ରାସ୍ତା ନିର୍ମାଣ କାମ ହାତ ମାରିଲେ ରାସ୍ତା ଉପରୁ ପିଚୁ ଉଠିଯାଉଛି
ବରଗଡ଼, (ମୁନା ସାହୁ) : ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ବଡ଼ବାଉସେନ ଗ୍ରାମ ପଞ୍ଚାୟତର ସାଲେଦମକି ଗ୍ରାମ ରାସ୍ତା ନିର୍ମାଣ କାମ ଏବେ ଗୁରୁତର ପ୍ରଶ୍ନର ସମ୍ମୁଖୀନ ହୋଇଛି । କଳଙ୍ଗାଡେରା ଠାରୁ ସାଲେଦମକି, ଭାୟା କୁର୍ଲାମୁଣ୍ଡା ଓ ବଡ଼ବାଉସେନ ଯାଉଥିବା ଏହି ରାସ୍ତାରେ କାମର ଗୁଣମାନ!-->…
Read More...
Read More...