Browsing Tag

bargarh news

କ୍ରେତା ବିକ୍ରେତା ସମ୍ମିଳନୀ ଅନୁଷ୍ଠିତ

ବରଗଡ, (ସତ୍ୟନାରାୟଣ ପ୍ରଧାନ) : ହୋଟେଲ ମଙ୍ଗଳମ ପେଲେସଠାରେ କ୍ରେତା ବିକ୍ରେତା ସମ୍ମିଳନୀ ଭାରତୀୟ ଉଦ୍ୟମିତା ବିକାଶ ସଂସ୍ଥା ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମକୁ ଜିଲ୍ଲାପାଳ ଶ୍ରୀମତୀ ମୋନିଷା ବାନାର୍ଜୀ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ
Read More...

ପିଲାଙ୍କ ପାଖରେ ପାଠାଗାର କାର୍ଯ୍ୟକ୍ରମ : ପିଲାଏ ପଢିଲେ ପିଲାଏ କହିଲେ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ପୁସ୍ତକ ଭଳି ବନ୍ଧୁ ବିରଳ । ଯେଉଁ ଛାତ୍ର ପୁସ୍ତକ ସହ ଯେମିତି ସମ୍ପର୍କ ରଖେ ସେ ସେହି ପରିମାଣରେ ଜୀବନକୁ ସେମିତି ଗଢିଥାଏ । ତେଣୁ ଛାତ୍ରଛାତ୍ରୀମାନେ ପୁସ୍ତକ ସହ ନିବିଡ଼ ସମ୍ପର୍କ ସ୍ଥାପନ କରି ଭବିଷ୍ୟତ ଜୀବନକୁ ଗଢିବା ପାଇଁ ବରଗଡ଼ ଅନ୍ତର୍ଗତ ରୋହିଣୀଆ
Read More...

ଜିଲ୍ଲାସ୍ତରୀୟ ଆଥଲେଟିକ ମିଟ୍‌

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ସ୍ଥାନୀୟ ମିନି ଷ୍ଟାଡିୟମଠାରେ ଜିଲ୍ଲା କ୍ରୀଡ଼ା ସାଂସଦ ପକ୍ଷରୁ ଜିଲ୍ଲାସ୍ତରୀୟ ଆଥଲେଟିକ ମିଟ୍‌ ୨୦୨୧ ଆଜି ଉଦ୍‌ଘାଟିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ବରଗଡ଼ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଦେବେଶ ଆଚାର୍ଯ୍ୟ ଯୋଗଦେଇ କ୍ରୀଡା ପତାକା
Read More...

ଜିଲ୍ଲାପାଳଙ୍କ ଅଫିସ ସାମ୍ନାରେ ଆତ୍ମହୁତି ଉଦ୍ୟମ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ଗାଇସିଲେଟ ବ୍ଲକ ଜଗଲପାଟ ପଞ୍ଚାୟତରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି । ତେବେ ଏ ନେଇ ଗତମାସ ୬ ତାରିଖରୁ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ଲେଖି ଜଣାଇଥିଲେ ସୁଦ୍ଧା କିଛି ପଦକ୍ଷେପ ନିଆଯାଉ ନ ଥିବା ବଡ଼ ସାହାଜବାହାଲ ଗ୍ରାମବାସୀ
Read More...

ଇମ୍ପେରିଆଲ କଲେଜରେ ଟେଲିଭିଜନ ଅଭିନେତ୍ରୀ ଆଲେଫିଆ କପାଡ଼ିଆ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ସ୍ଥାନୀୟ ଇମ୍ପେରିଆଲ କଲେଜରେ ପାରମ୍ପରିକ ଭାବରେ ପ୍ରତିବର୍ଷ ଭଳି ଫ୍ରେଶର୍ସ ଡେ ଅନୁଷ୍ଠିତ ହୋଇଯାଇଅଛି । ଏହି ଅବସରରେ ହିନ୍ଦୀ ଟେଲିଭିଜନ ସିରିଆଲ "ବଡେ ଅଚ୍ଛେ ଲଗତେ ହେଁ -୨"ର ଅଭିନେତ୍ରୀ ଆଲେଫିଆ କପାଡ଼ିଆ ଅନ୍‌ଲାଇନ ମାଧ୍ୟମରେ ଯୋଗଦେଇ
Read More...

ଦେଓଗାଁରେ ପଞ୍ଚ କୁଣ୍ଡୀୟ ଗୀତା ଯଜ୍ଞ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ବ୍ଲକ ଅନ୍ତର୍ଗତ ଦେଓଗାଁଠାରେ ପବିତ୍ର ମାର୍ଗଶିର ପୂର୍ଣ୍ଣିମୀ ତିଥିରେ ଗତକାଲି ପଞ୍ଚ କୁଣ୍ଡୀୟ ଗୀତା ଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ଦେଓଗାଁ ଗ୍ରାମବାସୀଙ୍କ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅଧିବାସ କଳସ ସ୍ଥାପନ ହୋଇଥିବା ବେଳେ ଗତକାଲି ଯଜ୍ଞ
Read More...

ସୋହେଲା ପଞ୍ଚାୟତ ସମିତିର ନୂତନ ସଭାଗୃହ ଉଦ୍‌ଘାଟିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ସୋହେଲା ପଞ୍ଚାୟତ ସମିତିର ନବ ନିର୍ମିତ ସଭା ଗୃହ ରାଜ୍ୟ ସରକାରଙ୍କ ଗ୍ରାମ୍ୟ ଉନ୍ନୟନ ଓ ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂ ଦ୍ବାରା ଉଦ୍‌ଘାଟିତ ହୋଇଯାଇଛି । ଏହି ଅବସରରେ ନୂତନ ସଭାଗୃହରେ ସମିତିର ୯ମ ଏବଂ ଶେଷ ବୈଠକ ଅନୁଷ୍ଠିତ ହୋଇଥିଲା ।
Read More...

ଓଡ଼ିଶା ରାଜ୍ୟ ଚୁକ୍ତି ଭିତ୍ତିକ କର୍ମଚାରୀ ସଂଘର ବୈଠକ

ବରଗଡ, (ସତ୍ୟ ନାରାୟଣ ପ୍ରଧାନ) : ଆଜି ସ୍ଥାନୀୟ ବୈଶ୍ନୋଦେବୀ ମନ୍ଦିର ପ୍ରାଙ୍ଗଣରେ ଓଡ଼ିଶା ରାଜ୍ୟ ଚୁକ୍ତି ଭିତ୍ତିକ କର୍ମଚାରୀ ସଂଘର ବରଗଡ ଜିଲ୍ଲା ଶାଖାର ଏକ ବୈଠକ ଅନୁଷ୍ଠିତ ସଭାପତି ବଳରାମ ସେଠ୍‌ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଅଛି । ସରକାର ଚୁକ୍ତି ଭିତ୍ତିକ କର୍ମଚାରୀମାନଙ୍କ
Read More...

ବାଲକୋ ମେଡିକାଲ ସେଣ୍ଟର୍ ରାୟପୁର ପକ୍ଷରୁ ବରଗଡ ଡ. ନିଶାନ୍ତ ଦେବତା କ୍ଲିନିକ୍‌ରେ ମାଗଣା କ୍ୟାନ୍ସର ଚିକିତ୍ସା ଶିବିର

ବରଗଡ, (ସତ୍ୟନାରାୟଣ ପ୍ରଧାନ) : ରାୟପୁର ସ୍ଥିତ ବାଲକୋ ମେଡିକାଲ ସେଣ୍ଟର୍ ପକ୍ଷରୁ ଗତକାଲି ବରଗଡଠାରେ ଏକ ନିଶୁଳ୍କ ବା ମାଗଣା କ୍ୟାନ୍ସର ଚିକିତ୍ସା ଶିବିର ଆୟୋଜନ କରିଥିଲା । ବରଗଡ ସହର ଭଟଲି ରୋଡ ସ୍ଥିତ ଡ. ନିଶାନ୍ତ ଦେବତା ପୋଲି କ୍ଲିନିକ୍‌ଠାରେ ଅନୁଷ୍ଠିତ ଏହି ଚିକିତ୍ସା ଶିବିରରେ
Read More...

ଡାଏଟ୍‌ରେ ଆଲୋଚନା ଚକ୍ର

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ଶିକ୍ଷାର ମାନକୁ ଆହୁରି ଉଚ୍ଚ କରିବି ଓ ଛାତ୍ରଛାତ୍ରୀମାନଙ୍କୁ ସହଜ ସରଳରେ ଅତ୍ୟାଧୁନିକ ଶିକ୍ଷାଦାନ କରିବା ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ଏହି ପରିପ୍ରେକ୍ଷୀରେ ଆଜି ବରଗଡ଼ ଜିଲ୍ଲା
Read More...