Browsing Tag

bargarh news

ଜିଲ୍ଲା କଂଗ୍ରେସର ପ୍ରଚାର ପ୍ରସାର କମିଟି ଗଠିତ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ପ୍ରଚାର ପ୍ରସାର କମିଟି ଗଠନ କରାଯାଇଛି । ବରିଷ୍ଠ ସଭ୍ୟ ଯୁଗଲ ପ୍ରସାଦ ସିଂ କମିଟିର ଅଧ୍ୟକ୍ଷ ରହିଥିବା ବେଳେ ସଂଯୋଜକ ଭାବେ ପ୍ରତାପ ନାଏକ ରହିଛନ୍ତି । ସଭ୍ୟ ଭାବେ ପ୍ରକାଶ ଚନ୍ଦ୍ର
Read More...

ଅସହାୟ ଶବ ସତ୍କାର କଲା ସଂକଳ୍ପ ପରିବାର

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ସହର ନିଲିବନ୍ଦପଡ଼ା ୱାର୍ଡ ନମ୍ବର ୨ରେ ନିଜ ସ୍ତ୍ରୀ ସହିତ ବସବାସ କରୁଥିବା ହେମକାର ସାହୁ(୬୯) ଲୁଣ ବିକ୍ରି କରି ନିଜର ପରିବାର ପୋଷଣ କରୁଥିଲେ ସବୁଆଡେ ତାଙ୍କୁ ଲୁଣ ବାଲା ବୋଲି ଲୋକ ଜାଣିଥିଲେ ତେବେ ସେ ନିଃସନ୍ତାନ ଥିଲେ ତେଣୁ ଘରେ ତାଙ୍କ ସ୍ତ୍ରୀ
Read More...

ସ୍ୱାଧୀନତା ସଂଗ୍ରାମୀ ଜିତେନ୍ଦ୍ରିୟ ପ୍ରଧାନଙ୍କ ଶ୍ରଦ୍ଧାଞ୍ଜଳି ସଭା

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲାର ଶତାୟୁ ସ୍ୱାଧୀନତା ସଂଗ୍ରାମୀ ଜିତେନ୍ଦ୍ରିୟ ପ୍ରଧାନଙ୍କ ଶ୍ରଦ୍ଧାଞ୍ଜଳି ସଭା ଗତକାଲି ସ୍ଥାନୀୟ ଅଗ୍ରଗାମୀ ଯୁବକ ସଂଘ ପାଠାଗାରଠାରେ ଅନୁଷ୍ଠିତ ହୋଇଯାଇଅଛି । ପଶ୍ଚିମ ଓଡ଼ିଶା ଯୁବାମଞ୍ଚ ପକ୍ଷରୁ ଆୟୋଜିତ ସଭାରେ ବକ୍ତା ଭାବେ କବି ଲେଖକ
Read More...

ପୌର ନିର୍ବାଚନ ପାଇଁ ଚୂଡାନ୍ତ ତାଲିକା ପ୍ରକାଶିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ରାଜ୍ୟ ସରକାରଙ୍କ ନଗର ଉନ୍ନୟନ ବିଭାଗ ପକ୍ଷରୁ ରାଜ୍ୟର ୧୦୭ ପୌର ପରିଷଦ ଏବଂ ବିଜ୍ଞାପିତ ଅଞ୍ଚଳ ପରିଷଦର ଚୂଡାନ୍ତ ତାଲିକା ପ୍ରକାଶିତ ହୋଇଛି । ଏଥିରେ ବରଗଡ଼ ଜିଲ୍ଲାର ବରଗଡ଼ ପୌର ପରିଷଦ ଏବଂ ପଦ୍ମପୁର, ବିଜେପୁର ଓ ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦର
Read More...

ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗରେ ଖଣ୍ଡହତା ପିଇଓ ନିଲମ୍ବିତ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ବରଗଡ଼ ଜିଲା ସରଗରମ ହୋଇପଡ଼ଛି । ତେବେ ଏହି ସମୟରେ ବରଗଡ଼ ବ୍ଲକ ଅନ୍ତର୍ଗତ ଖଣ୍ଡହଥା ପଞ୍ଚାୟତର ନିର୍ବାହୀ ଅଧିକାରୀ (ପିଇଓ) ଗୋଲାପ ନାଏକ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଛି । ଏଭଳି ଅଭିଯୋଗ
Read More...

ଆଜି ଭାରତ ବର୍ଷରେ ସମ୍ମାନ ଓ ସମ୍ବାଦ ଉଭୟର କଣ୍ଠ ରୋଧ କରାଯାଉଛି – ଉର୍ମିଲେଶ

ଗାନ୍ଧୀଙ୍କ ମତରେ ଦଳ ନୁହଁ ପ୍ରାର୍ଥୀଙ୍କ ଭୋଟର ପ୍ରତି ପ୍ରତିବଦ୍ଧତା ହିଁ ନିର୍ବାଚନର ମାପକାଠି ହେବା ଦରକାର : ସତ୍ୟ ନାରାୟଣ ସାହୁ ବରଗଡ, (ସତ୍ୟ ନାରାୟଣ ପ୍ରଧାନ) : ଗାନ୍ଧୀଙ୍କ ଭାରତ ବର୍ଷରେ ସର୍ବଧର୍ମ ସମନ୍ଵୟ, ଭାଇଚାରା, ପରସ୍ପର ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣରେ ଅବକ୍ଷୟ ଘଟିଛି
Read More...

ପୂର୍ବତନ ବିଧାୟକ ରାଜୀବ ଲୋଚନ ହୋତା ଓ ଜିଲ୍ଲା କଂଗ୍ରେସ ସମ୍ପାଦକ ସେତୁବନ୍ଧ ସାହୁଙ୍କୁ ଜିଲ୍ଲା କଂଗ୍ରେସ ପକ୍ଷରୁ…

ବରଗଡ, (ସତ୍ୟନାରାୟଣ ପ୍ରଧାନ) : ଦିବଙ୍ଗତ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ରାଜୀବ ଲୋଚନ ହୋତା ଓ ଜିଲ୍ଲା କଂଗ୍ରେସ ସମ୍ପାଦକ ସେତୁବନ୍ଧ ସାହୁଙ୍କୁ ଜିଲ୍ଲା କଂଗ୍ରେସ ପକ୍ଷରୁ ଶ୍ରଦ୍ଧାଂଜଳି ଦିଆଯାଇଛି । ଆଜି ଜିଲ୍ଲା କଂଗ୍ରେସ ସଭାପତି ନିହାର ରଞ୍ଜନ ମହାନନ୍ଦଙ୍କ ସଭାପତିତ୍ୱରେ
Read More...

ସରିଥିଲା ବ୍ୟାନର, ପୋଷ୍ଟର ଛପା : ରାତାରାତି ବଦଳିଗଲା ନିର୍ବାଚନୀ ଚିହ୍ନ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ପଞ୍ଚାୟତ ଭୋଟ୍‌କୁ ନେଇ ବରଗଡ଼ ଜିଲାରେ ଘଡ଼ିକେ ଘୋଡ଼ା ଛୁଟୁଛି । ଜିଲାର ଅମ୍ବାଭୋନା ବ୍ଲକର ଜିଲା ପରିଷଦ ଜୋନ-୨ରୁ କଂଗ୍ରେସ ଓ ଭାଜପା ପ୍ରାର୍ଥିନୀ ନାମାଙ୍କନ ପ୍ରତ୍ୟାହାର କରିବା ପରେ ସହଜରେ ବିଜେଡ଼ି ଏହି ଆସନକୁ ହାତେଇ ପାରିଛି ଏବଂ ଏହି ଆସନରୁ
Read More...

ଜିଲ୍ଲା ପ୍ରଶାସନ ଦ୍ୱାରା କୋଭିଡ ଯୋଦ୍ଧାଙ୍କୁ ସମ୍ମାନିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ଅବସରରେ ଜିଲ୍ଲାର ୧୪ କୋଭିଡ ଯୋଦ୍ଧାଙ୍କୁ ମୁଖ୍ୟ ଅତିଥି ମନ୍ତ୍ରୀ ପଦ୍ମନାଭ ବେହେରା ଟ୍ରଫି ମାନପତ୍ର ପ୍ରଦାନ କରି ସମ୍ମାନିତ କରିଥିଲେ । ପ୍ୟାରେଡ଼ ପଡ଼ିଆରେ ଅନୁଷ୍ଠିତ ସମ୍ମାନିତ ଉତ୍ସବରେ ଏତଲା ସିଏଚସିର
Read More...

ଜିଲ୍ଲାସ୍ତରୀୟ ୭୩ତମ ସାଧାରଣତନ୍ତ୍ର ଦିବସ ପାଳିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ସ୍ଥାନୀୟ ଜର୍ଜ ହାଇସ୍କୁଲ ପଡିଆରେ ଜିଲ୍ଳା ପ୍ରଶାସନ ପକ୍ଷରୁ କୋଭିଡ କଟକଣା ସହ ୭୩ତମ ସ୍ୱଧୀନତା ଦିବସ ପାଳିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ସରକାରଙ୍କ ଯୋଜନା ଓ ସମନ୍ୱୟ ତଥା ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ
Read More...