Browsing Tag

bargarh news

ବିଜେଡି ଗଠନର ୨୫ ବର୍ଷ ପୂର୍ତ୍ତି ଉପଲକ୍ଷେ ରକ୍ତଦାନ ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ସ୍ଥାନୀୟ ଆନନ୍ଦ ମଣ୍ଡପଠାରେ ଆଜି ବିଜୁ ଜନତା ଦଳ ବରଗଡ଼ ଜିଲ୍ଲା ମହିଳା ଶାଖ ପକ୍ଷରୁ ରକ୍ତଦାନ ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ମହିଳା ଶାଖାର ଅନ୍ୟତମ ସଦସ୍ୟା ତଥା ରାଜ୍ୟ ସରକାରଙ୍କ ବୟନ ଓ ହସ୍ତତନ୍ତ, ହସ୍ତଶିଳ୍ପ ମନ୍ତ୍ରୀ…
Read More...

ଅମୃତ ମହୋତ୍ସବ ପରିପ୍ରେକ୍ଷୀରେ ତ୍ରିରଙ୍ଗା ଯାତ୍ରା

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ଅଗ୍ରୱାଲ ମହାସଭା ଓ ବରଗଡ଼ ବରିଷ୍ଠ ନାଗରିକ ସଂଘ ପକ୍ଷରୁ ଆଜି ଆଜାଦୀ କା ଅମୃତ ମହୋତ୍ସବ ପରିପ୍ରେକ୍ଷୀରେ ତ୍ରିରଙ୍ଗା ଯାତ୍ରା ଆୟୋଜିତ ହୋଇଯାଇଛି । ବରଗଡ଼ ଧର୍ମଶାଳା ଛକରୁ ଏହି ଶୋଭାଯାତ୍ରା ବାହାରି ଥିବା ବେଳେ ଏହା ଗାନ୍ଧୀ ଛକଠାରେ ଶେଷ ହୋଇଥିଲା…
Read More...

ଅଗ୍ରଗାମୀ ଯୁବକ ସଂଘଠାରେ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ଅନୁଷ୍ଠିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ଉତ୍ସବରେ ଅଗ୍ରଗାମୀ ଯୁବକ ସଂଘଠାରେ ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ବିଧାୟକ ଦେବେଶ ଆଚାର୍ଯ୍ୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ବରଗଡ଼ ସାଂସଦ ସୁରେଶ ପୂଜାରୀ ଯୋଗ ଦେଇ କବି…
Read More...

ବରଗଡ ପଞ୍ଚାୟତ କଲେଜରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ପଞ୍ଚାୟତ ମହାବିଦ୍ୟାଳୟ, ବରଗଡର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ, ଆନୁକୁଲ୍ୟରେ ଆଜି ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ପୂର୍ବତନ ସାଂସଦ ଡ. ପ୍ରଭାସ ସିପ୍ସ ଯୋଗ ଦେଇଥିଲେ । ମହାବିଦ୍ୟାଳୟର ଅଧ୍ୟକ୍ଷ…
Read More...

ବରଗଡ ଜିଲ୍ଲାରେ ୫୬୩ ମିମି ବର୍ଷା

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳରେ ଗତ ୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହୋଇଛି । ଜିଲ୍ଲାରେ ୫୭୩.୫ ମିମି ବର୍ଷା ହୋଇଥିବା ରେକର୍ଡ ହୋଇଛି । ବିଜେପୁର ବ୍ଲକ ଅଞ୍ଚଳରେ ସର୍ବାଧିକ ୭୨ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ପଦ୍ମପୁର ବ୍ଲକ ଅଞ୍ଚଳରେ ୨୮…
Read More...

ଫାଓ ରେଫରୀ ଅଫ ଗ୍ରଡେସନ୍ ପରୀକ୍ଷାର ଅଭ୍ୟାସ ପରୀକ୍ଷା ଅନୁଷ୍ଠିତ

ବରଗଡ, (ସତ୍ୟ ନାରାୟଣ ପ୍ରଧାନ) : ଫୁଟବଲ ଏସୋସିଏସନ୍ ଅଫ ଓଡ଼ିଶା (ଫାଓ) ପକ୍ଷରୁ ଇତିମଧ୍ୟରେ ରେଫରୀ ଅଫ ଗ୍ରେଡେସନ୍‌ର ଲିଖିତ ପରୀକ୍ଷା ସମାପ୍ତ ହୋଇସାରିଛି । ବର୍ତ୍ତମାନ ଏହି କାର୍ଯ୍ୟକ୍ରମର ଅଭ୍ୟାସ (ପ୍ରାକଟିକାଲ) ପରୀକ୍ଷା ଆରମ୍ଭ ହୋଇଛି । ଫାଓର ରେଫରୀମାନଙ୍କ ମୁଖ୍ୟ ଦୁର୍ଗା ମାଧବ…
Read More...

କବି ଗଙ୍ଗାଧର ମେହେରଙ୍କ ଜ୍ୟୋତି ଯାତ୍ରା ଓ ସାରସ୍ୱତ ସମାରୋହ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ସ୍ଥାନୀୟ ବିଜୁ ପଟ୍ଟନାୟକ ଟାଉନ ହଲ୍‌ଠାରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ୧୬୧ତମ ଜନ୍ମ ଜୟନ୍ତୀ ଉତ୍ସବ ପାଳନ ଅବସରରେ ଗତକାଲି ଜ୍ୟୋତି ଯାତ୍ରା ଓ ସାରସ୍ୱତ ସମାରୋହ ଆୟୋଜିତ ହୋଇଯାଇଛି । ସମାରୋହରେ ମୁଖ୍ୟ ଅତିଥି ଭାବେ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ…
Read More...

ବରଗଡ ଜିଲ୍ଲାର ବିଭିନ୍ନ ସ୍ଥାନରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ଆଜି ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ତାଙ୍କ ଜନ୍ମ ମାଟି ତଥା କବି କୁଟୀର, ବରପାଲିରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ୧୬୧ତମ ଜନ୍ମ ଜୟନ୍ତୀ ଉତ୍ସବ ପାଳିତ…
Read More...

ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ପ୍ରତି ମୂର୍ତ୍ତିରେ ମାଲ୍ୟାର୍ପଣ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ପବିତ୍ର ଗହ୍ମା ପୂର୍ଣ୍ଣିମା ଓ ଏ ମାଟିର ଯୁଗ ଜନ୍ମା ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପରିପ୍ରେକ୍ଷୀରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ମୋନୀଷା ବାନାର୍ଜୀ ଗୋଶାଳା ଛକ ସ୍ଥିତ କବିଙ୍କ ପ୍ରତି ମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ । ଏ…
Read More...

ମାତୃଛାୟାରେ ରକ୍ଷା ବନ୍ଧନ ଓ ଗଙ୍ଗାଧର ଜୟନ୍ତୀ ପାଳିତ

ବରଗଡ଼, (ନିରୋଜ କୁମାର ପାଣୀ) : ଆଜି ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ୧୬୦ତମ ଜନ୍ମ ଜୟନ୍ତୀ ଉତ୍ସବ ବରଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ପାଳନ ହେଉଛି । ଏହି କ୍ରମରେ ବରଗଡ଼ ଜିଲ୍ଲା ସୋହେଲା ବ୍ଲକ ଅନ୍ତର୍ଗତ ଚକରକେନ୍ଦଠାରେ ଥିବା ମାତୃଛାୟା ଶାନ୍ତି ତପୋବନ ଆଶ୍ରମ ପରିସରରେ ଗଙ୍ଗାଧର…
Read More...