Browsing Tag

baragarh news

ବରଗଡ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ତିନିଜଣ ଯୁବକ ଗୁରୁତର ଆହତ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଘୁଲିପାଲି ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ତିନିଜଣ ଯୁବକ ଗୁରୁତର ଆହତ ହୋଇଛନ୍ତି । ଆହତ ଯୁବକମାନେ ହେଲେ ବାଲେଶ୍ୱର ବାହାନଗା ବ୍ଲକ୍‌ ଦୀପକ ମଲ୍ଲିକ, ଗଞ୍ଜାମ ବେଳଗୁଣ୍ଠା ବ୍ଲକ୍‌ର ସୁଭମ ପ୍ରଧାନ, ଆଉ ଜଣେ ବରଗଡ଼ ଜିଲ୍ଲା ଝାରବନ୍ଧ ବ୍ଲକ୍‌ ମାନସ
Read More...

ସୋରିଷ ଶସ୍ୟ କାଟ ପରୀକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜ଼ିଲ୍ଲା ସୋହେଲା ବ୍ଲକ ଅନ୍ତର୍ଗତ ଜଟରଲା ଗ୍ରାମରେ ସୋରିଷ ଫସଲର ଇକ୍ରିସାଟ ଓ ମହାଶକ୍ତି ଫାଉଣ୍ଡେସନ୍‌ର ମିଳିତ ଆନୁକୂଲ୍ୟରେ ଶସ୍ୟ କାଟ ପରୀକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଶେଷକରି ଏହି ବର୍ଷ ଓଡିଶା ସରକାରଙ୍କ ରାଇସ ଫେଲୋ
Read More...

ବରଗଡ଼ ବରିଷ୍ଠ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ସମ୍ବର୍ଦ୍ଧନା

ବରଗଡ଼, (ନିରୋଜ କୁମାର ପାଣୀ) : ଆଜି ବରଗଡ଼ ଜିଲ୍ଲାର ସୋହେଲାରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ବିତରଣ ସମାରୋହରେ ରାଜ୍ୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରାପ୍ତ ବରଗଡ଼ ବରିଷ୍ଠ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀମତୀ ସେବାଶ୍ରୀ ଭୋଇଙ୍କୁ ଜିଲ୍ଲା ଶିକ୍ଷା
Read More...

ନେହେରୁ ଯୁବ କେନ୍ଦ୍ର ବରଗଡ଼ର ଜିଲ୍ଲା ଯୁବ ସଂସଦ କାର୍ଯ୍ୟକ୍ରମ

ବରଗଡ଼, (ନିରୋଜ କୁମାର ପାଣୀ) : ଅଭାସୀ ମାଧ୍ୟମରେ ବରଗଡ଼ ନେହେରୁ ଯୁବ କେନ୍ଦ୍ର ଦ୍ଵାରା ଏକ ଜିଲ୍ଳା ସ୍ତରୀୟ ୟୁବ ସଂସଦ କାର୍ଯ୍ୟକ୍ରମ ଜିଲ୍ଲା କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଏହି ତର୍କ ପ୍ରତିଯୋଗିତାରେ ସୁବର୍ଣ୍ଣପୁର, କଳାହାଣ୍ଡି, ବଲାଙ୍ଗିର ଓ ଗଞ୍ଜାମ ଜିଲ୍ଲାର ପ୍ରାୟ ୨୪ ଜଣ
Read More...

ଗଙ୍ଗାଧର ଉଠା ଜଳସେଚନ ପ୍ରକଳ୍ପ ଲୋକାର୍ପଣ

ବରଗଡ଼, (ନିରୋଜ କୁମାର ପାଣୀ) : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ଼ ଜିଲ୍ଲା ଗସ୍ତରେ ଯାଇ ବିଜେପୁରର କନାପାଲିଠାରେ ବରଗଡ଼ ଜିଲ୍ଲାରେ ୨୧୪୯ କୋଟି ଟଙ୍କା ମୂଲ୍ୟର ୬୨ଟି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭ ଉଦ୍‌ଘାଟନ କରିଛନ୍ତି । ଏଥି ସହିତ ୨୬୩ କୋଟି ୩୩ ଲକ୍ଷ ୧୮ ହଜାର ଟଙ୍କା
Read More...

କଲା ଦହନା ଦ୍ଵିତୀୟ ବାର୍ଷିକ ଉତ୍ସବ ଓ କବି ସମ୍ବିଳନୀ

ବରଗଡ଼, (କେପିଏନ୍‌ଏସ୍‌) : ଗତ ରବିବାର ଏଗାର ତାରିଖ ସକାଳ ୧୦ରୁ ୬ଟା ପର୍ଯ୍ୟନ୍ତ ବରଗଡ଼ ସ୍ଥିତ ଗାନ୍ଧୀ ସ୍ମୃତି ପାଠାଗାରରେ କଲା ଦହନାର ଦ୍ଵିତୀୟ ବାର୍ଷିକ ଉତ୍ସବ ଏବଂ କବି ସମ୍ବିଳନୀ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସମାରୋହ ପ୍ରତିଷ୍ଠାତା ଦିନେଶ ଭୋଇଙ୍କ ସମ୍ପାଦନା ଏବଂ ବିକ୍ରମ ସାହୁଙ୍କ
Read More...

ବରଗଡ଼ ବିକାଶ ଫାଷ୍ଟଷ୍ଟେପ୍‌ରେ ବାର୍ଷିକମେଳା ଏକ୍ସପ୍ଲୋରିକା

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ବିକାଶ ଫାଷ୍ଟଷ୍ଟେପରେ ବାର୍ଷିକ ମେଳା ଏକ୍ସପ୍ଲୋରିକା ଅତି ଉଲ୍ଲାସର ସହ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବରଗଡ଼ ଡିଇଓ ମିତ୍ରଭାନୁ କଚ୍ଛପ, ବିକାଶ ଗ୍ରୁପ ଅଫ୍ ଇନ୍ସିଚ୍ୟୁଟ୍‌ର ଡାଇରେକ୍ଟର ଡି. ନାଗେଶ୍ୱର ରାଓ, ମେନେଜିଂ
Read More...

ପଞ୍ଚମ ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକ ସମ୍ମିଳନୀ

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ନିଶାମଣି ଉଚ୍ଚ ବିଦ୍ୟାଳୟରେ ବରିଷ୍ଠ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀମତୀ ସେବଶ୍ରୀ ଭୋଇଙ୍କ ସଭାପତିତ୍ୱରେ ପଞ୍ଚମ ବ୍ଲକସ୍ତରୀୟ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଶ୍ରୀମତୀ ରୋଜାଳିନ ମିଶ୍ର ଅତିଥି ପରିଚୟ ପ୍ରଦାନ
Read More...

ଫେବୃଆରୀ ୧୪ ତାରିଖ ଦିନ ବଳିଦାନ ଦିବସ ପାଳିତ ହେବ

ବରଗଡ, (ନିରୋଜ କୁମାର ପାଣୀ) : ବଳିଦାନ ଦିବସ ତଥା ସଂକଳ୍ପ ପରିବାରର ଚତୁର୍ଥ ପ୍ରତିଷ୍ଠା ଦିବସ ଆସନ୍ତା ୧୪ ଫେବୃଆରୀ ବୁଧବାର ଦିନ ସକାଳ ୮.୩୦ ଟା ସମୟରୁ ବରଗଡ଼ ବିଜୁ ପଟ୍ଟନାୟକ ଟାଉନ ହଲଠାରେ ପାଳନ କରାଯିବ । ଉକ୍ତ କାର୍ଯ୍ୟକ୍ରମରେ ଯୋଗଦାନ ପୂର୍ବକ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ
Read More...

ବରଗଡ଼ ବରିଷ୍ଠ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

ବରଗଡ, (ନିରୋଜ କୁମାର ପାଣୀ) : ଚଳିତ ବର୍ଷ ୨୦୨୩-୨୪ ପାଇଁ ବରଗଡ଼ ବ୍ଲକ ତଥା ବରଗଡ଼ ବରିଷ୍ଠ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀମତୀ ସେବଶ୍ରୀ ଭୋଇଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ କରାଯାଇଛି । ଓଡିଶାର ୧୦ ଜଣ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ତାଲିକାରେ ଶ୍ରୀମତୀ ଭୋଇଙ୍କ ନାମ
Read More...