Browsing Tag

bargarh news

ଧରାପଡ଼ିଲେ ଡକାୟତ ଦଳ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରପାଲି ଥାନା ପୋଲିସ ଏକ ଡକାୟତ ଗ୍ୟାଙ୍ଗକୁ ଧରିବାରେ ସକ୍ଷମ ହୋଇଛନ୍ତି । ଗିରଫ ଅଭିଯୁକ୍ତମାନେ ହେଲେ ବରପାଲି ଥାନା ବନ୍ଧପାଲି ଗ୍ରାମର ଅକ୍ଷୟ ମହାନନ୍ଦ(୨୨), ଗୁପେ ଓରଫ ପୂର୍ଣ୍ଣଚନ୍ଦ୍ର ସାହୁ(୨୨) ଏବଂ ବିଶ୍ୱନାଥ ମହାନନ୍ଦ(୧୯) । ସେମାନଙ୍କ ବିରୋଧରେ
Read More...

ବରଗଡ଼ ଜିଲ୍ଲାରେ ୪୧ ମିମି ବର୍ଷା

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ଗତକାଲି ରାତିଠାରୁ ଆଜି ପର୍ଯ୍ୟନ୍ତ ୪୧.୪ ମିମି ବର୍ଷା ହୋଇଥିବା ରେକର୍ଡ ହୋଇଛି । ପାଣି ପାଗ ବିଭାଗ ଆକଳନରୁ ଜଣାପଡିଛି ଯେ, ଦିନର ଆଦ୍ରତା ୮୧ ଶତକଡା ରହିଥିବା ବେଳେ ପାଗ ମେଘୁଆ ରହିଛି । ଆଜିର ତାପମାତ୍ରା ସର୍ବାଧିକ
Read More...

ବରିଷ୍ଠ ନାଗରିକ ସେବା ସମିତିର ନୂତନ ଘରର ଶିଳାନ୍ୟାସ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ବ୍ଲକ ଅନ୍ତର୍ଗତ କଟାପାଲି ଗ୍ରାମଠାରେ ବରିଷ୍ଠ ନାଗରିକ ସେବା ସମିତିର ନୂତନ କୋଠାର ଶିଳାନ୍ୟାସ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ନୂତନ ଘରର ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ । ଏହି
Read More...

ରାଜନୀତି ଓ କେନ୍ଦ୍ର ପୋଲିସର ବର୍ବରତା ବିରୁଦ୍ଧରେ ବରଗଡ ବ୍ଲକ ଏବଂ ନଗର କଂଗ୍ରେସ କମିଟି ପକ୍ଷରୁ ବ୍ଲକ୍ ଅଫିସ…

ବରଗଡ, (ସତ୍ୟ ନାରାୟଣ ପ୍ରଧାନ) : ନ୍ୟାସନାଲ ହେରାଲ୍ଡ ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦ୍ଵାରା ବାରମ୍ବାର ଡକାଇ ହଇରାଣ କରିବା ଓ ଆନ୍ଦୋଳନରତ କଂଗ୍ରେସ ଦଳର ବରିଷ୍ଠ ନେତାମାନଙ୍କୁ ପୋଲିସ ଗୋଡ଼ାଇ ପିଟିିବା, ଦୁର୍ବ୍ୟବହାର ପ୍ରଦର୍ଶନ କରିବା ସହ
Read More...

ବରଗଡ଼ ଜିଲ୍ଲାରେ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଆନ୍ତର୍ଜାତିକ ଯୋଗ ଦିବସ ପାଳନ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଆଜି ଆନ୍ତର୍ଜାତୀୟ ଯୋଗ ଦିବସ ବରଗଡ଼ ଜିଲ୍ଲାର ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ପାଳନ କରାଯାଇଥିଲା । ଯୋଗର ଆମ ଶରୀରର ପ୍ରତିରକ୍ଷା ଉପରେ ବହୁତ ପ୍ରଭାବ ରହିଛି । ପ୍ରତିଦିନ ଯୋଗ କରିବା ଦ୍ୱାରା ଶରୀର ଓ ମନ ସତେଜ ରହିବା ସାପ୍ସଗକୁ ଆତ୍ମାର ପବିତ୍ରତା ବୃଦ୍ଧି
Read More...

ମହିଳା ମହବିଦ୍ୟାଳୟରେ ଅଷ୍ଟମ ଆନ୍ତର୍ଜାତୀୟ ଯୋଗ ଶିବିର

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରପାଲି ସ୍ଥିତ ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଏନଏସଏସ ଓ ରେଡକ୍ରସର ମିଳିତ ଆନୁକୁଲ୍ୟରେ "ଅଷ୍ଟମ ଆନ୍ତର୍ଜାତୀୟ ଯୋଗ ଦିବସ" ପାଳିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତୀ ପଦ୍ମିନୀ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ
Read More...

ଆନ୍ତର୍ଜାତୀୟ ଯୋଗ ଦିବସ ଆୟୋଜିତ

ବରଗଡ, (ସତ୍ୟନାରାୟଣ ପ୍ରଧାନ) : ଭୁକ୍ତା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ତରଫରୁ ମୁଖ୍ୟ ଡ.ଟେମରାମ ଦେହେରିଙ୍କ ତତ୍ୱାବଧାନରେ ଭୁକ୍ତା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିନସ୍ଥ ସମସ୍ତ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ଗୁଡ଼ିକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଲଖନପୁର ପ୍ରାଥମିକ
Read More...

ସର୍କିଡି ଯୁବକ ସଂଘର ବାର୍ଷିକ ଉତ୍ସବ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ଜିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ ସର୍କିଡି ଯୁବକ ସଂଘର ୫୮ତମ ବାର୍ଷିକ ଉତ୍ସବ ଗତକାଲି ଅନୁଷ୍ଠିତ ହୋଇଯାଇଛି କ୍ଷ ଆୟୋଜିତ କାର୍ଯ୍ୟକ୍ରମର ପ୍ରଥମାର୍ଦ୍ଧରେ ସାଧାରଣ ସଭାରେ ମୁଖ୍ୟଅତିଥି ଭାବରେ ହସ୍ତତନ୍ତ ବୟନ ଶିଳ୍ପ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ରିତା
Read More...

ଜାତୀୟ ମେଧାବୃତ୍ତି ପରୀକ୍ଷାରେ ସଫଳତା

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ନିଶାମଣି ସରକାରୀ ମାଧ୍ୟମିକ ବିଦ୍ୟାଳୟର ଛାତ୍ର ଶ୍ରୀମାନ ସିତେଶ ବରିହା ଜାତୀୟ ମେଧାବୃତ୍ତି ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ସହ ବୃତ୍ତି ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି । ଗତ ୨୦-୨୧ ମେଧାବୃତ୍ତି ପରୀକ୍ଷାରେ ଏହି ମେଧାବୃତ୍ତି ପାଇବେ ।
Read More...

ବରଗଡ଼ ମ୍ୟୁନିସିପାଲିଟିର ୨ୟ କାଉନସିଲ ବୈଠକ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ମ୍ୟୁନିସିପାଲିଟିର ଦ୍ବିତୀୟ କାଉନସିଲ ବୈଠକ ଆଜି ଅଫିସ୍ ହଲ୍ ଠାରେ ଆୟୋଜିତ ହୋଇଯାଇଛି । ପୈାରାଧ୍ୟକ୍ଷା କଳ୍ପନା ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବରଗଡ଼ ସହରର ଉନ୍ନତି ପାଇଁ ଗତ ଏକ ମାସ ମଧ୍ୟରେ ନିଆଯାଇଥିବା କାର୍ୟ୍ୟ ଗୁଡ଼ିକ ଉପରେ
Read More...