ସଦର ଥାନାରେ ବିବାହ କଲେ ପ୍ରେମୀଯୁଗଳ
ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ସଦର ଥାନାରେ ଏକ ପ୍ରେମ ବିବାହ ସମ୍ପନ୍ନ ହୋଇଛି । ବରଗଡ଼ ବ୍ଲକ ଅଧୀନ ରୁହୁନିଆଁ ଗ୍ରାମର ହରିହର ଭୋଇ ଏବଂ ଖୁଣ୍ଟପାଲି ଗ୍ରାମର ଉର୍ମିତା ପ୍ରଧାନ ଫୁଲମାଳ ଦେଇ ପରସ୍ପରକୁ ଜୀବନ ସାଥୀ ଭାବେ ବାଛି ନେଇଛନ୍ତି । ବିବାହ ପରେ ଉର୍ମିତାଙ୍କୁ ସାଥୀରେ ନେଇ!-->…
Read More...
Read More...