ନେହେରୁ ଏସୋସିଏସନ୍ ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା
ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ସ୍ଥାନୀୟ ନେହେରୁ ଏସୋସିଏସନ୍ ପକ୍ଷରୁ ଆଜି ସ୍ବର୍ଗତ ବେଣୁଧର ରାଓଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ଏକ ଶ୍ରଦ୍ଧାଞ୍ଜଳି ସଭାର ଆୟୋଜନ କରାଯାଇଥିଲା । ଉକ୍ତ ଶ୍ରଦ୍ଧାଞ୍ଜଳି ସଭାରେ ଏସୋସିଏସନ୍ର ସଭାପତି ଆନନ୍ଦ ପ୍ରଧାନ ସଭାପତିତ୍ୱ କରିଥିବା ବେଳେ ବରିଷ୍ଠ!-->…
Read More...
Read More...