ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା
ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଗତକାଲି ରାତିରୁ ଆଜି ଦିନ ତମାମ ବରଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଯୋଗୁଁ ଜନଜୀବନ ପ୍ରଭାବିତ ହୋଇଛି । ଜିଲ୍ଲାରେ ଏ ପର୍ଯ୍ୟନ୍ତ ୧୦୩.୨ ମିଲିମିଟର ବର୍ଷା ହୋଇଥିବା ରେକର୍ଡ ହୋଇଛି । ଜିଲ୍ଲା ଜରୁରୀକାଳୀନ ବିଭାଗ ପକ୍ଷରୁ କୁହାଯାଇଛି ଯେ!-->…
Read More...
Read More...