Browsing Tag

bargarh news

ବିଦ୍ୟୁତ୍‌ ସମସ୍ୟା ବିଷୟରେ ବିଧାୟକଙ୍କୁ ଭେଟି ଅବଗତ କଲେ କୃଷକ ସଂଗଠନ

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲାର ଅମ୍ବାଭନା, ଭଟଲି ଏବଂ ସୋହେଲା ବ୍ଲକର କୃଷକ ସଙ୍ଗଠନ ପ୍ରତିନିଧି ମଣ୍ଡଳୀ ନବନିର୍ବାଚିତ ବିଧାୟକ ଇରାଶିଷ ଆଚାର୍ଯ୍ୟ ତାଙ୍କ ଘରେ ଭେଟି ବିଦ୍ୟୁତ୍‌ ସମସ୍ୟାର ସମାଧାନ ପାଇଁ ଦାବିପତ୍ର ପ୍ରଦାନ କରିଛନ୍ତି । ଏହି ତିନୋଟି ବ୍ଲକ ଅଣ ଜଳସେଚିତ
Read More...

ଜନ କଲ୍ୟାଣ ସେବା ଟ୍ରଷ୍ଟର ଉପଦେଷ୍ଟା ହେଲେ ସାଂସଦ ପ୍ରଦୀପ ପୁରୋହିତ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲାର ଏକ ଅଗ୍ରଣୀ ସେବା ସଂସ୍ଥା ଜନ କଲ୍ୟାଣ ସେବା ଟ୍ରଷ୍ଟର ସେବା କାର୍ଯ୍ୟ ପାଇଁ ସବୁ ସମୟରେ ସହଯୋଗ ତଥା ସେବା କାର୍ଯ୍ୟରେ ନିଜେ ଦୀର୍ଘ ବର୍ଷ ଧରି ରହି ସେବା କରୁଥିବା ସମସ୍ତଙ୍କର ପ୍ରିୟ ତଥା ବରଗଡ଼ ସାଂସଦ ପ୍ରଦୀପ କୁମାର ପୁରୋହିତ ଜନ କଲ୍ୟାଣ
Read More...

ପ୍ଲାଷ୍ଟିକ୍‌ ମୁକ୍ତ ସମାଜ ଗଠନ ପାଇଁ ଆଇନ ଛାତ୍ର ଆଶିଷ ଜ୍ୟୋତିଷଙ୍କ ପ୍ରୟାସ

ବରଗଡ, (ନିରୋଜ କୁମାର ପାଣୀ) : ମାଟିରେ ମିଳାଉ ନଥିବା ପ୍ଲାଷ୍ଟିକ, ଧୂଳି, ଧୂଆଁ ଓ ଶିଳ୍ପ ସଂସ୍ଥାରୁ ନିର୍ଗତ ବର୍ଜ୍ୟବସ୍ତୁ ଯୋଗୁ ବାୟୁମଣ୍ଡଳ ଦିନ‌କୁ ଦିନ ପ୍ରଦୂଷିତ ହେବାରେ ଲାଗିଛି । ଏହାଦ୍ୱାରା ମଣିଷ ସ୍ୱଚ୍ଛ ପବନରେ ନିଃଶ୍ୱାସ ପ୍ରଶ୍ୱାସ ନେଇପାରୁନାହିଁ । ଫଳରେ ଲୋକେ ବିଭିନ୍ନ
Read More...

ଅତାବିରାରେ ନବନିର୍ବାଚିତ ସାଂସଦ ପ୍ରଦୀପ ପୁରୋହିତ ଓ ବିଧାୟକ ନିହାରରଞ୍ଜନ ମହାନନ୍ଦଙ୍କ ସ୍ୱାଗତ ସମ୍ବର୍ଦ୍ଧନା ସଭା

ବରଗଡ, (ନିରୋଜ କୁମାର ପାଣୀ) : ଆଜି ଶନିବାର ମଧ୍ୟାହ୍ନ ୧୨ଟାରେ ବରଗଡ ଜିଲ୍ଲା ଅତାବିରା ମାର୍କେଟ ପରିସରରେ ନବନିର୍ବାଚିତ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ, ଅତାବିରା ବିଧାୟକ ନିହାରରଞ୍ଜନ ମହାନନ୍ଦଙ୍କ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଓଡ଼ିଶା ରାଜ୍ୟ କୃଷକ ସଂଗଠନ ତରଫରୁ ଏହି
Read More...

ବିଜେପୁର ବିଧାୟକଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ବିଜେପୁର ନିର୍ବାଚନ ମଣ୍ଡଳୀର ବିଧାୟକ ସନତ କୁମାର ଗଡତୀୟାଙ୍କୁ ଶନିବାର ତାଙ୍କର ବାସ ଭବନରେ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ସ୍ଥାନୀୟ ବ୍ଲକସ୍ତରୀୟ ଖଗେଶ୍ୱର ସାହିତ୍ୟ କଳା ପରିଷଦ ପକ୍ଷରୁ ସଭାପତି
Read More...

ଗ୍ରୀଷ୍ମକାଳୀନ କ୍ଲଷ୍ଟର ସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି ବୈଠକ

ବରଗଡ, (ନିରୋଜ କୁମାର ପାଣୀ) : ବରପାଲି ବ୍ଲକ ଅନ୍ତର୍ଗତ ତେଜଙ୍ଗ କ୍ଲଷ୍ଟରର ସରକାରୀ ଉଚ୍ଚ ବିଦ୍ୟାଳୟ, ରକ୍ସା ଠାରେ ଏକ କ୍ଲଷ୍ଟର ସ୍ତରୀୟ ଗ୍ରୀଷ୍ମକାଳୀନ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବିଭିନ୍ନ ବିଦ୍ୟାଳୟର ପ୍ରଧାନଶିକ୍ଷକ, ଶିକ୍ଷୟିତ୍ରୀ ତଥା
Read More...

ନିଷ୍ଠାର ୧୫ତମ ପ୍ରତିଷ୍ଠା ଦିବସ ଅବସରରେ ରକ୍ତଦାନ ସଚେତନତା ବାଇକ୍‌ ରେଲି

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲାର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ନିଷ୍ଠା ପରିବାରର ୧୫ତମ ପ୍ରତିଷ୍ଠା ଦିବସ ଜୁନ୍‌ ୧୪ ତାରିଖରେ ନିଷ୍ଠା ଭବନ ଆନ୍ଧ୍ର କେମ୍ଫ, ଖଣ୍ଡହଥା ଠାରେ ଅନୁଷ୍ଠିତ ହେବ । ଏହି ଅବସରରେ ପ୍ରତ୍ୟେକ ବର୍ଷ ଏକ ରକ୍ତ ଦାନ ସଚେତନତା ବାଇକ୍‌ ରେଲିର ଆୟୋଜନ
Read More...

ଆଶଙ୍କାରେ ଲକ୍ଷ୍ମୀ ବସ୍ ସେବା : ବସ୍ ସେବା ସ୍ଥାୟୀ କରିବାକୁ ଗ୍ରାମାଞ୍ଚଳବାସୀଙ୍କ ଦାବି

ବରଗଡ଼, (ନିରୋଜ କୁମାର ପାଣୀ) : ନିର୍ବାଚନ ପୂର୍ବରୁ ଗ୍ରାମାଞ୍ଚଳ ଲୋକଙ୍କୁ ପରିବହନ ସୁବିଧା ଦେବା ନିମନ୍ତେ ଲକ୍ଷ୍ମୀ ବସ୍‌ ସେବା ଆରମ୍ଭ ହୋଇଥିଲା । ମାତ୍ର ପାଞ୍ଚ ଟଙ୍କାରେ ଗ୍ରାମାଞ୍ଚଳରୁ ବ୍ଲକ ସଦର ମହକୁମାକୁ ଲୋକେ ଯାତାୟାତ କରି ପାରୁଥିଲେ । ଓଡିଶା ରାଜ୍ୟ ପରିବହନ ନିଗମ ପକ୍ଷରୁ
Read More...

ଝାଏଁରେ ବନ୍ଧପାଲି କଲାପଟା ସାହିତ୍ୟ ପତ୍ରିକାର ଷଷ୍ଠ ବାର୍ଷିକ ଉତ୍ସବ

ବରଗଡ, (ନିରୋଜ କୁମାର ପାଣୀ) : ବରପାଲି ନିକଟସ୍ଥ ବନ୍ଧପାଲି ଗ୍ରାମରେ ଝାଏଁରେ ବନ୍ଧପାଲି କଲାପଟା ସାହିତ୍ୟର ଷଷ୍ଠ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ସଂସଦର ସମ୍ପାଦକ ଭରତ ନାଏକ ପ୍ରାରମ୍ଭିକ ସୂଚନା ଓ ସ୍ୱାଗତ ଭାଷଣ ଦେଇଥିଲେ । ସଭାପତି ଭରତ ମେହେର ବାର୍ଷିକ ବିବରଣୀ ପାଠ
Read More...

ଡୁର୍ରୁକୁସମ ଠାରେ ଅତାବିରା ବିଧାୟକଙ୍କ ସହ ଆଲୋଚନା କଲେ ମସ୍ୟଜୀବି ସଂଘ

ବରଗଡ, (ନିରୋଜ କୁମାର ପାଣୀ) : ଆଜି ଗୁରୁବାର ମଧ୍ୟାହ୍ନ ୧୨ଟାରେ ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଅନ୍ତର୍ଗତ ଡୁର୍ରୁକୁସମ ଠାରେ ଅତାବିରାର ନବ ନିର୍ବାଚିତ ବିଜେପି ବିଧାୟକ ନିହାର ରଞ୍ଜନ ମହାନନ୍ଦଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ସ୍ୱଗତ ସମ୍ବର୍ଦ୍ଧନା ପ୍ରଦାନ କରିଥିଲେ ସ୍ଥାନୀୟ ତାମଦେଇ
Read More...