Browsing Tag

bangomunda news

ମନୋଜ କୁମାର ମାଝୀ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ-ଫାଇନାଲ୍‌ରେ ଯୁରାବନ୍ଧ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଚୁଲିଫୁଙ୍କା ପଂଚାୟତ ମନିଗାଁ ଗ୍ରାମରେ ମଣିଶ୍ରୀ ଫୁଟବଲ କ୍ଲବ ପକ୍ଷରୁ ଚାଲିଥିବା ମନୋଜ କୁମାର ମାଝୀ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ସପ୍ତମ ଦିନରେ ପହଂଚିଛି । ଏହି ଅବସରରେ ଆୟୋଜିତ ଆଜିର ଏହି ସପ୍ତମ
Read More...

ମନୋଜ କୁମାର ମାଝୀ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ : କୁରସୁଡ ଓ ପାଇକପଡା ଦଳ ବିଜୟୀ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଚୁଲିଫୁଙ୍କା ପଂଚାୟତ ମନିଗାଁ ଗ୍ରାମରେ ଥିବା ମଣିଶ୍ରୀ ଫୁଟବଲ କ୍ଲବ ପକ୍ଷରୁ ମନୋଜ କୁମାର ମାଝୀ ସ୍ମାରକୀ ଫୁଟବଳ ଟୁର୍ଣ୍ଣାମେଣ୍ଟଆଜି ଦ୍ୱିତୀୟ ଦିନରେ ପହଂଚିଛି । ଆୟୋଜିତ ଦ୍ୱିତୀୟ ଦିବସରେ ମୁଖ୍ୟ ଅତିଥି
Read More...

ବେଲପଡା ପଂଚାୟତକୁ ପରିଦର୍ଶନ କଲେ କଣ୍ଟାବାଞ୍ଜି ବିଧାୟକ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡା ପଂଚାୟତ କାର୍ଯ୍ୟାଳୟକୁ ପରିଦର୍ଶନ କରିଛନ୍ତି କଣ୍ଟାବାଞ୍ଜି ବିଧାୟକ । ଆୟୋଜିତ ପଂଚାୟତ ସଭାଗୃହ ଠାରେ ଏକ ସାଧାରଣ ବୈଠକରେ ବେଲପଡା ପଂଚାୟତ ସରପଂଚ ଅଞ୍ଜନା ମେହେରଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି
Read More...

ବଙ୍ଗୋମୁଣ୍ଡା ବ୍ଲକର ୨୪ ହାଇସ୍କୁଲ ଓ ୩ କଲେଜ ଖୋଲିଲା

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : କୋଭିଡ କଟକଣା ମଧ୍ୟରେ ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକର ୨୪ ଗୋଟି ହାଇସ୍କୁଲ ଓ ୩ କଲେଜକୁ ଖୋଲିବା ପାଇଁ ଆଜି ଠାରୁ ରାଜ୍ୟ ସରକାରଙ୍କ ଅନୁମତି ହୋଇଛି । ତେଣୁ ସ୍କୁଲ ପରିସର ଗୁଡିକୁ ସଫାସୁତୁରା କରାଯାଇଛି । ଶ୍ରେଣୀ କକ୍ଷ ବାହାର ଓ ଭିତରକୁ
Read More...

ବରୋବାହାଲରେ ମହାତ୍ମା ଜ୍ୟୋତି ରାଓ ଫୁଲେଙ୍କ ଜୟନ୍ତୀ ପାଳିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଗନ୍ଧରାବନ୍ଧ ପଂଚାୟତର ବରୋବାହାଲ ଗ୍ରାମରେ ଥିବା ମହାତ୍ମା ଜ୍ୟୋତି ରାଓ ଫୁଲେ ଯୁବକ ସଘ ପକ୍ଷରୁ ୧୯୦ ତମ ଜ୍ୟୋତି ରାଓ ଫୁଲେ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ
Read More...

୪୦୦ ଜଣ ଅସହାୟ ବୃଦ୍ଧବୃଦ୍ଧାଙ୍କୁ କମ୍ବଳ ବଣ୍ଟନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ବଙ୍ଗୋମୁଣ୍ଡା ବ୍ଲକ ସଦରରେ ଆଜି ବିଜୁ ଜନତା ଦଳ ପକ୍ଷରୁ ଅସହାୟ, ବୃଦ୍ଧବୃଦ୍ଧା,ଦିବ୍ୟାଙ୍ଗମାନଙ୍କୁ କମ୍ବଳ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ
Read More...

ବେଲପଡା ପଂଚାୟତରେ ୩୦ଜଣ ନୂତନ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ବେଳପଡା ପଂଚାୟତ କାର୍ୟ୍ୟାଳୟ ପରିସରରେ ଆଜି ପଂଚାୟତର ୩୦ ଜଣ ନୂତନ ହିତାଧିକାରୀ ମାନଙ୍କୁ ଭତ୍ତା ବଣ୍ଟନ କରାଯାଇଛି । ଏହି ଅବସର ରେ ଆୟୋଜିତ କାର୍ୟ୍ୟକ୍ରମରେ କାର୍ୟ୍ୟନିର୍ବାହୀ ଅଧିକାରୀ ସୁଧିର ଚନ୍ଦ୍ର
Read More...

ମାଁ ବସ୍ତ୍ରେନ୍‌ ମାଉଲି ପଂଚାୟତସ୍ତରୀୟ କ୍ରିକେଟ ଟୁର୍ଣ୍ଣାମେଂଟ୍‌ : ଉଡାର ଦଳ କୁ ହରାଇ ଖଇରା ଦଳ ବିଜୟୀ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଠେମରା ପଂଚାୟତ ଜାମତରା ଗ୍ରାମର ଖେଳପଡିଆ ଠାରେ ମାଁ ବସ୍ତ୍ରେନ ମାଉଲି ପଂଚାୟତ ସ୍ତରୀୟ କ୍ରିକେଟ ଟୁର୍ଣ୍ଣାମେଂଟ ପଂଚମ ଦିନରେ ପହଂଚିଥିବା ବେଳେ ଖଇରା ଓ ଉଡାର ଦଳ ମଧ୍ୟରେ ମ୍ୟାଚ୍‌ ହୋଇଥିଲା । ଏଥିରେ ପ୍ରଥମେ
Read More...

ବରକାନୀ ଗାଁରେ ମହାଲକ୍ଷ୍ମୀ ପୂଜା ସମ୍ପନ୍ନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଠେମରା ପଂଚାୟତର ବରକାନୀ ଗ୍ରାମରେ ଲକ୍ଷ୍ମୀ ପୂଜା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଡୁମେରମୁଣ୍ଡା ଡାମକ ଏକ ପୋଖରୀରୁ ଗତ ମଙ୍ଗଲବାର ସନ୍ଧ୍ୟାରେ କଳସ ଆଣି ପୂଜାମଣ୍ଡପରେ ସ୍ଥାପନ
Read More...

ଭାଲୁମୁଣ୍ଡା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ବୈଠକ : ମୋ’ ସ୍କୁଲ ଅଭିଯାନରେ ୧୫ ଲକ୍ଷ ଟଙ୍କା ସଂଗ୍ରହ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଭାଲୁମୁଣ୍ଡାରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟର ପୁରାତନ ଛାତ୍ରଛାତ୍ରୀମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ମୋ ସ୍କୁଲ ଅଭିଯାନରେ ୧୫ ଲକ୍ଷ ଟଙ୍କା ସଂଗ୍ରହ ହୋଇଥିବା ଖବର ମିଳିଛି । ୧୯୨୫
Read More...