Browsing Tag

bargarh news

ଝାରବନ୍ଧ କୋତ୍‌ନାରେ ୭୩ତମ ଗଣତନ୍ତ୍ର ଦିବସ ପାଳନ କଲା ପଶ୍ଚିମ ଓଡ଼ିଶା ଯୁବା ମଞ୍ଚ

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଝାରବନ୍ଧ ବ୍ଲକର କୋତନା ଗାଁରେ ପଶ୍ଚିମ ଓଡ଼ିଶା ଯୁବା ମଞ୍ଚ ବରଗଡ ଶାଖା ପକ୍ଷରୁ ୭୩ତମ ଗଣତନ୍ତ୍ର ଦିବସ ପାଳନ କରାଯାଇଛି । ପଶ୍ଚିମ ଓଡ଼ିଶା ଯୁବା ମଞ୍ଚ ପ୍ରଥମ ଥର ପାଇଁ ଗାଁ ସ୍ତରକୁ ଯାଇ ଗାଁର ଛୁଆରୁ ବୁଢ଼ା ପର୍ଯ୍ୟନ୍ତ ସମସ୍ତଙ୍କ ସହ
Read More...

ପାର୍ବତୀ ଗିରି ବୃଦ୍ଧାଶ୍ରମରେ ସାଧାରଣତନ୍ତ୍ର ଦିବସ ପାଳନ କଲା ସଂକଳ୍ପ ପରିବାର

ବରଗଡ଼, (ନିରୋଜ କୁମାର ପାଣୀ) : ସାଧାରଣତନ୍ତ୍ର ଦିବସ ଅବସରରେ ସମସ୍ତ ଦେଶବାସୀଙ୍କୁ ସଂକଳ୍ପ ପରିବାର ତରଫରୁ ହାର୍ଦ୍ଧିକ ଅଭିନନ୍ଦନ ଓ ଶୁଭେଚ୍ଛା । ଦେଶମାତୃକା ପାଇଁ ନିଜ ସର୍ବୋଚ୍ଚ ବଳିଦାନ ଦେଇଥିବା ତଥା ସମାଜ ସେବାରେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରି ପାରିଥିବା ମହିୟଷୀ ମହିଳା
Read More...

ଭାଜପାକୁ ଆଉ ଏକ ଝଟ୍‌କା : ଦଳ ଛାଡ଼ିଲେ ସୁକାନ୍ତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ପ୍ରଥମେ ଦଳୀୟ ପ୍ରାର୍ଥିନୀ ନାମାଙ୍‌ଙ୍କନ ପତ୍ର ପ୍ରତ୍ୟାହାର ପରେ ଦଳର ବରିଷ୍ଠ ସଦସ୍ୟ ସୁକାନ୍ତ ଦାଶ ଦଳ ଛାଡ଼ିବା ଘଟଣା ବରଗଡ଼ ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଉଷ୍ମତା ବଢ଼ିବାରେ ଲାଗିଛି । ସୋମବାର ୨ ଜାତୀୟ ଦଳ ଭାଜପା, କଂଗ୍ରେସ
Read More...

ପ୍ରମୋଦ ଭଗତ ପଦ୍ମଶ୍ରୀ ସମ୍ମାନ ପାଇଁ ମନୋନୀତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ପାରା ଆଥଲେଟ୍ ପ୍ରମୋଦ ଭଗତଙ୍କୁ ପଦ୍ମଶ୍ରୀ ସମ୍ମାନ । ପ୍ରଥମ ପାରା ବ୍ୟାଡମିଣ୍ଟନ ଖେଳାଳି ଭାବେ ପ୍ରମୋଦ ଭଗତ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହେବେ । ଗତବର୍ଷ ପ୍ରଥମ ଭାରତୀୟ ଭାବେ ପାରା ଅଲମ୍ପିକ ବ୍ୟାଡମିଣ୍ଟନରେ ସ୍ୱର୍ଣ୍ଣ ଜିତି ଚର୍ଚ୍ଚାକୁ ଆସିଥିଲେ
Read More...

ଭାଜପାର ନିର୍ବାଚନୀ ପ୍ରସ୍ତୁତି ବୈଠକ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଭାରତୀୟ ଜନତା ପାର୍ଟିର ଜିଲ୍ଲା କାର୍ଯ୍ୟାଳୟରେ ଆଜି ସମସ୍ତ ମଣ୍ଡଳ ସଭାପତି ଓ ଜିଲ୍ଲା ପରିଷଦ ସଭ୍ୟ ପାଇଁ ଦଳ ପକ୍ଷରୁ ପ୍ରାର୍ଥୀ ହୋଇଥିବା ସଭ୍ୟ ସଭ୍ୟାଙ୍କୁ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସଭାପତି ଅଶ୍ବିନୀ ଷଡ଼ଙ୍ଗୀଙ୍କ
Read More...

ଭୋଟର ଦିବସ ପାଳିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଆଜି ଜିଲ୍ଲାସ୍ତରୀୟ ଜାତୀୟ ଭୋଟର ଦିବସ ପାଳିତ ହୋଇଯାଇଛି । ଜିଲ୍ଲାପାଳ ମୋନୀଷା ବାନାର୍ଜୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଜିଲ୍ଲାର ଅଧିକାରୀ ଓ ନୂତନ ଭୋଟରମାନେ ଉପସ୍ଥିତ ଥିଲେ । ଏହି ଅବସରରେ ଜିଲ୍ଲାପାଳ
Read More...

ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରପାଲି ଗଙ୍ଗାଧର ମେହେର ସ୍ମୃତି ସଦନଠାରେ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ଜିଲ୍ଲାର ଦିବାପ୍ସଗତ ଶତାୟୁ ସ୍ୱାଧୀନତା ସଂଗ୍ରାମୀ ଜିତେନ୍ଦ୍ରିୟ ପ୍ରଧାନଙ୍କ ବିୟୋଗରେ ତାଙ୍କୁ
Read More...

ଅପ୍ରତିଦ୍ଵନ୍ଦୀ ଭାବେ ସସ୍ମିତା ହେଲେ ପପଙ୍ଗା ପଞ୍ଚାୟତର ସରପଞ୍ଚ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ଭେଡେନ ବ୍ଲକ ପପଂଗା ପଂଚାୟତରେ ଏକ ମାତ୍ର ପ୍ରାର୍ଥିନୀ ଭାବେ ସସ୍ମିତା ହୋତା ମନୋନୟନ ପତ୍ର ଦାଖଲ କରି ଅପ୍ରତିଦ୍ଵନ୍ଦୀ ରହିଛନ୍ତି । ପୂର୍ବତନ କଂଗ୍ରେସ ନେତା ସ୍ଵର୍ଗତ ସିତାରାମ ହୋତାଙ୍କ ପୁତ୍ର ବଧୂ ସସ୍ମିତା ହୋତା ସରପଞ୍ଚ ପ୍ରାର୍ଥିନୀ ହୋଇଥିଲେ ।
Read More...

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଯିବା ରାସ୍ତାରେ ବହୁଛି କେନାଲ ପାଣି

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ରୁ ଜିଲ୍ଲାମୁଖ୍ୟ ଚିକିତ୍ସାଳୟ ଟୁକୁର୍ଲ୍ଲାକୁ ଯାଇଥିବା ରାସ୍ତା ବରଡୋଲ କେନାଲ ଛକ ନିକଟରେ ରାସ୍ତା ଉପରେ ପ୍ରତ୍ୟକ ଦିନ କେନାଲ ପାଣି ବହୁ ଥିବାରୁ ରାସ୍ତା ଖରାପ ହେବା ସହିତ ଅନେକ ଛୋଟ ବଡ ଦୁର୍ଘଟଣା ଘଟୁଛି । ରାସ୍ତା ଉପରେ ବହୁଥିବା ପାଣି ବନ୍ଦ
Read More...

ପ୍ରାର୍ଥୀପତ୍ର ଯାଞ୍ଚ ପରେ କାଏମ ରହିଲେ ୭୦୪୫ ପ୍ରାର୍ଥୀ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରାର୍ଥୀପତ୍ର ଯାଞ୍ଚ୍ ପରେ ୭୦୪୫ ଜଣ ପ୍ରାର୍ଥୀଙ୍କର ପ୍ରାର୍ଥୀ ପତ୍ର କାଏମ ରହିଛି । ଜିଲ୍ଲାରେ ୨୫୩ ସରପଞ୍ଚ, ୧୨ଟି ବ୍ଲକ ପାଇଁ ୨୫୩ ସମିତି ସଭ୍ୟ, ଜିଲ୍ଲା ପରିଷଦ ସଭ୍ୟ ପାଇଁ ୩୪ ଆସନ ସକାଶେ ସମୁଦାୟ ୭୩୦୧ଟି ମନୋନୟନ
Read More...