Browsing Tag

bargarh news

ଅମୃତ ମହୋତ୍ସବ ଅବସରରେ ଶ୍ରୀଅରବିନ୍ଦ ଅତିମାନସ ଚେତନା ଜାଗରଣ ଯାତ୍ରା

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଶ୍ରୀଅରବିନ୍ଦଙ୍କ ୧୫୦ତମ ଜନ୍ମ ବାର୍ଷିକୀ ପାଳନର ଅମୃତ ଅବସରରେ ଶ୍ରୀଅରବିନ୍ଦ ଅତିମାନସ ଚେତନା ଜାଗରଣ ଯାତ୍ରା ସଙ୍ଘତି ମଣ୍ଡଳ, ଶ୍ରୀଅରବିନ୍ଦ ପାଠଚକ୍ର ସଂଗଠନ (ସମ୍ବଲପୁର, ବୈ।ଦ୍ଧ, ବରଗଡ଼)ପକ୍ଷରୁ ଆସନ୍ତା କାଲି (୭ ରୁ ୧୪)ଠାରୁ ସପ୍ତାହ ବ୍ୟାପୀ ଚାଲିବ…
Read More...

ଅମ୍ବାଭୋନା ବ୍ଲକର ପ୍ରଥମ ସମିତି ବୈଠକ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲାର ଅମ୍ବାଭୋନା ବ୍ଲକର ପ୍ରଥମ ପଞ୍ଚାୟତ ସମିତି ବୈଠକ ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ବ୍ଲକ ଅଧ୍ୟକ୍ଷ କିର୍ତ୍ତିଚନ୍ଦ୍ର ଦୁଆନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବ୍ଲକ ଅନ୍ତର୍ଗତ ସମସ୍ତ ପଞ୍ଚାୟତର ସମିତି ସଭ୍ୟ ସଭ୍ୟା,…
Read More...

ଜାତୀୟ ମୁଏଥାଇ ୨୦୨୨- ବରଗଡକୁ ୩ଟି ରୌପ୍ୟ ଏବଂ ୪ଟି କାଂସ୍ୟ ସହ ସମୁଦାୟ ୭ଟି ପଦକ : ସମ୍ବର୍ଦ୍ଧିତ ହେଲେ ପ୍ରତିଯୋଗୀ

ବରଗଡ, (ସତ୍ୟ ନାରାୟଣ ପ୍ରଧାନ) : ଆନ୍ତର୍ଜାତିକ ଅଲମ୍ପିକ କମିଟି ଦ୍ୱାରା ସ୍ୱୀକୃତ "ଇଣ୍ଟରନେସନାଲ ଫେଡେରେସନ ଅଫ ମୁଏଥାଇ ଆସୋସିଏସନ" ସହ ଅନୁବନ୍ଧିତ ଏକମାତ୍ର ଭାରତୀୟ ସଂସ୍ଥା "ୟୁନାଇଟେଡ଼ ମୁଏଥାଇ ଆସୋସିଏସନ- ଇଣ୍ଡିଆ" ପକ୍ଷରୁ ମଧ୍ୟପ୍ରଦେଶର ଦେବାସ ସ୍ଥିତ ଶ୍ରୀମନ୍ତ ଟୁକୋଜି ରାଓ ପାୱାର…
Read More...

ଡାକ୍ତର ଓ ଷ୍ଟାଫ୍ ଦାବୀରେ ବିକ୍ଷୋଭ ଧାରଣା

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ଅମ୍ଭାଭୋନା ବ୍ଲକରେ ଥିବା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଆବଶ୍ୟକ ଡାକ୍ତର ଓ ଷ୍ଟାଫ୍ ଦାବୀରେ ଆଜି ଭାରତୀୟ ଜନତା ପାର୍ଟିର ଭଟଲି ନିର୍ବାଚନ ମଣ୍ଡଳୀ ପକ୍ଷରୁ ଡାକ୍ତରଖାନା ପରିସରରେ ଧାରଣା ଓ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ଉପାନ୍ତ…
Read More...

ସାମ୍ବାଦିକ ଅର୍ଧେନ୍ଦୁ ଦାଶଙ୍କୁ ବେଆଇନ ଗିରଫର ପ୍ରତିବାଦ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ରାଜ୍ୟର ବରିଷ୍ଠ ସାମ୍ବାଦିକ ଅର୍ଧେନ୍ଦୁ ଦାଶଙ୍କୁ ଇଓଡବ୍ଲୁର ବେଆଇନ ଗିରଫଦାରୀର ପ୍ରତିବାଦରେ ଆଜି ବରଗଡ଼ ଗାନ୍ଧୀ ଛକଠାରେ ବିଭିନ୍ନ ସଂଗଠନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ସହ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବୀପତ୍ର ଅତିରିକ୍ତ ଜିଲ୍ଲାପାଳ ମିର୍ଦ୍ଧା…
Read More...

ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପକ୍ଷରୁ ଜିଲ୍ଲା ଅଡିଟୋରିୟମ ପାଇଁ ଅନୁଦାନ ମଞ୍ଜୁର

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : କ୍ରମଶଃ ଜିଲ୍ଲା ସଦର ମହକୁମା ସାମାଜିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ପାଇଁ ଏକ ୫ଶହ ସିଟ୍ ବିଶିଷ୍ଟ ଅଡିଟୋରିୟମର ଆବଶ୍ୟକତା ରହିଛି । ଏହି ପରିପ୍ରେକ୍ଷୀରେ ବରଗଡ଼ ସଚେତନ ନାଗରିକ ଓ ବୁଦ୍ଧିଜୀବୀମାନେ ଅନେକ ଥର ଜିଲ୍ଲା ପ୍ରଶାସନ ଓ…
Read More...

ଅଶୋକା ବିଲ୍ଡକନ୍ ଓ ନିଷ୍ଠା ପରିବାର ତରଫରୁ ରକ୍ତଦାନ ଶିବିର

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଆଜି ଅଶୋକା ବିଲ୍ଡକନ୍ ଓ ନିଷ୍ଠା ପରିବାରର ମିଳିତ ଆନୁକୁଲ୍ୟରେ ଟୋଲଗେଟ୍ ବରାହଗୋଡାଠାରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା । ଏହି ଶିବିରକୁ ମୁଖ୍ୟ ଅତିଥି ଭାରତୀୟ ଜାତୀୟ ରାଜପଥ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ନାଗେଶ୍ଵର ରାଏ ଓ…
Read More...

ବନ ମହୋତ୍ସବରେ ବୃକ୍ଷ ରୋପଣ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଗାଇସିଲେଟ ବ୍ଲକ ଅନ୍ତର୍ଗତ କମଲପଦର ଗ୍ରାମ୍ୟ ଜଙ୍ଗଲରେ ଆଜି ବୃକ୍ଷ ରୋପଣ କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି । ଜୁଲାଇ ପ୍ରଥମ ସପ୍ତାହରେ ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ରାଜ୍ୟ ସାରା ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ୟ…
Read More...

ବ୍ଲକସ୍ତରୀୟ ଏସ୍ ସି ମୋର୍ଚ୍ଚା ସାଂଗଠନିକ ବୈଠକ ଅନୁଷ୍ଠିତ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ଅନ୍ତର୍ଗତ ଅତାବିରା ନିର୍ବାଚନ ମଣ୍ଡଳ, ଭେଡେନ ବ୍ଲକ ସଂକିର୍ଡା ମଣ୍ଡଳର ଥୁଆପାଲି ଆମ ହରିଜନପଡାଠାରେ ବିଜେପି ଏସ୍ ସି ମୋର୍ଚ୍ଚାର ସଭାପତି ଗୌର ନାଗଙ୍କ ନେତୃତ୍ୱରେ ବ୍ଲକସ୍ତରୀୟ ଏସ୍ ସି ମୋର୍ଚ୍ଚା ସଭାପତି ତଥା ଅନ୍ୟାନ୍ୟ କର୍ମକର୍ତ୍ତାଙ୍କୁ…
Read More...

ରାଜ୍ୟସଭା ସାଂସଦ ଭାବେ ଅବସର ନେଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ରାଜନୀତିରେ କେବେ ନଥାଏ ଅନ୍ତ । ସଠିକ୍ ଓ ସୂଚାରୁ ରୂପେ ନିଜର ସମସ୍ତ କାର୍ଯ୍ୟକୁ ତୁଲାଇଥିବା ସାଂସଦ ପ୍ରସନ୍ନ ଆଚାର୍ୟ୍ୟ ରାଜ୍ୟସଭା ସାଂସଦ ଭାବେ ଅବସର ନେଇଛନ୍ତି । ତାଙ୍କ ରାଜନୈତିକ କ୍ୟାରିୟର ମଧ୍ୟରେ ଅନେକ ପରିବର୍ତ୍ତନର ସାମ୍ନା କରିଆସୁଥିବା ବେଳେ,…
Read More...