Browsing Tag

bargarh news

ନମିତାଙ୍କୁ ଆର୍ଥିକ ପୁରସ୍କାର

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ର ସୁନା ଝିଅ ମମତା ପ୍ରଧାନଙ୍କୁ ଗତକାଲି ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ଏହି ଅବସରରେ ବରଗଡ଼ ମାରୁତି ଏନକ୍ଲେଭ ଠାରେ ଓଡ଼ିଶା ମାଷ୍ଟର ଆଥଲେଟିକ ଏସୋସିଏସନ ପକ୍ଷରୁ ଆୟୋଜିତ ସମର୍ଦ୍ଧନା ସଭାରେ ସର୍ଦାର ପ୍ରୀତମ
Read More...

ଭଟଲି ଦଧିବାମନ କଲେଜର ନୂତନ କୋଠା ଉଦ୍‌ଘାଟିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଆଜି ଶ୍ରୀ ଗଣେଷ ପୂଜା ଉପଲକ୍ଷେ ଭଟଲି ସ୍ଥିତ ଦଧିବାମନ ମହାବିଦ୍ୟାଳୟର ନୂତନ କୋଠାକୁ ଗ୍ରାମ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ଉଦ୍‌ଘାଟନ କରିଛନ୍ତି । ରାଜ୍ୟ ସରକାରଙ୍କ ବିଭିନ୍ନ ପାଣ୍ଠିରୁ ନିର୍ମିତ ଉକ୍ତ କୋଠାଘରକୁ ଉଦ୍‌ଘାଟନ ପରେ ସେଠାରେ ରାଜ୍ୟ
Read More...

ବିଜୁ ମହିଳା ଜନତା ଦଳ ପକ୍ଷରୁ ରକ୍ତଦାନ ଶିବିର

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଭଟଲିଠାରେ ପବିତ୍ର ଶ୍ରୀ ଗଣେଷ ଚତୁର୍ଥୀ ତିଥିରେ ବରଗଡ଼ ବିଜୁ ମହିଳା ଜନତା ଦଳ ପକ୍ଷରୁ ଓଡ଼ିଶା ମୋ ପରିବାର ଓ ଜୀବନ ବିନ୍ଦୁ ସହାୟତାରେ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ଏହି ଶିବିରକୁ ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ
Read More...

ସବୁ ବେଳେ ଅସହାୟଙ୍କ ସେବାରେ ଉତ୍ସରଗୀକୃତ ନିଷ୍ଠା ପରିବାର

ବରଗଡ, (ନିରୋଜ କୁମାର ପାଣୀ) : ଗତ ୭ ତାରିଖ ଦିନ ତେନ୍ତେଲ ଶିରା, କର୍ଲାଜୁରି ଠାରେ ଝୁଲନ୍ତା ଅବସ୍ଥାରେ ଏକ ଶବ ଉଦ୍ଧାର କରିଥିଲେ ଭଟଲି ପୋଲିସ । ସୂଚନା ଅନୁସାରେ ଆତ୍ମହତ୍ୟା କରିଥିବା ବ୍ୟକ୍ତିଙ୍କ ଆନୁମାନିକ ବୟସ ପାଖାପାଖି ୪୦ରୁ ୪୫ ବର୍ଷ ହେବ । ତାଙ୍କ ମୃତ ଶରୀର ସମ୍ପୂର୍ଣ୍ଣ ପଚି
Read More...

ଅଳିଆ ଆବର୍ଜନାରେ ପରିପୂର୍ଣ୍ଣ ହୋଇ ପଡିଛି ବରଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ

ବରଗଡ, (ନିରୋଜ କୁମାର ପାଣୀ) : ଅଳିଆ ଆବର୍ଜନାରେ ପରିପୂର୍ଣ୍ଣ ହୋଇ ପଡିଛି ବରଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ । ସୂଚନା ଅନୁସାରେ ଯୁଆଡେ ଦେଖିବେ କୁଢ କୁଢ ଅଳିଆ । ଚିକିତ୍ସାଳୟରୁ ବାହାରୁଥିବା ଆବର୍ଜନା ସବୁକୁ ଏକ ନିର୍ଦ୍ଧିଷ୍ଟ ଜାଗାରେ ନଷ୍ଟ କରିବା କଥା କାରଣ ତାହା ବିଭିନ୍ନ ରୋଗୀ
Read More...

ଓସାକା ହାଇଦ୍ରାବାଦ ପକ୍ଷରୁ ନବପ୍ରଭାତ ଗୁରୁକୁଳ ଆଶ୍ରମକୁ ପୁସ୍ତକ ବଣ୍ଟନ

ବରଗଡ, (ସତ୍ୟନାରାୟଣ ପ୍ରଧାନ) : ନୂଆଁଖାଇ ଅବସରରେ ହାଇଦ୍ରାବାଦ ସ୍ଥିତ ପ୍ରବାସୀ ପଶ୍ଚିମ ଓଡିଶାବାସୀଙ୍କ ଅଗ୍ରଣୀ ସଂଗଠନ ପଶ୍ଚିମ ଓଡିଶା ସାମାଜିକ ଏବଂ ସାଂସ୍କୃତିକ ଅନୁଷ୍ଠାନ ‘ଓସାକା’ର କର୍ମକର୍ତ୍ତା ମାନେ ବରଗଡ ଜିଲ୍ଲାର ନୂଆଁପାଲି (କନ୍‌ସିଂହା) ସ୍ଥିତ ନବପ୍ରଭାତ ଗୁରୁକୁଳ ଆଶ୍ରମ
Read More...

ଜିଲ୍ଲାପାଳଙ୍କ ଦ୍ଵାରା ମମତା ସମ୍ବର୍ଦ୍ଧିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଶେଷ ହୋଇଥିବା ରାଜ୍ୟ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତାରେ ବରଗଡ଼ ଜିଲ୍ଲାରୁ ପ୍ରତିନିଧିତ୍ଵ କରିଥିବା ମହିଳା ଆଥଲେଟ୍ ମମତା ପ୍ରଧାନ କୃତୀତ୍ବ ହାସଲ କରିଥିବାରୁ ଜିଲ୍ଲାପାଳ ମୋନୀଷା ବାନାର୍ଜୀ ଆଜି ତାଙ୍କୁ ଉପଢ଼ୌକନ ଦେଇ
Read More...

ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ତରଫରୁ ବ୍ୟକ୍ତିତ୍ୱ ବିକାଶ କାର୍ଯ୍ୟଶାଳା ଅନୁଷ୍ଠିତ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ଅତାବିରା ନଗର ଶାଖା ତରଫରୁ ସ୍ଥାନୀୟ ଲରାସରା ଉଚ୍ଚ ବିଦ୍ୟାଳୟରେ ବ୍ୟକ୍ତିତ୍ୱ ବିକାଶ କାର୍ଯ୍ୟଶାଳା ଅନୁଷ୍ଠିତ ହୋଇଯାଇଛି ଏଥିରେ ଲରାସରା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମନବୋଧ ମାଝୀ, ଖଇରପାଲି ୟୁଜିୟୁପିସ୍କୁଲର
Read More...

ଜହ୍ନ।ପଡାରେ ନୂଆଁଖାଇ ଯୋଟ୍ ଯାଟ୍‌ ଆୟୋଜିତ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ ପୂର୍ବରୁ ଅସହାୟ ମାନଙ୍କୁ ଅଢି଼ଆ ଭେଟ ଦେବା କାର୍ଯ୍ୟକ୍ରମ ଗତକାଲି ଅନୁଷ୍ଠିତ ହୋଇଯାଇଛି । ବରଗଡ଼ ଅତାବିରା ବ୍ଲକ ଜହ୍ନ।ପଡା କଲ୍ୟାଣ ମଣ୍ଡପଠାରେ ସ୍ବେଛାସେବୀ ସଂଗଠନ ଦ୍ୱାରା ଆୟୋଜିତ ହୋଇଥିବା ଏହି ଆୟୋଜନରେ ୧୮ ଜଣ
Read More...

ପ୍ରମୋଦ ଭଗତ ଆସନ୍ତା କାଲି ଓଡ଼ିଶା ପହଞ୍ଚିବେ

ବରଗଡ, (ସତ୍ୟ ନାରାୟଣ ପ୍ରଧାନ) : ଓଡିଶାର ପାରା ବ୍ୟାଡମିଣ୍ଟନ ଖେଳାଳୀ ତଥା ବିଶ୍ୱର ନମ୍ବର ଏକ ପାରା ବ୍ୟାଡମିଣ୍ଟନ ଖେଳାଳୀ ଟୋକିୟୋ ଅଲିମ୍ପିକ୍ସରେ ଏକକ ପ୍ରତିଯୋଗିତାରେ ସ୍ଵର୍ଣ୍ଣ ପଦକ ବିଜୟୀ ହେବା ପରେ ଆସନ୍ତା କାଲି ପ୍ରମୋଦ ଭଗତ ଓଡ଼ିଶା ଫେରୁଛନ୍ତି । ସେ ଆସନ୍ତା କାଲି ଏୟାର ଇଣ୍ଡିଆର
Read More...