Browsing Tag

bargarh news

ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦର ୨ୟ ବୈଠକ ଅନୁଷ୍ଠିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦର ଦ୍ୱିତୀୟ କାଉନସିଲ ବୈଠକ ଗତକାଲି ଅଫିସ୍ ହଲ୍ ଠାରେ ଅନୁଷ୍ଠିତ ହୋଇଯାଇଛି । ପରିଷଦ ଅଧ୍ୟକ୍ଷ ଦୀନେଶ ଗହୀରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ରାଜ୍ୟ ସରକାରଙ୍କ ବୟନ ଶିଳ୍ପ ହସ୍ତତନ୍ତ ଓ ହସ୍ତଶିଳ୍ପ ମନ୍ତ୍ରୀ ରୀତା
Read More...

ବରପାଲି ବ୍ଲକରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରପାଲି ବ୍ଲକ ଅଫିସ ସମ୍ମିଳନୀ କକ୍ଷରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଆୟୋଜିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ମନୀଷା ବାନାର୍ଜୀଙ୍କ ସମେତ ବ୍ଲକସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଆପତ୍ତି ଅଭିଯୋଗ
Read More...

ବରପାଲିରେ ବୟନ ଶିଳ୍ପ ବିଭାଗ ମନ୍ତ୍ରୀଙ୍କୁ ନାଗରିକ ସମ୍ବର୍ଦ୍ଧନା

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରପାଲି ସାମ୍ବାଦିକ ସଂଘ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ବୟନ ଶିଳ୍ପ ଓ ହସ୍ତତନ୍ତ ମନ୍ତ୍ରୀ ରୀତା ସାହୁଙ୍କୁ ନାଗରିକ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ଏହି ଅବସରରେ ଆୟୋଜିତ ‌ସଭାରେରେ ଶ୍ରୀମତୀ ରିତା ସାହୁ, ମାନ୍ୟବର ରାଷ୍ଟ୍ରମନ୍ତ୍ରୀ ବୟନ ଶିଳ୍ପ ଓ
Read More...

ଆନ୍ତର୍ଜାତିକ ନିଶା ଦ୍ରବ୍ୟ ଚୋରା ଚାଲାଣ ଓ ସେବନ ନିଷେଧ ର‍୍ୟାଲି

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଗତକାଲି ଆନ୍ତର୍ଜାତୀକ ନିଶା ଦ୍ରବ୍ୟ ଚୋରା ଚାଲାଣ ଓ ସେବନ ନିଷେଧ ଦିବସ ପରିପ୍ରେକ୍ଷୀରେ ଏକ ସଚେତନତା ର‍୍ୟାଲି ଆୟୋଜିତ ହୋଇଯାଇଛି । ଜିଲ୍ଲା ଅବକାରୀ ବିଭାଗ ଏବଂ ପ୍ରଜାପତି ବ୍ରହ୍ମକୁମାରୀ ଇଶ୍ୱରିୟ ବିଶ୍ୱ ବିଦ୍ୟାଳୟ
Read More...

ଶ୍ରୀମତ ଜଗତ ଗୁରୁ ଶଙ୍କରାଚାର୍ଯ୍ୟ ଶିଷ୍ୟ ମଣ୍ଡଳୀର ପ୍ରକାଟ୍ୟ ଦିବସ ପାଳନ

ବରଗଡ଼, (କେପିଏନ୍‌ଏସ୍‌) : ପୂଜ୍ୟପୂଜା ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀଙ୍କ ୮୦ ତମ ପ୍ରକାଟ୍ୟ ଦିବସ ବରଗଡ଼ ସହର ସ୍ଥିତ ଶ୍ରୀ ଶ୍ରୀ ବଟେଶ୍ୱର ବାବାଙ୍କ ମନ୍ଦିର ପ୍ରାଙ୍ଗଣରେ ଆୟୋଜିତ ହୋଇଯାଇଛି । ପୀଠ ପରିଷଦ, ଆଦିତ୍ୟ ବିହିନୀ ଓ ଆନନ୍ଦ ବାହିନୀ ବରଗଡ଼ ଶାଖା ଆନୁକୁଲ୍ୟରେ
Read More...

ନିଷ୍ଠା ପରିବାର ଓ କେୟାର ହସ୍ପିଟାଲ ମିଳିତ ଆନୁକୂଲ୍ୟରେ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର

ବରଗଡ, (ନିରୋଜ କୁମାର ପାଣୀ) : ଜନ ସାଧାରଣଙ୍କ ଉତ୍ତମ ସ୍ୱାସ୍ଥ୍ୟ ହିଁ ନିଷ୍ଠା ପରିବାରର ପ୍ରାଥମିକତା । ଆଜି ଅଗ୍ରଗାମୀ ଯୁବକ ସଂଘ, ବରଗଡଠାରେ ନିଷ୍ଠା ପରିବାର ଓ କେୟାର ହସ୍ପିଟାଲର ମିଳିତ ଆନୁକୂଲ୍ୟରେ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଥିଲା । ମୁଖ୍ୟ ଅତିଥି ଭାବରେ
Read More...

୫ଟି ସ୍କୁଲର ଶିକ୍ଷକମାନଙ୍କର ନେତୃତ୍ୱ ଓ ଡିଜିଟାଲ କୌଶଳ ବିକାଶ ପ୍ରଶିକ୍ଷଣ ଶିବିର

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲାର ୫ଟି ସ୍କୁଲର ପ୍ରଧାନ ଶିକ୍ଷକ ଓ ଶିକ୍ଷକମାନଙ୍କର ନେତୃତ୍ୱ ଓ ଡିଜିଟାଲ କୌଶଳର ବିକାଶ ନିମିତ୍ତ ଏକ ପ୍ରଶିକ୍ଷଣ ଶିବିର ଯାହାକି ୫ଟି ସ୍କୁଲ ଗୁଡ଼ିକର ପରିଚାଳନା ପାଇଁ ଅତ୍ୟନ୍ତ ଆବଶ୍ୟକ ଅଟେ । ବରଗଡ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ତଥା ବରଗଡ
Read More...

ବୁଦେଲପାଲିରେ ରକ୍ତଦାନ ଶିବିର

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ ଜିଲ୍ଲା କଳାପାଣି ପଞ୍ଚାୟତ ଅନ୍ତର୍ଗତ ବୁଦେଲପାଲି ଗାଁରେ ଆଜି ବୀର ସୁଭାଷ ଯୁବକ ସଂଘ ପକ୍ଷରୁ ଏକ ରକ୍ତଦାନ ଶିବିରର ଆୟୋଜନ ହୋଇଯାଇଛି । ଏହି ଶିବିରକୁ ବରଗଡ ଥାନା ଅଧିକାରୀ ସଦାନନ୍ଦ ପୂଜାରୀ ଉଦ୍‌ଘାଟନ କରିଥିଲେ । ସମ୍ମାନିତ ଅତିଥି ଭାବରେ ଡ଼.
Read More...

ଅଗ୍ନିପଥ ଯୋଜନା ବାତିଲରେ ପ୍ରତିବାଦ ବିକ୍ଷୋଭ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଅଗ୍ନିପଥ ଯୋଜନା ବାତିଲର ପ୍ରତିବାଦରେ ଆଜି ଜୟ କିଷାନ ଆନ୍ଦୋଳନ ଓ ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ବରଗଡ଼ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ତଳେ (ଗାନ୍ଧୀ ଛକରେ) ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ଲିଙ୍ଗରାଜଙ୍କ ନେତୃତ୍ୱରେ ସଭ୍ୟମାନେ ବିଭିନ୍ନ ସ୍ଲୋଗାନ
Read More...

ଜିଲ୍ଲା ପରିଷଦ ଷ୍ଟାଣ୍ଡିଂ କମିଟିର ବୈଠକ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ପରିଷଦ ଷ୍ଟାଣ୍ଡିଂ କମିଟିର ଏ'ର ବୈଠକ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ସଂସ୍ଥାର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା । ଏଥିରେ ପରିଷଦର ଅଧ୍ୟକ୍ଷା ମାମିନୀ ଭୋଇଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିଲା । ପ୍ରାରମ୍ଭରେ
Read More...