ଆନ୍ତର୍ଜାତିକ ନିଶା ଦ୍ରବ୍ୟ ଚୋରା ଚାଲାଣ ଓ ସେବନ ନିଷେଧ ର୍ୟାଲି
ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଗତକାଲି ଆନ୍ତର୍ଜାତୀକ ନିଶା ଦ୍ରବ୍ୟ ଚୋରା ଚାଲାଣ ଓ ସେବନ ନିଷେଧ ଦିବସ ପରିପ୍ରେକ୍ଷୀରେ ଏକ ସଚେତନତା ର୍ୟାଲି ଆୟୋଜିତ ହୋଇଯାଇଛି । ଜିଲ୍ଲା ଅବକାରୀ ବିଭାଗ ଏବଂ ପ୍ରଜାପତି ବ୍ରହ୍ମକୁମାରୀ ଇଶ୍ୱରିୟ ବିଶ୍ୱ ବିଦ୍ୟାଳୟ!-->…
Read More...
Read More...