ମୃତଦେହ ରଖି ରାସ୍ତାରେ ଆନ୍ଦୋଳନ : ହଟି ନାହିଁ ରାସ୍ତା ଅବରୋଧ
ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ସହରର ଭଟଲି ଛକ ନିକଟରେ ଗତକାଲି ରାତି ପ୍ରାୟ ୯ଟାରେ ଏକ ସଡ଼କ ଦୁର୍ଘଟଣା ଘଟିଥିଲା । ଟ୍ରକ ଚାପାରେ ଜଣେ ବାଇକ୍ ଆରୋହୀ ତଥା ସହର ଉପକଣ୍ଠ ଡାଙ୍ଗ ନଦୀପଡ଼ାର କିଶୋର କୁମାର ବେଲଘରିଆଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା । ଦୁର୍ଘଟଣା ପରେ ରାତି!-->…
Read More...
Read More...