Browsing Tag

bargarh news

କିଷାନ୍ ଭାଗିଦାରୀ, ପ୍ରାଥମିକତା ହାମାରୀ ଅଭିଯାନ୍

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଆଜାଦି କା ଅମୃତ ମହୋତ୍ସବର ଏକ ଅଂଶ ଭାବରେ କିଷାନ୍ ଭାଗିଦାରୀ, ପ୍ରାଥମିକତା ହାମାରୀ ଅଭିଯାନ୍‌ରେ ବରଗଡର କୃଷି ବିଜ୍ଞାନ କେନ୍ଦ୍ର ଦ୍ୱାରା ଆୟୋଜିତ ହୋଇଥିଲା । ବରଗଡର ବିଭିନ୍ନ ବ୍ଲକର କୃଷକ କୃଷି ଏବଂ ଉଦ୍ୟାନ କୃଷି ବିଭାଗର ମାନ୍ୟଗଣ୍ୟ ବ୍ୟକ୍ତି ଏହି
Read More...

ଘମ୍ଭାରିପାଲିରେ କୃଷି ପ୍ରଦର୍ଶନୀ ଓ କୃଷକ ମେଳା

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ ଜିଲ୍ଲା ଅନ୍ତର୍ଗତ ଗମ୍ଭାରୀପାଲି ଗ୍ରାମରେ ଜିଲ୍ଲାସ୍ତରୀୟ କୃଷକ ମେଳା କୃଷି ବିକାଶ କେନ୍ଦ୍ର ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମକୁ ଅତାବିରା ବ୍ଲକ ଅଧ୍ୟକ୍ଷା ଗୀତାଞ୍ଜଳି ନାୟକ ଅନୁଷ୍ଠାନିକ ଭାବରେ ଉଦ୍‌ଘାଟନ କରିଥିଲେ ।
Read More...

ଜିଲ୍ଲା କ୍ରୀଡା ସଂସଦର ଆଜୀବନ ସଦସ୍ୟ ପ୍ରଫୁଲ୍ଲ ଆଚାର୍ଯ୍ୟଙ୍କ ବିୟୋଗରେ ଶୋକସଭା

ବରଗଡ, (ସତ୍ୟନାରାୟଣ ପ୍ରଧାନ) : ବରଗଡ ଜିଲ୍ଲା କ୍ରୀଡା ସଂସଦ ପକ୍ଷରୁ ସଂସଦର ଆଜୀବନ ସଦସ୍ୟ ତଥା ରାଜନେତା ସ୍ୱର୍ଗତ ପ୍ରଫୁଲ୍ଲ ଆଚାର୍ଯ୍ୟଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । କ୍ରୀଡା ସଂସଦ ସାଧାରଣ ସମ୍ପାଦକ କିଶୋର କୁମାର ମିଶ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ଶ୍ରଦ୍ଧାଂଜଳି
Read More...

ବରଗଡ ଜିଲ୍ଲା ଓକିଲ ସଂଘ ପକ୍ଷରୁ ମଧୁସୂଦନ ଦାସଙ୍କ ୧୭୪ତମ ଜନ୍ମ ଜୟନ୍ତୀ ପାଳିତ

ବରଗଡ, (ସତ୍ୟ ନାରାୟଣ ପ୍ରଧାନ) : ହେ ବରପୁତ୍ର ଓଡ଼ିଶା ମାଟିର ତୁମକୁ କୋଟି ପ୍ରଣାମ……. ଗୀତର ମୂର୍ଚ୍ଛନାରେ ଉଦ୍ଭାସିତ ହୋଇ ଉଠିଥିଲା ଆଜି ଜିଲ୍ଲା ଓକିଲ ସଂଘର ପ୍ରେକ୍ଷାଳୟ । ପବିତ୍ର ଆଇନଜୀବୀ ଦିବସ ତଥା ଉତ୍କଳ ଗୌରବ କୁଳବୃଦ୍ଧ ମଧୁସୂଦନ ଦାସଙ୍କ ୧୭୪ତମ ଜନ୍ମ ଜୟନ୍ତୀ ସମାରୋହରେ ବରଗଡ
Read More...

୨୦ ଦିନ ଧରି ଝୁଲନ୍ତା ଅବସ୍ଥାରେ ରହିଥିବା ଶବକୁ ଉଦ୍ଧାର କଲା ସଂକଳ୍ପ ପରିବାର

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଟାଉନ ଥାନା ଅନ୍ତର୍ଗତ ତୁରା ଗ୍ରାମ ପଞ୍ଚାୟତ ବାନ୍ଧେନ ଟିକିରାଠାରେ ଝୁଲନ୍ତା ଅବସ୍ଥାରେ ରହିଥିବା ଶବକୁ ଆଜି ଟାଉନ ପୋଲିସ, ବରଗଡ଼ର ଉପସ୍ଥିତିରେ ସଂକଳ୍ପ ପରିବାରର ସଦସ୍ୟମାନେ ଉଦ୍ଧାର କରିଥିଲେ । ପ୍ରକାଶ ଥାଉକି ଯେ, ମୃତ ଶବଟି ଗତ ୨୦ ଦିନରୁ ଅଧିକ
Read More...

ବରହାଗୋଡା ପଞ୍ଚାୟତ ରାସ୍ତାରୁ ଟୋଲପ୍ଲାଜା ଟୋଲଟେକ୍ସ ଆଦାୟକୁ ନେଇ ଅସନ୍ତୋଷ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ାସ୍ଥିତ ଅଶୋକ ବିଲକନ୍‌ର ଟୋଲପ୍ଲାଜାର ଟୋଲଟ୍ୟାକ୍ସ ଅସୁଲିକୁ ନେଇ ପୁଣି ଅସନ୍ତୋଷ ଦେଖାଯାଇଛି । ଟୋଲପ୍ଲାଜା କର୍ତ୍ତୃପକ୍ଷ ବେଆଇନ ଭାବେ ଟୋଲଟ୍ୟାକ୍ସ ଅସୁଲି କରୁଥିବା ଅଭିଯୋଗ ହୋଇଛି । ଏପରିକି ଗ୍ରାମ୍ୟ ଉନ୍ନୟନ(ଆର୍‌ଡି)
Read More...

ବରପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଲାଗି ଧାର୍ଯ୍ୟ ହେଲା ଲଗ୍ନ

ବରଗଡ, (ସତ୍ୟ ନାରାୟଣ ପ୍ରଧାନ) : ବରପାଲିରେ ଚଳିତ ବର୍ଷ ୧୪୫ତମ ଶୀତଳ ଷଷ୍ଠୀ ଯାତ୍ରା ମହୋତ୍ସବ ପାଳନ କରାଯିବ । ଏନେଇ ସ୍ଥାନୀୟ ନୃପରାଜ କ୍ଲବ ପରିସରରେ ଯାତ୍ରା କମିଟି ସଭାପତି ଆନନ୍ଦ ବାବୁଙ୍କ ସଭାପତିତ୍ୱରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଚଳିତ ବର୍ଷ ମହୋତ୍ସବକୁ ଅଧିକ ଆକର୍ଷଣ ଓ
Read More...

କୃଷି କ୍ଷେତ୍ରରେ ସର୍ବୋତ୍ତମ ପ୍ରଦର୍ଶନ ପାଇଁ ପୁରସ୍କୃତ ହେବ ବରଗଡ଼ ଜିଲ୍ଲା

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା କୃଷି କ୍ଷେତ୍ରରେ ସର୍ବୋତ୍ତମ ପ୍ରଦର୍ଶନ ଓ ଭିତ୍ତିଭୂମିର ବିକାଶ କ୍ଷେତ୍ରରେ ଉନ୍ନତ ମାନର ପ୍ରଦର୍ଶନ ପାଇଁ ବରଗଡ଼ ଜିଲ୍ଲା 'ଇଣ୍ଡିଆ ଟୁଡେ' ପକ୍ଷରୁ ପୁରସ୍କୃତ ହେବ ବୋଲି ନିର୍ଦ୍ଦେଶକ ରାଜ ଚେଙ୍ଗପ୍ପା ସୂଚନା ଦେଇଛନ୍ତି । ନୂଆଦିଲ୍ଲୀରୁ
Read More...

ବରଗଡ ସନାତନି ବ୍ରାହ୍ମଣ ସମାଜ ପକ୍ଷରୁ ପର୍ଶୁରାମ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ

ବରଗଡ, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ ସନାତନି ବ୍ରାହ୍ମଣ ସମାଜ ପକ୍ଷରୁ ପର୍ଶୁରାମ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ ପଣ୍ଡିତ କୁଳମଣି ମହାପାତ୍ରଙ୍କ ସଭାପତିତ୍ବ ଓ ଦୀପକ ଦାଶଙ୍କ ସଂଯୋଜନାରେ ସ୍ଥାନୀୟ ସାଇ କ୍ରିଷ୍ଣା ପେଲେସ ଠାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ସହରର ବ୍ରାହ୍ମଣ ସମାଜର
Read More...

ବରଗଡ଼ ସଦର ମହକୁମାରେ ଅଭିଯୋଗ ପ୍ରକୋଷ୍ଠ ଖୋଲିଲା

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : କୋଭିଡ କଟକଣା ଯୋଗୁଁ ଗତ ଦୁଇ ବର୍ଷ ହେବ ଜିଲ୍ଲାସ୍ତରୀୟ ଅଭିଯୋଗ ପ୍ରକୋଷ୍ଠ ଗତକାଲି ବରଗଡ଼ ବ୍ଲକ ସମ୍ମିଳନୀ କକ୍ଷରେ ଆରମ୍ଭ ହୋଇଛି । ଜିଲ୍ଲାପାଳ ମୋନୀଷା ବାନାର୍ଜୀଙ୍କ ଉପସ୍ଥିତିରେ ସଦର ମହକୁମାର ସମସ୍ତ ଅଧିକାରୀ ସାଧାରଣ ଲୋକଙ୍କ ଅଭିଯୋଗ ପ୍ରକୋଷ୍ଠରେ
Read More...