ଯୋଖିପାଲିର ଝିଅ ସୀତା ବାରିକ ହେଲେ ବିଜେପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷା
ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ବିଜେପୁର ବିଜ୍ଞାପିତ ଅଞ୍ଚଳ ପରିଷଦରେ ଅଧ୍ୟକ୍ଷା ପଦ ପାଇଁ ପ୍ରଥମ ଥର ନିର୍ବାଚନ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ବିଜୁ ଜନତ ଦଳ ସମର୍ଥିତ ପ୍ରାର୍ଥୀନୀ ସୀତା ବାରିକ ବିଜୟ ଲାଭ କରିଛନ୍ତି । ସେ ତାଙ୍କର ନିକଟତମ ପ୍ରତିଦ୍ବନ୍ଦୀଙ୍କ ଠାରୁ ୬୪୧!-->…
Read More...
Read More...