Browsing Tag

bargarh news

ସମନ୍ଵିତ ଗ୍ରାମ୍ୟ ବିକାଶ କାର୍ଯ୍ୟକ୍ରମ ଲୋକାର୍ପିତ

ବରଗଡ, (ନିରୋଜ କୁମାର ପାଣୀ) : ଓଡ଼ିଶାର ୧୦ ଗୋଟି ଆକାଂକ୍ଷୀ ଜିଲ୍ଲା ମଧ୍ୟରୁ ବରଗଡ଼ ଜିଲ୍ଲା ଅନ୍ୟତମ । ଶିକ୍ଷା, ସ୍ୱାସ୍ଥ୍ୟ, ଜୀବନ ଜୀବିକା ତଥା ସାମଗ୍ରିକ ବିକାଶ କ୍ଷେତ୍ରରେ ଏହି ଅଞ୍ଚଳ ବିକାଶ ମାନଦଣ୍ଡର ନିମ୍ନରେ ରହିଛି । ଜିଲ୍ଲାର ପାଇକମାଲ ବ୍ଲକ୍‌ର ୫ ଗୋଟି ଗ୍ରାମ ଯଥା ମିଠାପାଲି,
Read More...

ସାଂସଦ ପ୍ରଦୀପ ପୁରୋହିତ ବ୍ରଜରାଜନଗର ରାଜପଥ ନିର୍ମାଣ ଦାବୀରେ କେନ୍ଦ୍ର ପରିବହନ ମନ୍ତ୍ରୀଙ୍କୁ ଚିଠି ଦେଲେ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ତାଙ୍କର ସଂସଦୀୟ କ୍ଷେତ୍ରର ବିକାଶ ଦିଗରେ ପଦକ୍ଷେପ ଆରମ୍ଭ କରିଛନ୍ତି । ବିଧାୟକ ଥିବା ସମୟରେ ପଦ୍ମପୁର ଅଞ୍ଚଳ ପାଇଁ ଶାଣିତ ସ୍ୱର ଉତ୍ତୋଳନ କରି ଶ୍ରେଷ୍ଠ ବିଧାୟକ ଭାବରେ ପୁରସ୍କାର ପାଇ ଥିଲେ । ସେହି ସ୍ୱରକୁ କେନ୍ଦ୍ରରେ
Read More...

ଏଚିଭର୍ସ ହେଲପିଙ୍ଗ ଫାଉଣ୍ଡେସନ୍‌ର ପ୍ରତିଷ୍ଠା ଦିବସ ଅନୁଷ୍ଠିତ

ବରଗଡ଼, (ନିରୋଜ କୁମାର ପାଣୀ) : ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟରେ ରବିବାର ଏଚିଭର୍ସ ହେଲ୍‌ପିଙ୍ଗ ଫାଉଣ୍ଡେସନର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ଦିବାକର ମାଝିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉକ୍ତ ସମାରୋହରେ ବରଗଡ଼ ବିଧାୟକ ଅଶ୍ୱିନୀ ଷଡ଼ଙ୍ଗୀ ମୁଖ୍ୟଅତିଥି ଭାବେ
Read More...

ବରଗଡ଼ ଜିଲ୍ଲା ପରିବେଶ ସୁରକ୍ଷା ମଞ୍ଚର ବୈଠକ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପରିବେଶ ସୁରକ୍ଷା ମଞ୍ଚର ଏକ ସାଧାରଣ ବୈଠକ, ସଭାପତି ପ୍ରମୋଦ କୁମାର ହୋତାଙ୍କ ସଭାପତିତ୍ୱରେ ଜିଲ୍ଲା ବରିଷ୍ଠ ନାଗରିକ ସଂଘ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ମଞ୍ଚର ସମ୍ପାଦକ ପ୍ରକୃତି ବନ୍ଧୁ ମୀନକେତନ ସାହୁ ବିଗତ ବର୍ଷର ପରିବେଶ
Read More...

ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଅମ୍ବାଭୋନା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶିବିରରେ ଜିଲ୍ଲାପାଳ ଆଦିତ୍ୟ ଗୋଏଲ୍‌ ଏବଂ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ
Read More...

ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କଲେ ସାଂସଦ ପ୍ରଦୀପ ପୁରୋହିତ

ବରଗଡ, (ନିରୋଜ କୁମାର ପାଣୀ) : ନୂଆଦିଲ୍ଲୀର ଓଡ଼ିଶା ଭବନରେ ବରଗଡ ସାଂସଦ ପ୍ରଦୀପ ପୁରୋହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରି ଅନେକ ଗୁଡିଏ ଦାବି ଉପସ୍ଥାପନ କରିଛନ୍ତି । ଝାରସୁଗୁଡ଼ା ଏବଂ ଏହାର ଆଖପାଖରେ ଅନେକ ଗୁଡିଏ ଶିଳ୍ପ କାରଖାନା ଗଢି ଉଠିଥିବା ବେଳେ ସ୍ଥାନୀୟ
Read More...

ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ବରଗଡ଼ ଗସ୍ତ : ଜିଲ୍ଲାସ୍ତରୀୟ ଅଧିକାରୀଙ୍କ କାର୍ଯ୍ୟ ସମିକ୍ଷା

ସମସ୍ତ ଉନ୍ନତି ମୂଳକ କାର୍ଯ୍ୟ ଠିକ୍ ସମୟରେ ସମାପ୍ତ କରିବା ସହ ସରକାରଙ୍କ ସମସ୍ତ ସେବା ଗୁଡିକୁ ତୃଣମୂଳ ସ୍ତରରେ ପହଞ୍ଚାଇବା ପାଇଁ ଦେଲେ ନିର୍ଦ୍ଦେଶ ବରଗଡ଼, (ନିରୋଜ କୁମାର ପାଣୀ) : ଦେଶର ଏକତା ଓ ଅଖଣ୍ଡତା ବଜାୟ ରଖିବାରେ ସରକାରୀ ଅଧିକାରୀଙ୍କ ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଆସିଛି ।
Read More...

ବରଗଡ଼ରେ ଜନକଲ୍ୟାଣ ସେବା ଟ୍ରଷ୍ଟ ପକ୍ଷରୁ ରାଜସ୍ୱ ମନ୍ତ୍ରୀଙ୍କୁ ସମ୍ମାନିତ କଲା ଜନକଲ୍ୟାଣ ସେବା ଟ୍ରଷ୍ଟ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଜନକଲ୍ୟାଣ ସେବା ଟ୍ରଷ୍ଟ ପକ୍ଷରୁ ଓଡିଶା ସରକାରଙ୍କ କ୍ୟାବିନେଟ୍ ମନ୍ତ୍ରୀ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେର ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଜନକଲ୍ୟାଣ ସେବା ଟ୍ରଷ୍ଟ ପକ୍ଷରୁ ପୁଷ୍ପଗୁଚ୍ଛ ଦେଇ ସମ୍ମାନିତ
Read More...

ଭୁବନେଶ୍ୱର ଭଳି ମୁକୁଳା ଡ୍ରେନ୍‌ରେ କେବେ ପଡିବ ଶିଶୁ ?

ଡ୍ରେନ୍‌ ମୁକୁଳା ରଖି ଲୋକଙ୍କ ଜୀବନ ସହିତ ଖେଳ ବରଗଡ, (ନିରୋଜ କୁମାର ପାଣୀ) : ଚଳିତ ଜୁନ ୧୯ ତାରିଖ ଦିନ ଭୁବନେଶ୍ଵରରେ ଏକ ମୁକୁଳା ଡ୍ରେନ୍‌ରେ ଜଣେ ନିଃସ୍ୱାପ ଶିଶୁ ପୁତ୍ର ପଡି ମୃତ୍ୟୁ ବରଣ କରିଥିବା ସାରା ରାଜ୍ୟକୁ ଥରାଇ ଦେଇଥିବା ଘଟଣାରୁ ବରଗଡ଼ ପ୍ରଶାସନ କିଛି ଶିକ୍ଷା ଲାଭ କରି
Read More...

ଜିଲ୍ଲାସ୍ତରୀୟ ଅଧିକାରୀଙ୍କ ସମନ୍ଵୟ ବୈଠକ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଆନୁକୁଲ୍ୟରେ ଫାଇଲେରିଆ ବା ବାତ ଜ୍ଵର ନିରାକରଣ ନିମନ୍ତେ ସାମୁହିକ ଔଷଧ ସେବନ କାର୍ଯ୍ୟକ୍ରମ ୨୦୨୪ର ସଫଳ ରୂପାଯନ ନିମନ୍ତେ ଜିଲ୍ଲାସ୍ତରୀୟ ଅଧିକାରୀଙ୍କ ସମନ୍ଵୟ
Read More...