Browsing Tag

bargarh news

ଭୀମସାର ବୁର୍ଲାରେ ଏମିତି ଚାଲିଛି ସ୍ୱାସ୍ଥ୍ୟ ସେବା : ଗୁରୁତର ରୋଗୀଙ୍କୁ ଅଲ୍ଟ୍ରାସାଉଣ୍ଡ ପରୀକ୍ଷା ପାଇଁ ମିଳୁଛି ୨…

ବରଗଡ, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ିଶାର ପ୍ରାଣକେନ୍ଦ୍ର ଭୀମସାର ବୁର୍ଲାରେ ସାଧାରଣ ରୋଗୀଙ୍କ ଜୀବନ ସହ ଖେଳ ଖେଳିବା ସଦୃଶ ଗୁରୁତର ଅଭିଯୋଗ ହେଉଛି । ଅଭିଯୋଗ ଅନୁସାରେ ବହିର୍ବିଭାଗରେ ଚିକିତ୍ସିତ ହେଉଥିବା ରୋଗୀମାନଙ୍କୁ ବିଭିନ୍ନ ପ୍ରକାର ପରୀକ୍ଷା କରିବା ପାଇଁ ଡାକ୍ତରମାନେ
Read More...

ଓୟୁଜେ ପକ୍ଷରୁ ସାମ୍ବାଦିକ ଡ଼ମ୍ବରୁଧରଙ୍କୁ ଚେକ୍ ପ୍ରଦାନ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବାର୍ଦ୍ଧକ୍ୟଜନିତ କାରଣ ଯୋଗୁଁ ଅସୁସ୍ଥ ଥିବା ଜର୍ଣ୍ଣାଲିଷ୍ଟ ଆସୋସିଏସନ୍ ଅଫ୍‌ ବରଗଡ଼(ଜାବ) ପ୍ରତିଷ୍ଠାତା ସଦସ୍ୟ ଡ଼ମ୍ବରୁଧର ରଣାଙ୍କୁ ଓଡ଼ିଶା ୟୁନିଅଫ୍ ଜର୍ଣ୍ଣାଲିଷ୍ଟ(ଓୟୁଜେ) ପକ୍ଷରୁ ସହାୟତା ରାଶିର ଚେକ ପ୍ରଦାନ କରାଯାଇଛି । ଜାବର ବରିଷ୍ଠ ସଭ୍ୟ
Read More...

ଓଡ଼ିଆ ପୁଅ ପ୍ରଶାନ୍ତଙ୍କ ପ୍ରଚେଷ୍ଟାରେ ଦୁବାଇରେ ‘ଆମର୍ ସାହିତ୍ୟ’ ୱେବ୍ ସାଇଟ୍ ଲୋକାର୍ପିତ

ବରଗଡ, (ସତ୍ୟନାରାୟଣ ପ୍ରଧାନ) : ଇତି ମଧ୍ୟରେ ବିଜୟା ଦଶମୀ ଦିନ ଲୋକାର୍ପିତ ହୋଇ ଯାଇଛି 'ଆମର୍ ସାହିତ୍ୟ' ୱେବ୍ ସାଇଟ୍ । ଦୁବାଇରେ ରହୁଥିବା ପ୍ରଶାନ୍ତ ମେହେରଙ୍କର ପ୍ରଚେଷ୍ଟାରେ ଓ ଅନ୍ୟାନ୍ୟ ଉଦ୍ୟମୀଙ୍କ ପ୍ରତ୍ୟକ୍ଷ ସହଯୋଗରେ ଏହି ୱେବ୍ ସାଇଟ୍ ତିଆରି ହୋଇ କବି, ଲେଖକ, ପାଠକ ଓ
Read More...

ବିସିଏ ପରୀକ୍ଷାରେ ଇମ୍ପେରିଆଲ କଲେଜର ସଫଳତା

ବରଗଡ, (ସତ୍ୟନାରାୟଣ ପ୍ରଧାନ) : ସମ୍ବଲପୁର ବିଶ୍ୱବିଦ୍ୟାଳୟ ଦ୍ୱାରା ପ୍ରକାଶିତ ବିସିଏ ସ୍ନାତକ ପରୀକ୍ଷାରେ ବିଦ୍ୟାବିହାରସ୍ଥିତ ଇମ୍ପେରିଆଲ କଲେଜର ତିନିଜଣ ଛାତ୍ରଛାତ୍ରୀ ଶ୍ରେଷ୍ଠ ୧୦ ଜଣରେ ସ୍ଥାନ ପାଇଛନ୍ତି । ଏଞ୍ଜେଲ ବେହେରା ୮୬•୩୭% ସପ୍ତମ ସ୍ଥାନ, ଅଙ୍କିତ ନାଗ ୮୬•୧୧% ଅଷ୍ଟମ ସ୍ଥାନ
Read More...

ଜନ୍ମ କଲା ମା’ର ଅନ୍ତିମ ସତ୍କାର ପାଇଁ ଆସିଲା ନାହିଁ ଚାକିରିଆ ପୁଅ : ଶବ ସତ୍କାର କଲା ସଂକଲ୍ପ ପରିବାର

ବରଗଡ଼, (ନିରୋଜ କୁମାର ପାଣୀ) : ମା' ଜନ୍ମ ଦେଇଥିଲା ଦୁଇ ପୁଅ, ଆଜି ବ୍ୟାଙ୍କରେ ଚାକିରୀ କରି ବଡ଼ ଲୋକ ପାଳଟିଥିବା ଉଭୟ ପୁଅ ମା'ର ଶେଷ ସମୟରେ ମଧ୍ୟ ପାଖ ମାଡ଼ିଲେ ନାହିଁ । ଶେଷ ଥର ପାଇଁ ମୁଁହ ଦେଖିବାକୁ ମଧ୍ୟ ଚାହିଁଲେ ନାହିଁ । ମା'ର ମୃତ୍ୟୁ ଖବର ପାଇବା ପରେ ମଧ୍ୟ ଶବ ସତ୍କାର ପାଇଁ
Read More...

ବରଗଡ଼ ଏସିସି କାରଖାନା ପରିସରରୁ ଟ୍ରକ ଡ୍ରାଇଭରଙ୍କ ମୃତଦେହ ଉଦ୍ଧାର

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ଏସିସି ସିମେଣ୍ଟ କାରଖାନାରେ ଏକ ଟ୍ରକ ଡ୍ରାଇଭରଙ୍କ ମୃତ ଦେହ ଉଦ୍ଧାର ହୋଇଥିବା ସୂଚନା ମିଳିଛି । ସୂଚନା ମୁତାବକ ଆଜି ଏସିସି ସିମେଣ୍ଟ କାରଖାନା ପରିସରରୁ ଜଣେ ମୃତ ବ୍ୟକ୍ତିଙ୍କ ଶବ ମିଳିଥିଲା । ମୃତ ବ୍ୟକ୍ତି ଚନ୍ଦ୍ରମଣି ପଧାନ(୪୫), ବାପା ଲକ୍ଷ୍ମଣ
Read More...

ଚାଷୀଙ୍କୁ ଶ୍ରଦ୍ଧାଞ୍ଜଳି

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ଉତ୍ତରପ୍ରଦେଶ ଲଖିମ୍‌ପୁର ଖେରି ଅଞ୍ଚଳରେ ଚାଷୀଙ୍କ ପ୍ରତି ହୋଇଥିବା ବର୍ବରକାଣ୍ଡ ଘଟଣାର ପ୍ରତିବାଦରେ ଆଜି ବରଗଡ଼ଠାରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା । ଜୟ କିଷାନ ଆନ୍ଦୋଳନ ଏବଂ ପଶ୍ଚିମ ଓଡ଼ିଶା କୃଷକ ସଂଗଠନ ପକ୍ଷରୁ ସହିଦ ଚାଷୀଙ୍କୁ କ୍ୟାଣ୍ଡେଲ
Read More...

ପ୍ରଧାନ ଶିକ୍ଷକଙ୍କ ଆତ୍ମହତ୍ୟା : କାରଣ ଅସ୍ପଷ୍ଟ

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ଅମ୍ବାଭୋନା ଥାନା ଅନ୍ତର୍ଗତ କୁଠାରପାଲି ଗ୍ରାମର ପ୍ରହଲ୍ଲାଦ ଦାଶ(୫୭)ଙ୍କ ଶବ ଏକ ଗଛରେ ଝୁଲୁଥିବା ଦେଖିବାକୁ ମିଳିଛି । ପ୍ରହଲ୍ଲାଦ ଦାସ ବୃତ୍ତିରେ ଜଣେ ଶିକ୍ଷକ ଥିଲେ ।ତାଙ୍କର ଚାକିରୀ କାଳରେ ସେ ଅମ୍ବାଭୋନା ୟୁପି ସ୍କୁଲରେ ଦୀର୍ଘ ୨୨ବର୍ଷ
Read More...

ପୋଖରୀରେ ବୁଡି ଯୁବକଙ୍କ ମୃତ୍ୟୁ

ବରଗଡ଼, (ନିରୋଜ କୁମାର ପାଣୀ) : ପାର୍ବଣ ଋତୁରେ ସାରା ଅଞ୍ଚଳ ଚଳଚଞ୍ଚଳ ଥିବା ବେଳେ ବରଗଡ଼ ତୁରା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟି ଯାଇଛି । ସୂଚନା ମୁତାବକ ଆଜି ସକାଳ ଭୋର ୫ଟା ସମୟରେ ତୁରା ପ୍ରଧାନ ଟିକ୍ରାରେ ଥିବା ରୁଗୁଡିବନ୍ଧକୁ ସେହି ଗ୍ରାମର ଦେବାନନ୍ଦ ସାହୁ(୩୫) ଓ ତାଙ୍କ ସ୍ତ୍ରୀ
Read More...

ବରିଷ୍ଠ ନାଗରିକ ସଂଘର ନୂଆଁଖାଇ ଭେଟଘାଟ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ସ୍ଥାନୀୟ ସ୍ୱାମୀ ବିବେକାନନ୍ଦ ସ୍ମାରକ କ୍ଲବ ଗୋବିନ୍ଦପାଲି ଠାରେ ବରଗଡ଼ ଜିଲ୍ଲା ସଂଗ୍ରାମୀ ବରିଷ୍ଠ ନାଗରିକ ସଂଘ (ଫେଡେରେସନ)ର ତରଫରୁ ଗତକାଲି ନୂଆଁଖାଇ ଭେଟଘାଟ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଶୁକମୁନି କଠାରଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ମୁଖ୍ୟ
Read More...