Browsing Tag

bargarh news

ନୁଆଖୁଲିପଡ଼ାବାସୀଙ୍କ ରାସ୍ତା ରୋକ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ସଦର ମହକୁମା ନିକଟସ୍ଥ ନୁଆଖୁଲିପଡ଼ାକୁ ସୁରକ୍ଷିତ ରାସ୍ତା ଦାବୀରେ ପଡ଼ାର ଶତାଧିକ ପୁରୁଷ ଓ ମହିଳା ପାଣି ଛତର ରେଳ ଓଭର ବ୍ରିଜ ନିକଟରେ ଆଜି ସକାଳୁ ରାସ୍ତା ଅବରୋଧ କରିଛନ୍ତି । ଫଳରେ ସହର ମଧ୍ୟକୁ କୌଣସି ଯାନ ବାହାନ ଆସିପାରୁ ନାହିଁ । ଦାବୀ
Read More...

ସଂସଦରେ ଉଠିଲା ଗୋବିନ୍ଦ କୁମ୍ଭାର ହାଜତ ମୃତ୍ୟୁ ମାମଲା

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ତୋରା ଗ୍ରାମ ପଞ୍ଚାୟତର ଗୋବିନ୍ଦ କୁମ୍ଭାର ହାଜତ ମୃତ୍ୟୁ ମାମଲା ସମେତ ମମିତା ମେହେର ହତ୍ୟା, ପରି ହତ୍ୟା ଏବଂ ମହଙ୍ଗା ଡବଲ ମର୍ଡର ଘଟଣାର ସିବିଆଇ ତଦନ୍ତ ଦାବୀ କଲେ ବରଗଡ଼ ସାଂସଦ ସୁରେଶ ପୂଜାରୀ । ଆଜି ଲୋକସଭାରେ ପ୍ରଶ୍ନ ଉତ୍ତର ସମୟରେ ବରଗଡ଼ ସାଂସଦ
Read More...

ଓଡ଼ିଶା ମୋ ପରିବାର ପକ୍ଷରୁ ରକ୍ତଦାନ ଶିବିର

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଓଡ଼ିଶା ମୋ ପରିବାର ପକ୍ଷରୁ ଆଜି ଭେଡେନ ବ୍ଲକ ଅନ୍ତର୍ଗତ ସହରାଟିକ୍ରାଠାରେ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ଶିବିରକୁ ଓଡ଼ିଶା ମୋ ପରିବାରର ସଂଯୋଜକ ଗୌର ମିଶ୍ର ଉଦ୍‌ଘାଟନ କରିଥିଲେ । ଏଥିରେ ବହୁ ଯୁବ ରକ୍ତଦାତା ରକ୍ତଦାନ କରିଥିଲେ । ଉକ୍ତ
Read More...

ଜିଲ୍ଲା କ୍ରିକେଟ ଭିଜନ ୨୦-୨୪ ଆନ୍ତଃ କ୍ଲବ କ୍ରିକେଟ ପ୍ରତିଯୋଗିତା : ବରଗଡ ବ୍ଲୁ ଡ଼ାଇମଣ୍ଡ କ୍ଲବ ଓ ବରଗଡ ଫାଇଟରସ…

ବରଗଡ, (ସତ୍ୟ ନାରାୟଣ ପ୍ରଧାନ) : ଜିଲ୍ଲା କ୍ରିକେଟ୍ ଆସୋସିଏସନ୍ ପକ୍ଷରୁ ଭିଜନ ୨୦-୨୪ରେ ଚାଲିଥିବା ଆନ୍ତଃ କ୍ଲବ କ୍ରିକେଟ ପ୍ରତିଯୋଗିତାର ଆଜିର ମ୍ୟାଚ୍‌ରେ ବରଗଡ ବ୍ଲୁ ଡ଼ାଇମଣ୍ଡ କ୍ଲବ ଓ ବରଗଡ ଫାଇଟରସ ବିଜୟୀ ହୋଇଛି । ବିକାଶ ଗ୍ରାଉଣ୍ଡରେ ଅନୁଷ୍ଠିତ ଆଜିର ମ୍ୟାଚ୍‌ରେ ବରଗଡ ବ୍ଲୁ
Read More...

ଗୋବିନ୍ଦପାଲିରେ ଡ୍ରେନ ନିର୍ମାଣ ପାଇଁ ପୌର ଅଧିକାରୀଙ୍କୁ ଦାବୀପତ୍ର ପ୍ରଦାନ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ପୌର ପରିଷଦର ଏକ ପୁରାତନ ୱାର୍ଡ ଭାବେ ଗୋବିନ୍ଦପାଲିକୁ ଜଣାଯାଏ କିନ୍ତୁ ଏହି ୱାର୍ଡର ପୁରୁଣା ବସ୍ତି ହନୁମାନ ମନ୍ଦିର ପାଖରେ ଡ୍ରେନ ବ୍ୟବସ୍ଥା ନଥିବାରୁ ଘରୋଇ ଜଳ ନିଷ୍କାସନ ଏବେ ବାଧକ ସାଜିଛି । ଫଳ ସ୍ୱରୂପ ମଇଳା ଅପରିଷ୍କାର ପାଣି ମଝି ରାସ୍ତା
Read More...

ଜିଲ୍ଲା କ୍ରିକେଟ ଭିଜନ ୨୦-୨୪ ଆନ୍ତଃ କ୍ଲବ କ୍ରିକେଟ ପ୍ରତିଯୋଗିତା : କଟାପାଲି ଓ ପଦ୍ମପୁର ବିଜୟୀ

ବରଗଡ, (ସତ୍ୟନାରାୟଣ ପ୍ରଧାନ) : ଜିଲ୍ଲା କ୍ରିକେଟ୍ ଆସୋସିଏସନ୍ ପକ୍ଷରୁ ଭିଜନ ୨୦-୨୪ରେ ଚାଲିଥିବା ଆନ୍ତଃ କ୍ଲବ କ୍ରିକେଟ ପ୍ରତିଯୋଗିତାର ଗତକାଲିର ମ୍ୟାଚ୍‌ରେ ସ୍ପୋର୍ଟସ ଏସୋସିଏସନ୍‌, କଟାପାଲି ଓ ରାଜ ବୋରାସମ୍ବର୍ କ୍ରିକେଟ କ୍ଲବ, ପଦ୍ମପୁର ବିଜୟୀ ହୋଇଛି । ବିକାଶ ଗ୍ରାଉଣ୍ଡରେ
Read More...

ମେହେନ୍ତର ଏବଂ କର୍ମଚାରୀମାନଙ୍କ ବକେୟା ଦରମା ଦାବୀରେ ବିଜେପି ବରଗଡ଼ ତରଫରୁ ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ…

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ପୌରପରିଷଦର ମେହେନ୍ତର ଏବଂ ଅନ୍ୟାନ୍ୟ କର୍ମଚାରୀମାନଙ୍କ ବକେୟା ଦରମା ପ୍ରଦାନ ଦାବୀରେ ତଥା ସହରର ବିଭିନ୍ନ ସମସ୍ୟାର ସମାଧାନ ଦାବୀରେ, ଆଜି ବିଜେପି ବରଗଡ଼ ନଗର ତରଫରୁ ନଗର ସଭାପତି ସୁବ୍ରତ ହୋତାଙ୍କ ନେତୃତ୍ୱରେ ବରଗଡ଼ ପୌରପରିଷଦର କାର୍ଯ୍ୟନିର୍ବାହୀ
Read More...

ନିଷ୍ଠା ପରିବାର ଓ ମେଭିଶ ପେଟ୍ରୋଲ ପମ୍ପର ମିଳିତ ଆନୁକୂଲ୍ୟରେ ରକ୍ତଦାନ ଶିବିର

ବରଗଡ, (ନିରୋଜ କୁମାର ପାଣୀ) : ଆଜି ବରଗଡ ନିଷ୍ଠା ପରିବାର ଓ ମେଭିଶ ପେଟ୍ରୋଲ ପମ୍ପର ମିଳିତ ଆନୁକୂଲ୍ୟରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଭେଡେନ ରୋଡ ସ୍ଥିତ ନୂଆଗଡଠାରେ ଅନୁଷ୍ଠିତ ହୋଇଯାଇଅଛି । ମେଭିସ ପେଟ୍ରୋଲ ପମ୍ପର ଦ୍ଵିତୀୟ ସ୍ଥାପନା ଦିବସ ପାଳନ ଅବସରରେ ରକ୍ତଦାନ ଶିବିର କରି ଏକ
Read More...

ଜିଲ୍ଲାସ୍ତରୀୟ ମୃତ୍ତିକା ଦିବସ ପାଳିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଜିଲ୍ଲା କୃଷି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ବିଶ୍ଵ ମୃତ୍ତିକା ଦିବସ ପାଳିତ ହୋଇଯାଇଛି । ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ସନ୍ତୋଷ ମହାରଣାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ କୃଷି ବିଜ୍ଞାନ କେନ୍ଦ୍ରର ମୁଖ୍ୟ ନୃସିଂହଚରଣ ବାରିକ,
Read More...

ମହାଯୋଗୀ ଶ୍ରୀ ଅରବିନ୍ଦଙ୍କ ୧୫୦ତମ ଜନ୍ମୋତ୍ସବ ପାଳନ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଅତାବିରା ବ୍ଲକ ଅନ୍ତର୍ଗତ କାଠଡେରାଠାରେ ପରମ ପ୍ରଭୁ ମହାଯୋଗୀ ଶ୍ରୀ ଅରବିନ୍ଦଙ୍କ ଜନ୍ମ ବାର୍ଷିକୀ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ର ପରିସରରେ ପାଳିତ ହୋଇଯାଇଛି । ୧୫ଅଗଷ୍ଟ ୨୦୨୧ରୁ ୧୫ ଅଗଷ୍ଟ ୨୦୨୨ ପର୍ଯ୍ୟନ୍ତ ସର୍ବ ଭାରତୀୟ ସ୍ତରରେ
Read More...