Browsing Tag

bargarh news

ସମ୍ବର୍ଦ୍ଧନା ଓ ପୁସ୍ତକ ଉନ୍ମୋଚନ ଉତ୍ସବ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ମହା ବିଦ୍ୟାଳୟ ସ୍ନାତକୋତ୍ତର ଇଂରାଜୀ ଭାଷା ଓ ସାହିତ୍ୟ ବିଭାଗରେ ସ୍ୱାଗତ ସମାରୋହ, ବିଦାୟ ସମ୍ୱର୍ଦ୍ଧନା ଓ ପୁସ୍ତକ ଉନ୍ମୋଚନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବ ଅବସରରେ ଆୟୋଜିତ ସଭାରେ ବିଭାଗୀୟ ମୁଖ୍ୟ ପ୍ରଫେସର ବିହାରୀ ବାଗ ସଭାପତିତ୍ୱ
Read More...

ଗୋରୁ ଚୋରା ଚାଲାଣ ବେଳେ ବରଗଡ ବଜରଙ୍ଗ ଦଳ ଦ୍ଵାରା ଅଟକ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ଗତକାଲି ରାତି ପ୍ରାୟ ୧୨ଟା ସମୟରେ ଛତିଶଗଡରୁ ରାଜ୍ୟ ସୀମା ପାରି ହୋଇ କଲିକତାକୁ ଏକ କଣ୍ଟେନରରେ ଗୋରୁ ଚୋରା ଚାଲାଣ କରୁଥିବା ବେଳେ ବରଗଡ଼ ବଜରଙ୍ଗ ଦଳର କର୍ମୀମାନଙ୍କ ଦ୍ଵାରା ଧରାପଡିଥଲା । ତେବେ ଘଟଣା ସ୍ଥଳକୁ ପୋଲିସ ପହଞ୍ଚିବା ପୂର୍ବରୁ ସମସ୍ତଙ୍କୁ
Read More...

ଜିଲ୍ଲା ପରିଷଦ-ଜିର ଷ୍ଟାଣ୍ଡିଂ କମିଟିର ବୈଠକ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ପରିଷଦ-ଜିର ଷ୍ଟାଣ୍ଡିଂ କମିଟିର ବୈଠକ ଗତକାଲି ଡିଆର୍‌ଡିଏ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ପରିଷଦର ସଭ୍ୟ ଯୁବରାଜ ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ଜିଲ୍ଲାରେ ଶିକ୍ଷା ଓ କ୍ରୀଡ଼ା ସମ୍ପର୍କରେ ଆଲୋଚନା ହୋଇଥିଲା ।
Read More...

ଆମ ପୋଲିସ ସମିତି କାର୍ଯ୍ୟକ୍ରମ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ସହର ମଧ୍ୟରେ ଗତ କିଛି ମାସ ହେବ ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇପଡିଛି । ଏହାକୁ ସୁଧାରିବା ପାଇଁ ବରଗଡ଼ ପୋଲିସ ପକ୍ଷରୁ ଜନ ସାଧାରଣଙ୍କ ସହଯୋଗ ଲୋଡ଼ାଯାଇଛି । ଏହି କ୍ରମରେ ଗତକାଲି ଟାଉନ ଥାନାରେ ଆମ ପୋଲିସ ସମିତି କାର୍ଯ୍ୟକ୍ରମ
Read More...

ଅତାବିରା ହାଇସ୍କୁଲରେ ଓଡ଼ିଶା ସ୍କାଉଟ ଗାଇଡ, ଓଡିଶା ମୋ ପରିବାର ଓ ଜୀବନ ବିନ୍ଦୁର ମିଳିତ ଆନୁକୁଲ୍ୟରେ ରକ୍ତଦାନ ଶିବିର

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଅତାବିରା ବ୍ଲକ ଶିକ୍ଷା ଅଧିନସ୍ଥ ଅତାବିରା ବାଳକ ଉଚ୍ଚ ବିଦ୍ୟାଳୟର ପରିସରରେ ଓଡ଼ିଶା ସ୍କାଉଟ ଗାଇଡ ଏବଂ ଓଡ଼ିଶା ମୋ ପରିବାର, ଜୀବନ ବିନ୍ଦୁଙ୍କ ମିଳିତ ଆନୁକୁଲ୍ୟରେ ମେଗା ରକ୍ତଦାନ ଶିବିର ଆଜି ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଭାରପ୍ରାପ୍ତ
Read More...

କେନ୍ଦ୍ର ମନ୍ତ୍ରୀଙ୍କ ଜନ ଆଶିର୍ବାଦ ଯାତ୍ରା

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଭାରତୀୟ ଜନତା ପାର୍ଟିର ଜନ ଆଶିର୍ବାଦ ଯାତ୍ରା କ୍ରମରେ ଆଜି କେନ୍ଦ୍ର ସରକାରଙ୍କ ଜଳ ଶକ୍ତି ଓ ଆଦିବାସୀ କଲ୍ୟାଣ ମନ୍ତ୍ରୀ ବିଶେଶ୍ୱର ଟୁଡୁ ବରଗଡ଼ ଜିଲ୍ଲା ଗସ୍ତ କରିଥିଲେ । ଏହି ଅବସରରେ ଭାରତୀୟ ଜନତା ପାର୍ଟି ପକ୍ଷରୁ ଘୁଲିପାଲି ସ୍ଥିତ ଜିଲ୍ଲା
Read More...

ନରସିଂହ ବିଶିଙ୍କ ଶ୍ରାଦ୍ଧ ଦିବସ ପାଳିତ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ଟାଉନ ହାଇସ୍କୁଲଠାରେ ସ୍ୱର୍ଗତ ନରସିଂହ ବିଶିଙ୍କ ଶ୍ରାଦ୍ଧବାର୍ଷିକୀ ପାଳିତ ହୋଇଯାଇଛି । ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ ପକ୍ଷରୁ ଆୟୋଜିତ ଉକ୍ତ ଶ୍ରଦ୍ଧାଞ୍ଜଳି ସଭାରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ
Read More...

ଜିଲ୍ଲା ଶିକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନ ବରଗଡ଼ରେ ନୂଆ ଶିକ୍ଷକ ପ୍ରଶିକ୍ଷିକାମାନଂକୁ ସ୍ୱାଗତ ସମ୍ବର୍ଦ୍ଧନା

ବରଗଡ, (ସତ୍ୟନାରାୟଣ ପ୍ରଧାନ) : ଜିଲ୍ଲା ଶିକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନ ବରଗଡ଼ରେ ନୂଆ ଶିକ୍ଷକ ପ୍ରଶିକ୍ଷିକା ସସ୍ମିତା ସାହୁ, ବବିତା ସାହୁ ଏବଂ ରୀମା ଭୋଇ କର ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଇତି ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ପ୍ରଥମ ବର୍ଷ ଗୁରୁ ଛାତ୍ରଛାତ୍ରୀମାନେ
Read More...

ଜିଲ୍ଲା ପରିଷଦ ଇ-ଷ୍ଟାଣ୍ଡିଙ୍ଗ କମିଟି ବୈଠକ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ପରିଷଦ ଇ-ଷ୍ଟାଣ୍ଡିଙ୍ଗ କମିଟିର ବୈଠକ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ସମ୍ମିଳନୀ କକ୍ଷଠାରେ ଆୟୋଜିତ ହୋଇଯାଇଛି । କମିଟିର ଅଧ୍ୟକ୍ଷ ଶଙ୍କର ଖାଲକୋଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲ୍ଲାର ଗ୍ରାମାଞ୍ଚଳଗୁଡିକରେ ଯୋଗାଣ ବିଭାଗର
Read More...

ଲଖିମ୍‌ପୁର ଚାଷୀମାନଙ୍କ ଉପରେ ଗାଡି ଚଢାଇବା ଘଟଣା ବିରୁଦ୍ଧରେ ଜିଲ୍ଲା କଂଗ୍ରେସ ପକ୍ଷରୁ ଧାରଣା ଓ ବିକ୍ଷୋଭ ପ୍ରଦର୍ଶନ

ବରଗଡ, (ସତ୍ୟ ନାରାୟଣ ପ୍ରଧାନ) : ଉତ୍ତର ପ୍ରଦେଶର ଲଖିମ୍‌ପୁରଠାରେ ୩ ତାରିଖରେ ଆନ୍ଦୋଳନରତ ଚାଷୀମାନଙ୍କ ଉପରେ ଗାଡି ଚଳେଇବା ଘଟଣା ବିରୁଦ୍ଧରେ ଆଜି ବରଗଡ ଜିଲ୍ଲା କଂଗ୍ରେସ ପକ୍ଷରୁ ଧାରଣା ଦେବା ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲ୍ଲା କଂଗ୍ରେସ ସଭାପତି ନିହାରରଞ୍ଜନ ମହାନନ୍ଦଙ୍କ
Read More...