ମୁଖ୍ୟ ଡାକ୍ତରଖାନାର ଅକ୍ସିଜେନ ପ୍ଲାଣ୍ଟରୁ ଯନ୍ତ୍ରାଂଶ ଚୋରି
ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଜିଲ୍ଲାରେ କରୋନା ସଂକ୍ରମଣ ବଢ଼ି ଚାଲିଛି । ସଂକ୍ରମଣ ବୃଦ୍ଧି ଏବଂ ଅମ୍ଳଜାନର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଗତବର୍ଷ ଦ୍ୱିତୀୟ ଲହର ଚାଲିଥିବା ବେଳେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରାଜ୍ୟ ସରକାରଙ୍କ ଦ୍ଵାରା ଏକ ଅକ୍ସିଜେନ ପ୍ଲାଣ୍ଟ ସ୍ଥାପନ କରାଯାଇଥିଲା ।!-->…
Read More...
Read More...