ବୀରତା ଦିବସ ପାଳନ ସକାଶେ ପ୍ରସ୍ତୁତି ବୈଠକ
ବରଗଡ, (ନିରୋଜ କୁମାର ପାଣୀ) : ବରିଷ୍ଟ ନାଗରିକ ସଂଘ, ସହୀଦ ଓ ସଂଗ୍ରାମୀ ସ୍ମୃତି ସମିତି ତଥା କୋଶଳ ରାଜ୍ୟ ସମନ୍ୱୟ ସମିତିର ମିଳିତ ସହଯୋଗରେ ଆସନ୍ତା ୩୧ ଡିସେମ୍ବର "ବୀରତା ଦିବସ" ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ ବରଗଡ଼ ବରିଷ୍ଠ ନାଗରିକ ସଂଘ କାର୍ୟ୍ୟାଳୟ ଠାରେ ଅନୁଷ୍ଠିତ ହୋଇଥିଲା ।!-->…
Read More...
Read More...