Browsing Tag

bargarh news

ଆପ୍‌ରେ ନୂଆ ସଭ୍ୟଙ୍କ ଯୋଗଦାନ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ଜିଲ୍ଲାରେ ଆମ୍ ଆଦମୀ ପାର୍ଟିର ସଂଗଠନ ଦିନକୁ ଦିନ ମଜବୁଦ ହେବାରେ ଲାଗିଥିବା ବେଳେ ଗୁରୁବାର ସମାଜସେବୀ ଗୁରୁପ୍ରୀତ୍‌ ସିଂ ଓ ଶିକ୍ଷାବିତ ସଂଜୟ ପତି ଆପ୍‌ରେ ଯୋଗ ଦେଇଛନ୍ତି । ଦିଲ୍ଲୀର ଶିକ୍ଷା କ୍ରାନ୍ତି, ସ୍ୱାସ୍ଥ୍ୟ, ପାଣି, ୨୦୦ ୟୁନିଟ ପର୍ଯ୍ୟନ୍ତ
Read More...

ସମ୍ବଲପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରକ୍ତଦାନ ଶିବିର

ବରଗଡ, (ନିରୋଜ କୁମାର ପାଣୀ) : ଆଜି ନୋଡ୍ସ୍ ବ୍ଳଗ୍ ପରିବାରର ଆନୁକୁଲ୍ୟରେ ସମ୍ବଲପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ ମୁଖ୍ୟ ଅତିଥି ଭାବରେ ଡା. କ୍ଷୀରୋଦିନୀ ବେହେରା ଏବଂ ସାଇ ମଲ୍ଟି ସ୍ପେସାଲିଟି ଚିକିତ୍ସାଳୟର ମୁଖ୍ୟ ଡା. ସୁସ୍ମିତା
Read More...

ଧର୍ମପରାୟଣା ମହିଳାଙ୍କ ପରଲୋକ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଭେଡେନ ବ୍ଲକ ଭେଡେନ ଗ୍ରାମର ଧର୍ମପରାୟଣା ମହିଳା ଶାନ୍ତି ମେହେରଙ୍କ ବୁଧବାର ଦିନ ସକାଳ ଘ୧୦.୩୦ ମିନିଟରେ ତାଙ୍କ ବାସ ଭବନରେ ପରଲୋକ ହୋଇ ଯାଇଛି । ତାଙ୍କର ୮୭ ବର୍ଷ ବୟସରେ ପରଲୋକ ହୋଇଯାଇଛି । ସେ ଜଣେ ଧର୍ମ ପରାୟଣା ପରୋପକାର ଥିଲେ । ତାଙ୍କ
Read More...

ମାସର ପ୍ରଥମ ଶନିବାର ହେବ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କ୍ୟାନ୍ସର ରୋଗୀଙ୍କ ସ୍କ୍ରିନିଙ୍ଗ : ଭିମସାରରୁ ଆସିବେ…

ବରଗଡ, (ସତ୍ୟନାରାୟଣ ପ୍ରଧାନ) : ବରଗଡ ଜିଲ୍ଲାରେ କର୍କଟ ରୋଗୀଙ୍କ ସଂଖ୍ୟା ଉଦ୍‌ବେଗ ଜନକ ଭାବେ ବୃଦ୍ଧି ପାଉଥିବାରୁ ଏଠାରେ ଏକ ସ୍ୱୟଂ ସମ୍ପୂର୍ଣ୍ଣ କର୍କଟ ଚିକିତ୍ସାଳୟ ସ୍ଥାପନା କରିବାକୁ ଜନ ଆନ୍ଦୋଳନ ହୋଇଥିଲା । ରାଜ୍ୟ ସରକାର ଏହି ରୋଗର ଭୟାବହତାକୁ ଉପଲବ୍ଧି କରି ବରଗଡ ଖେଦାପାଲିସ୍ଥ
Read More...

ଫୋର୍‌ ଲେନ୍‌ ରାସ୍ତାକୁ ବିରୋଧ : ବରପାଲି ୮ଘଣ୍ଟିଆ ବନ୍ଦ୍

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରପାଲି ସହରାଞ୍ଚଳ ମଧ୍ୟ ଦେଇ ନିର୍ମାଣ ହେବାକୁ ଥିବା ଫୋର ଲେନ୍ ଜାତୀୟ ରାଜପଥକୁ ବିରୋଧ କରି ଆଜି ୮ ଘଣ୍ଟିଆ ବରପାଲି ବନ୍ଦ୍ ହୋଇଛି । ବରପାଲି ବଣିକ ସଂଘ ପକ୍ଷରୁ ଡ଼ାକରା ଦିଆଯାଇଥିବା ଏହି ଆହ୍ୱାନକୁ ସହରରେ ଥିବା ପ୍ରାୟତଃ ସମସ୍ତ ସଂଘ ସାମିଲ ହୋଇ
Read More...

ବରଗଡ଼ ମହିଳା କଲେଜର ବାର୍ଷିକ କ୍ରୀଡା ଉତ୍ସବ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ମିନି ଷ୍ଟାଡିୟମ ଠାରେ ବରଗଡ଼ ମହିଳା ମହାବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ଆଜି ଅନୁଷ୍ଠିତ ହୋଇଯାଇଛି । ଆଜି ସକାଳୁ କ୍ରୀଡା ମସାଲ ପ୍ରଜ୍ୱଳନ ସହ କ୍ରୀଡ଼ା ପତାକା ଉତ୍ତୋଳନ କରିଥିଲେ କଲେଜ ଅଧ୍ୟକ୍ଷ । ଦିନ ତମାମ ଚାଲିଥିବା ବିଭିନ୍ନ
Read More...

ଡ୍ରେନ ଦାବୀରେ ପଡାବାସୀ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ମ୍ୟୁନିସିପାଲିଟି ଅନ୍ତର୍ଗତ ୧୩ ନମ୍ବର ୱାର୍ଡର ସ୍ମୃତି ନଗର ଅଞ୍ଚଳରେ ଡ୍ରେନ ନଥିବାରୁ ପଡାବାସୀ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ପାଣି ନିସ୍କାସନ ପାଇଁ କୌଣସି ସୁବିଧା ନଥିବାରୁ ବର୍ଷ ବର୍ଷ ଧରି ଘରର ବ୍ୟବହୃତ ଅପରିଷ୍କାର ପାଣି
Read More...

ମାନବ ସେବା ହିଁ ଇଶ୍ୱର ସେବାର ବାର୍ତା ଦେଲେ ଖ୍ରୀଷ୍ଟାବଳମ୍ବୀ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ଗ୍ରେସ୍‌ ଅଫ୍‌ ଗଡ ଚର୍ଚ୍ଚ ପକ୍ଷରୁ ପ୍ରି କ୍ରିସ ମାସ୍ ପାଳିତ ହୋଇଯାଇଛି । ବୁଧବାର ତୋରା ସତ୍ୟନଗର ସ୍ଥିତ ଚର୍ଚ୍ଚରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ବହୁତ ଗରିବ, ଦୁଃଖୀ, ଅସହାୟ, କୁଷ୍ଠ ରୋଗୀମାନଙ୍କୁ ସେବା କରାଯାଇଥିଲା । ପାଦ
Read More...

ଆର୍‌ଡିସିଙ୍କୁ ସମର୍ଦ୍ଧନା

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ପଶ୍ଚିମ ଓଡ଼ିଶା କଳାକାର ମହାସଂଘ ପକ୍ଷରୁ ଆଜି ବରଗଡ଼ ସ୍ଥିତ ନିଜସ୍ଵ କାର୍ଯ୍ୟାଳୟଠାରେ ଉତ୍ତରାଞ୍ଚଳ ରାଜସ୍ୱ କମିଶନର ସୁରେଶ ଚନ୍ଦ୍ର ଦଲାଇଙ୍କୁ ସମର୍ଦ୍ଧନା ଜ୍ଞାପନ କରାଯାଇଥିଲା । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଆର୍‌ଡିସି ଶ୍ରୀ ଦଲାଇ ଯୋଗଦେଇ
Read More...

ମଣ୍ଡିରୁ ସମସ୍ତ ଧାନ ତ୍ୱରିତ ଉଠାନ୍ତୁ ସରକାର : ଆପ୍

ମିଲ୍‌ ପରିଦର୍ଶନ କରନ୍ତୁ ଜିଲ୍ଲାପାଳ ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲାରେ ଧାନ ସଂଗ୍ରହ ମନ୍ଥର ଗତିରେ ଚାଲିଥିବା ବେଳେ ଶୀଘ୍ର ଧାନ ଉଠେଇବାକୁ ଆମ୍ ଆଦମୀ ପାର୍ଟି ଦାବୀ କରିଛି । ମଙ୍ଗଳବାର ଜିଲ୍ଲା ପ୍ରଶାସନକୁ ଏକ ସ୍ମାରକପତ୍ର ପ୍ରଦାନ କରି ଟୋକାନ ଅବଧି ସରିବା
Read More...