Browsing Tag

bargarh news

ଘରୋଇ କଳହରୁ ହତ୍ୟାକାଣ୍ଡ : ୨ ମୃତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଟାଉନ ଥାନା ଅନ୍ତର୍ଗତ ରୁହୁଣିଆ ଗ୍ରାମରେ ଗତକାଲି ଏକ ହତ୍ୟାକାଣ୍ଡ ଘଟିଛି । ହତ୍ୟାକାଣ୍ଡରେ ବାପ ପୁଅଙ୍କ ମୃତ୍ୟୁ ହୋଇଥିବା ଖବୀ ମିଳିଛି । ମୃତକ ହେଲେ ବାପା ଦେବ ସିନ୍ଧ୍ରିଆ(୬୦) ଏବଂ ପୁଅ ରତନ ସିନ୍ଧ୍ରିଆ(୨୭) । ସେହିପରି ରତନଙ୍କ ସ୍ତ୍ରୀ…
Read More...

ବିଦ୍ୟୁତ୍ କାଟ୍ ପ୍ରତିବାଦରେ ଆପ୍ ପକ୍ଷରୁ ପ୍ରତିବାଦ ପତ୍ର

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ସହରରେ ଲାଗି ରହିଥିବା ବିଦ୍ୟୁତ କାଟ୍ ପ୍ରତିବାଦରେ ଗୁରୁବାର ଆମ୍ ଆଦମୀ ପାର୍ଟି ପକ୍ଷରୁ ଏକ ପ୍ରତିବାଦ ପତ୍ର ଅତିରିକ୍ତ ଜିଲ୍ଲାପାଳ ନବୀନ ପଟେଲଙ୍କୁ ପ୍ରଦାନ କରାଯାଇଛି । ବିନା ନୋଟିସରେ ଘଣ୍ଟା ଘଣ୍ଟା ଲାଇନ୍ କାଟ୍ ବରଗଡବାସୀଙ୍କ ପାଇଁ ଅସହ୍ୟ ହୋଇପଡିଛି…
Read More...

ମୃତଦେହ ରଖି ରାସ୍ତାରେ ଆନ୍ଦୋଳନ : ହଟି ନାହିଁ ରାସ୍ତା ଅବରୋଧ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ସହରର ଭଟଲି ଛକ ନିକଟରେ ଗତକାଲି ରାତି ପ୍ରାୟ ୯ଟାରେ ଏକ ସଡ଼କ ଦୁର୍ଘଟଣା ଘଟିଥିଲା । ଟ୍ରକ ଚାପାରେ ଜଣେ ବାଇକ୍‌ ଆରୋହୀ ତଥା ସହର ଉପକଣ୍ଠ ଡାଙ୍ଗ ନଦୀପଡ଼ାର କିଶୋର କୁମାର ବେଲଘରିଆଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା । ଦୁର୍ଘଟଣା ପରେ ରାତି…
Read More...

ବରଗଡ ଜିଲ୍ଲା ଓକିଲ ସଂଘର ଟାଟା ପାୱାରକୁ ତାଗିଦ୍ : ଖାମଖିଆଲି ପାୱାର କାଟ ନ କରିବାକୁ ଚେତାବନୀ

ବରଗଡ, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ ଜିଲ୍ଲା ଓକିଲ ସଂଘର ସଭାପତି ଚନ୍ଦ୍ରଧ୍ଵଜ ଜାଲଙ୍କ ନେତୃତ୍ୱରେ ଏକ ପ୍ରତିନିଧି ମଣ୍ଡଳୀ ଟାଟା ପାୱାରର ଉଚ୍ଚ ପଦାଧିକାରୀଙ୍କୁ ସାକ୍ଷାତ କରି ବରଗଡ ସହରରେ ହେଉଥିବା ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଥିଲେ । ସେମାନେ ଆଲୋଚନାରେ ଜନ ସାଧାରଣଙ୍କ…
Read More...

ଅମ୍ବାଭୋନା ସରପଞ୍ଚଙ୍କ ଅଭିନବ ପ୍ରୟାସ : ଗାଆଁକୁ ଗାଁ ବୁଲି ହିତାଧିକାରୀଙ୍କୁ ବାଣ୍ଟୁଛନ୍ତି ସରକାରୀ ଭତ୍ତା

ବରଗଡ, (ନିରୋଜ କୁମାର ପାଣୀ) : ସରକାରଙ୍କ ଯୋଜନା ପାଇବାକୁ ହେଲେ ସରକାରୀ କାର୍ଯ୍ୟାଳୟକୁ ଯିବାକୁ ପଡେ କିନ୍ତୁ ଏବେ ସରକାରୀ ଯୋଜନା ପହଁଚିଛି ଲୋକଙ୍କ ଘରେ । ଏମିତି ଏକ ପ୍ରୟାସ କରିଛନ୍ତି ବରଗଡ଼ ଜିଲ୍ଲା ଭଟଲୀ ବିଧାନସଭା ଅନ୍ତର୍ଗତ ଅମ୍ବାଭୋନା ପଞ୍ଚାୟତର ନବ ନିର୍ବାଚିତ ସରପଞ୍ଚ ଶ୍ରୀମତୀ…
Read More...

ଲାଞ୍ଚ ନେଇ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଧରାପଡିଲେ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଚୂଳବତୀ ସାହୁ ଆଜି ପାଞ୍ଚ ହଜାର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି । ଏକ ନୂତନ ହୋଟେଲ ପାଇଁ ଖାଦ୍ୟ ନିରାପତ୍ତା (ଫୁଡ୍ ସେଫ୍ଟି) ଲାଇସେନ୍ସ ପାଇଁ ଆବେଦନକାରୀଙ୍କଠାରୁ ୫ହଜାର ଟଙ୍କା…
Read More...

ସଂପୂର୍ଣ୍ଣା ପ୍ରକଳ୍ପର ଶୁଭାରମ୍ଭ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲାର ଭଟଲି ଓ ଆମ୍ବଭୋନା ବ୍ଲକରେ ୪୦୦୦ କ୍ଷୁଦ୍ର ଓ ନାମମାତ୍ର ମହିଳା ଚାଷୀଙ୍କୁ ଲଙ୍କା ଓ ମାଣ୍ଡିଆର ମୂଲ୍ୟ ଶୃଙ୍ଖଳରେ ସାମିଲ କରିବ ପ୍ରକଳ୍ପ ସମ୍ପୂର୍ଣ୍ଣା । ଏହି ପ୍ରକଳ୍ପରେ ମହିଳା ଚାଷୀମାନଙ୍କୁ ସଂଗଠିତ କରି ସେମାନଙ୍କୁ ବିବିଧ ବୈଷୟିକ…
Read More...

ଆର୍‌ଟିଆଇ ତଥ୍ୟ ଶୂନ୍ୟ : ମୁଖ୍ୟମନ୍ତ୍ରୀ ହସ୍ତକ୍ଷେପ ପାଇଁ ନିବେଦନ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଚାଷୀଙ୍କଠାରୁ ଅଣ୍ଡରରେ ଧାନ କିଣି ବ୍ୟବସାୟୀ ମାଲେ ମାଲ୍‌ ହେଉଛନ୍ତି । ଏହି ଧାନରେ ପ୍ରସ୍ତୁତ ବିଭିନ୍ନ ଭେରାଇଟି ଚାଉଳ ଓ ତା'ର କାରବାର ସଂପର୍କରେ ଜିଲ୍ଲା ଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟର ପ୍ରଥମ ଆପିଲେଟ୍‌ ଅଥୋରିଟିଙ୍କ ଠାରେ ଚାଷୀ ନେତା ରମେଶ…
Read More...

ମା’କୁ ବେକ କାଟି ହତ୍ୟା କଲା ପୁଅ

ବରଗଡ, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ବରପାଲି ଥାନା ଅନ୍ତର୍ଗତ କୁମ୍ଭାରୀ ଗ୍ରାମରେ ଆଜି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି । ମା’ଙ୍କୁ ଅତି ନିର୍ମମ ଭାବେ ଗଳା କାଟି ହତ୍ୟା କରି ଅଖାରେ ଭର୍ତ୍ତି କରିଦେଇଥିଲା ପୁଅ । ସୂଚନାଯୋଗ୍ୟ ଯେ, କୁମ୍ଭାରୀ ଗ୍ରାମର ବନ୍ଧପଡ଼ା ଷ୍ଟେଟ ବ୍ୟାଙ୍କ…
Read More...

ଓଡ଼ିଶା ମାନବାଧିକାର କମିଶନର ଅଧ୍ୟକ୍ଷଙ୍କ ବରଗଡ଼ ଗସ୍ତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଓଡ଼ିଶା ମାନବାଧିକାର କମିଶନର ଅଧ୍ୟକ୍ଷ ନ୍ୟାୟମୂର୍ତ୍ତି ବିଜୟ କୃଷ୍ଣ ପଟେଲ ଗତକାଲି ଦିନିକିଆ ବରଗଡ଼ ଜିଲ୍ଲା ଗସ୍ତ କରିଥିଲେ । ଏହି ଅବସରରେ ସେ ଜିଲ୍ଲାର ସିଭିଲ ସୋସାଇଟିର ସଭ୍ୟ ସଭ୍ୟାମାନଙ୍କୁ ଭେଟି ଜିଲ୍ଲାର ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା…
Read More...