Browsing Tag

bargarh news

ରକ୍ତଦାନ ଶିବିର ଆୟୋଜନ କରି ଗୋଲଡେନ୍‌ ବଏକୁ ସ୍ୱାଗତ କଲା ସଂକଲ୍ପ ପରିବାର

ବରଗଡ, (ନିରୋଜ କୁମାର ପାଣୀ) : ବିଶ୍ୱ ବିଜେତା ଗୋଲଡେନ୍‌ ବଏ ପ୍ରମୋଦ ଭଗତଙ୍କ ପାଇଁ ସାରା ବିଶ୍ୱ ଉତ୍ସାହିତ ଥିବା ବେଳେ ଜନ୍ମମାଟି ବରଗଡ଼ରେ ମଧ୍ୟ ବିପୁଳ ସ୍ୱାଗତ ଦିଆଯାଇଛି ହେଲେ ବରଗଡ଼ର ସ୍ବେଛାସେବୀ ସଙ୍ଗଠନ ସଂକଲ୍ପ ପରିବାର ନିଆରା ଢ଼ଙ୍ଗରେ ସୁନାପୁଅ ପ୍ରମୋଦଙ୍କୁ ସ୍ୱାଗତ କରିଥିଲେ ।
Read More...

ପାରାଲିମ୍ପିକସ୍‌ ବିଜେତା ପ୍ରମୋଦ ଭଗତଙ୍କୁ ସମ୍ମାନିତ

ବରଗଡ଼, (ନିରୋଜ କୁମାର ପାଣୀ) : ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଜନ କଲ୍ୟାଣ ସେବା ଟ୍ରଷ୍ଟ ପକ୍ଷରୁ ବରଗଡ଼ ଟାଉନ୍ ହଲ୍ ଠାରେ ପ୍ରମୋଦ ଭଗତଙ୍କୁ ପୁଷ୍ପଗୁଚ୍ଛ ଦେଇ ସମ୍ମାନିତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ମହିଳା ପ୍ରମୁଖ ଶ୍ରୀମତୀ ମେନକା ବାଗ୍, ସମ୍ପାଦିକା ରିତାଞ୍ଜଳି ଦାଶ, ଆଜୀବନ ସଭ୍ୟ
Read More...

ପାରା ବ୍ୟାଟମିଣ୍ଟନ ଖେଳାଳି ପ୍ରମୋଦ ଭଗତଙ୍କୁ ବରଗଡ଼ ଠାରେ ଭବ୍ୟ ସମ୍ବର୍ଦ୍ଧନା

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ଅତାବିରାର ପାର ଅଲମ୍ପିକ ସ୍ୱର୍ଣ୍ଣ ପଦକ ବିଜେତା ବ୍ୟାଟମିଣ୍ଟନ ଖେଳାଳି ପ୍ରମୋଦ ଭଗତଙ୍କୁ ଆଜି ବରଗଡ଼ ସଦର ମହକୁମା ସ୍ଥିତ ବିଜୁ ପଟ୍ଟନାୟକ ଟାଉନ ହଲ୍ ଠାରେ ନାଗରିକ କମିଟି ଗୁଡିକ ପକ୍ଷରୁ ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା ।
Read More...

ଆଞ୍ଚଳିକ ବାରିକ ସମାଜର ଶାଖା ସଂଗଠନ ଗଠନ ବୈଠକ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଅନ୍ତର୍ଗତ ଗୁତିପାଲି କଲ୍ୟାଣ ମଣ୍ଡପଠାରେ ଆଞ୍ଚଳିକ ବାରିକ ସମାଜ ସଂଘ ତରଫରୁ ସଭାପତି ହାରାଧନ ବାରିକଙ୍କ ସଭାପତିତ୍ୱରେ ବାରିକ ସମାଜ ଶାଖା ସଂଗଠନ ଗଠିତ ହୋଇଯାଇଛି । ଉକ୍ତ ସଭାରେ ଅତିଥି ମାନଙ୍କର ଗୋଡ଼ ଧୋଇବା ସହ ଚନ୍ଦନ,
Read More...

ଶ୍ରୀ ଶ୍ରୀ ଶ୍ୟାମ ବିହାରୀଙ୍କ ଗୁଣଗାନ ରଥକୁ ବରଗଡ଼ରେ ସ୍ୱାଗତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବିଶ୍ଵ ଶାନ୍ତି ଏବଂ କରୋନା କାଳରେ ଦୁଃଖ ଗ୍ରସ୍ତ ଲୋକଙ୍କ ଆତ୍ମିକ ଚିନ୍ତନ ବୃଦ୍ଧି ସକାଶେ ରାଜସ୍ଥାନର ଶ୍ରୀ ଶ୍ରୀ ଶ୍ୟାମ ବିହାରୀ ଖାଟୁ ନରେଶଙ୍କ ଧାମରୁ ଭାରତ ଯାତ୍ରାରେ ବାହାରି ଥିବା ଶ୍ରୀ ଶ୍ରୀ ଶ୍ୟାମ ଅଖଣ୍ଡ ଜ୍ୟୋତି ରଥର ବରଗଡ଼ଠାରେ ଭବ୍ୟ ସ୍ଵାଗତ
Read More...

ନିଜ ଜନ୍ମ ମାଟିକୁ ଫେରିଲେ ସ୍ୱର୍ଣ୍ଣ ପଦକ ବିଜେତା ପ୍ରମୋଦ ଭଗତ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଅତାବିରା ବ୍ଲକର ଟୋକିଓ ପାରାଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ବିଜେତା ପ୍ରମୋଦ ଭଗତ ଆଜି ନିଜ ମାଟି ବରଗଡ ଜିଲ୍ଲା ଅତାବିରାରେ ପହଞ୍ଚିଛନ୍ତି । ତାଙ୍କୁ ଗୋଡ଼ଭଗା କ୍ୟାମ୍ପରୁ ସ୍ୱାଗତ କରାଯାଇଥିଲା । ଏକ ଭବ୍ୟ ଶୋଭାଯାତ୍ରାରେ ଅତାବିରା ଅଣାଯାଇ
Read More...

ଭଗବାନ ମିଶ୍ର ସ୍ମୃତି ସମିତି ତରଫରୁ ହିନ୍ଦୀ ଦିବସ ପାଳନ

ବରଗଡ, (ନିରୋଜ କୁମାର ପାଣୀ) : ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ହିନ୍ଦୀ ବିଭାଗଠାରେ ଭଗବାନ ମିଶ୍ର ସ୍ମୃତି ସମିତି ତରଫରୁ 'ହିନ୍ଦୀ ଦିବସ' ପାଳିତ ହୋଇ ଯାଇଛି । ସମିତିର ସଭାପତି ସରଦାର ପ୍ରୀତମ ସିଂଙ୍କ ସଭପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଟାଉନ ହାଇସ୍କୁଲର
Read More...

କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କୁ ଭେଟି ବିଭିନ୍ନ ଦାବୀ ଜଣାଇଲେ ଭାଜପା ବରଗଡ଼ ଜିଲ୍ଲା ସଭାପତି

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ନୂଆଦିଲ୍ଲୀ ସ୍ଥିତ ତାଙ୍କ ବାସଭବନରେ ଆଜି ଭାଜପା ଜିଲ୍ଲା ସଭାପତି ଅଶ୍ୱିନୀ ଷଡ଼ଙ୍ଗୀ ଭେଟି ବରଗଡ଼ ଶିକ୍ଷା ବ୍ୟବସ୍ଥାରେ ସୁଧାର ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରିବାକୁ ଏକ ଦାବୀପତ୍ର ପ୍ରଦାନ
Read More...

ଗୋଷ୍ଠୀ ସହାୟିକା ନିଯୁକ୍ତିରେ ଅନିୟମିତତା ଅଭିଯୋଗ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ଭଟଲି ବ୍ଲକ ଅନ୍ତର୍ଗତ ନୂଆଁପାଲି ଗୋଷ୍ଠୀ ସହାୟିକା ନିଯୁକ୍ତିରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି । ଶିକ୍ଷାଗତ ଯୋଗ୍ୟତା ଓ ଅଭିଜ୍ଞତା ଥାଇ ମଧ୍ୟ ବବିତା ମିଶ୍ରଙ୍କୁ ଏହି ପଦବୀ ପାଇଁ ସୁଯୋଗ ନଦେଇ ଟଙ୍କା ନେଇ ଅନ୍ୟ ଜଣକୁ ନିଯୁକ୍ତି ଦେଇଥିବା ବବିତା
Read More...

ସସ୍ତୁପାଲି ଗ୍ରାମବାସୀଙ୍କ ତରଫରୁ ନୂଆଁଖାଇ ଭେଟଘାଟ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଚକରକେନ ପଞ୍ଚାୟତ ଅଧିନରେ ଥିବା ସସ୍ତୁପାଲି ଗ୍ରାମବାସୀଙ୍କ ତରଫରୁ ନୂଆଁଖାଇ ଭେଟଘାଟ ଉତ୍ସବ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ତଥା ବରଗଡ ବିଧାୟକ ଦେବେଶ ଆଚାର୍ଯ୍ୟ ତଥା ୟୁବ ସଂଗଠକ ଉମେଶ
Read More...