ବରପାଲି ମହାବିଦ୍ୟାଳୟରେ ସ୍ଵାଗତ ଉତ୍ସବ
ବରଗଡ, (ନିରୋଜ କୁମାର ପାଣୀ) : ବରପାଲି ମହାବିଦ୍ୟାଳୟ ପରିସରରେ ରାଜନୀତି ବିଜ୍ଞାନ ବିଭାଗର ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ଏକ ସ୍ଵାଗତ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ମହାବିଦ୍ୟାଳୟର ଅଧ୍ୟକ୍ଷା ଜୟନ୍ତୀ ଦାଶ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଥିଲେ ।!-->…
Read More...
Read More...