ଭୋଟର ଦିବସ ପାଳିତ
ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଆଜି ଜିଲ୍ଲାସ୍ତରୀୟ ଜାତୀୟ ଭୋଟର ଦିବସ ପାଳିତ ହୋଇଯାଇଛି । ଜିଲ୍ଲାପାଳ ମୋନୀଷା ବାନାର୍ଜୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଜିଲ୍ଲାର ଅଧିକାରୀ ଓ ନୂତନ ଭୋଟରମାନେ ଉପସ୍ଥିତ ଥିଲେ । ଏହି ଅବସରରେ ଜିଲ୍ଲାପାଳ!-->…
Read More...
Read More...