି ଓ ମାଁ ସାହାଜି ଯୁବକ
Read More...

କପିଲାଭଟାରେ ୩ୟ ତମ ଗିରିଗୋବର୍ଦ୍ଧନ ମହୋତ୍ସବ – ଦ୍ଵିତୀୟ ଦିବସ ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ କପିଲାଭଟା ଗ୍ରାମରେ ଗିରିଗୋବର୍ଦ୍ଧନ ମହୋତ୍ସବ କମିଟି ଓ ମାଁ ସାହାଜି ଯୁବକ ସଂଘ କପିଲାଭଟାର ମିଳିତ ଆନୁକୂଲ୍ୟରେ ୩ୟ ତମ ଗିରିଗୋବର୍ଦ୍ଧନ ମହୋତ୍ସବର ଦ୍ଵିତୀୟ ଦିବସରେ ପହଞ୍ଚିଛି । ଆୟୋଜିତ ଦ୍ଵିତୀୟ
Read More...

ବଙ୍ଗୋମୁଣ୍ଡାରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ର ବଙ୍ଗୋମୁଣ୍ଡା ଚମାର ମେହେର ହାଇସ୍କୁଲ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବଙ୍ଗୋମୁଣ୍ଡା ସିଆର୍‌ସିସି ଜିତାମିତ୍ର ବିଶିଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି
Read More...

କପିଲାଭଟାରେ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର ଶତାବ୍ଦୀ ଉତ୍ସବ ପାଳିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ର ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ କପିଲାଭଟା ଗାଁରେ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର ଶତାବ୍ଦୀ ଉତ୍ସବ ପାଳିତ ହୋଇଯାଇଛି । ଏଥିରେ କପିଲାଭଟା ମଣ୍ଡଳ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ
Read More...

୨୧ରୁ କପିଲାଭଟାରେ ୩ ତମ ଗିରିଗୋବର୍ଦ୍ଧନ ମହୋତ୍ସବ ପାଇଁ ସାମ୍ବାଦିକ ସମ୍ମିଳନୀ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ କପିଲାଭଟା ଗ୍ରାମରେ ଗିରିଗୋବର୍ଦ୍ଧନ ମହୋତ୍ସବ କମିଟି ଓ ମାକ୍ଷ ସାହାଜି ଯୁବକ ସଂଘ କପିଲାଭଟାର ମିଳିତ ଆନୁକୂଲ୍ୟରେ ୩ ତମ ଗିରିଗୋବର୍ଦ୍ଧନ ମହୋତ୍ସବ ପାଇଁ ଆଜି ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ
Read More...

ବଙ୍ଗୋମୁଣ୍ଡାରେ ୩୯ ତମ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭଖମ୍ବ ସ୍ଥାପନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ର ବଙ୍ଗୋମୁଣ୍ଡା ବ୍ଲକ ସଦର ସ୍ଥିତ ସାର୍ବଜନୀନ ଖେଳପଡ଼ିଆ ଠାରେ ଚଳିତ ବର୍ଷ ୩୯ ତମ ଧନୁଯାତ୍ରା ମହୋତ୍ସବ ପାଳନ ପାଇଁ ଶୁଭଖମ୍ବ ସୋମବାର ଦିନ ସ୍ଥାପନ କରାଯାଇଥିଲା । ଗ୍ରାମ ଦେବାଦେବୀଙ୍କ ଠାରେ
Read More...

ଜାମତରା ଗାଁରେ ନିଖିଳ ଉତ୍କଳ ସୁବର୍ଣ୍ଣଗ୍ରାହୀ ଶୁଣ୍ଢୀ ସମାଜର ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ

ବଙ୍ଗୋମୁଣ୍ଡା, (ଅର୍ଜୁୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ର ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଠେମରା ପଞ୍ଚାୟତ ଜାମତରା ଗ୍ରାମ ଠାରେ ନିଖିଳ ଉତ୍କଳ ଶୁଣ୍ଢୀ ସମାଜର କୂଳପତି ପୂର୍ଣ୍ଣଚନ୍ଦ୍ର ବେହେରାଙ୍କ ତତ୍ତ୍ୱାବଧାନରେ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ
Read More...