Browsing Tag

bargarh news

ସ୍ୱର୍ଗତ ଷଡ଼ଙ୍ଗୀଙ୍କ ସ୍ମୃତିରେ ରକ୍ତଦାନ ଶିବିର

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଭେଡେନ ବ୍ଳକ ଅନ୍ତର୍ଗତ ବକଟି ଗ୍ରାମ ସ୍ଥିତ ପ୍ରାଥମିକ ବିଦ୍ୟାଳୟ ପରିସରରେ ଭେଡେନ ବ୍ଳକର ସାମ୍ବାଦିକ ସ୍ୱର୍ଗତ ମଣ୍ଟୁ ଷଡ଼ଙ୍ଗୀଙ୍କ ବାର୍ଷିକ ଶ୍ରାଦ୍ଧ ଦିବସ ଅବସରରେ ତାଙ୍କ ସ୍ମୃତି ଉଦ୍ଦେଶ୍ୟରେ ଏକ ରକ୍ତଦାନ ଶିବିର ସହ ଏକ ସଭା ଅନୁଷ୍ଠିତ
Read More...

ସ୍ୱାଧୀନତାର ୭୫ ବର୍ଷ ଅବସରରେ ଅମୃତ ମହୋତ୍ସବ ପାଳିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ସ୍ୱାଧୀନତାର ୭୫ ବର୍ଷ ଅବସରରେ ସ୍ୱାଧୀନତା ସପ୍ତାହ ପାଳନ ସମ୍ମିଳନୀ ବରଗଡ଼ ବିଜୁ ପଟ୍ଟନାୟକ ଟାଉନ ହଲ୍‌ଠାରେ ପାଳିତ ହୋଇଯାଇଛି । ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ସଂସ୍କୃତି ପରିଷଦ ଦ୍ୱାରା ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ
Read More...

ସଂଖୋଳିଆ ମିଲର ପର୍ଦାଫାସ : ମିଲ୍‌ ଓଜନ କଣ୍ଟାରେ ଧକ୍କା ଖାଉଛନ୍ତି ଚାଷୀ

ବରଗଡ, (ନିରୋଜ କୁମାର ପାଣୀ) : ଓଡ଼ିଶାର ଭାତ ହାଣ୍ଡି ତଥା ଚାଷୀ ବହୁଳ ଅଞ୍ଚଳ ଭାବେ ବେଶ ପରିଚିତ ବରଗଡ଼ ଜିଲ୍ଲା । ଅତାବିରା ବ୍ଲକ ସରଣ୍ଡା ଛକ(ଏନ୍‌ଏଚ୍‌୬) ପେଟ୍ରୋଲ ଟାଙ୍କି ନିକଟସ୍ଥ ସଂଖୋଳିଆ ମିଲ୍‌ରେ ଜଣେ ଚାଷୀ ୧୧ ପକେଟ୍‌ ଧାନ ବିକ୍ରି କରି ଯାଇଥିବା ବେଳେ ୧୧ ପକେଟ ଧାନ ଓ ଏକ ଡାଲା
Read More...

ଚକୁଳି ପଞ୍ଚାୟତରେ ନୂତନ ଭାବେ କୃଷକ ସଂଗଠନ ଗଠିତ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଚକୁଳି ପଞ୍ଚାୟତର ୩ଟି ଗ୍ରାମକୁ ନେଇ ରାମ ରତ୍ନାକର ପ୍ରଧାନଙ୍କ ସଭାପତିତ୍ୱରେ କୃଷକ ସଂଘଠନ ଗଠିତ ହୋଇଯାଇଛି । ପୂର୍ବବର୍ତ୍ତୀ ସଭାର ବିବରଣୀ ପାଠ କରିଥିଲେ ଏବଂ ତାହା ନିର୍ଦ୍ଦେଶ କ୍ରମେ ସଭ୍ୟ ମାନଙ୍କ ସହ ବିଭିନ୍ନ କମିଟି ଗଠନ
Read More...

ବରଗଡ ଜିଲ୍ଲାକୁ ମରୁଡି ପ୍ରପୀଡ଼ିତ ଜିଲ୍ଲା ଘୋଷଣା କରିବାକୁ ଜିଲ୍ଲା କଂଗ୍ରେସର ଦାବୀ

ବରଗଡ, (ସତ୍ୟ ନାରାୟଣ ପ୍ରଧାନ) : ଜିଲ୍ଲା କଂଗ୍ରେସ କମିଟିର ପରିବର୍ଦ୍ଧିତ କାର୍ଯ୍ୟକାରୀ କମିଟିର ବୈଠକ ଆଜି ଜିଲ୍ଲା ସଭାପତି ନିହାର ରଞ୍ଜନ ମହାନନ୍ଦଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଟାଉନ ହଲରେ ଅନୁଷ୍ଠିତ ଏହି ସଭାରେ ଜିଲ୍ଲା କଂଗେସର ସମସ୍ତ ବରିଷ୍ଠ ନେତୃମଣ୍ଡଳୀ ଓ
Read More...

ବିଜୁ ଯୁବ ଛାତ୍ର ଜନତା ଦଳ ତରଫରୁ ରକ୍ତଦାନ ଶିବିର

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : କରୋନା ମହାମାରୀ ସମୟରେ ରକ୍ତାଭାବକୁ ଦୂର କରିବା ପାଇଁ ବିଧାୟକ ଦେବେଶ ଆଚାର୍ଯ୍ୟଙ୍କ ତତ୍ୱାବଧାନରେ ଆଜି (ଗ୍ରାମ ବିକାଶ) ପାତରପାଲି, କୁରୁଆଁ ଠାରେ ଓଡ଼ିଶା ମୋ ପରିବାର ଆନୁକୂଲ୍ୟରେ ବିଜୁ ଯୁବ ଛାତ୍ର ଜନତା ଦଳ ତରଫରୁ ବରଗଡ଼ରେ ଏକ ସ୍ୱେଛାକୃତ ରକ୍ତଦାନ
Read More...

କୋଭିଡ କଟକଣା ମଧ୍ୟରେ ବରଗଡ଼ରେ ଜନ୍ମାଷ୍ଟମୀ ମହୋତ୍ସବ ପାଳିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : କୋଭିଡ କଟକଣା ମଧ୍ୟରେ ବରଗଡ଼ର ବିଭିନ୍ନ ସ୍ଥାନରେ ପବିତ୍ର ଜନ୍ମାଷ୍ଟମୀ ମହୋତ୍ସବ ପାଳିତ ହୋଇଯାଇଛି । ଗୌରପଡା, ଅମ୍ବାପାଲି ସ୍ଥିତ ବେଣୁବାବା ମଠ, କଲେଜ ରୋଡ଼ ରାଧାକୃଷ୍ଣ ମନ୍ଦିର, ହାଟପଦା ରାଧାକୃଷ୍ଣ ମନ୍ଦିର ଠାରେ ଶ୍ରୀକୃଷ୍ଣଙ୍କ ଜନ୍ମାଷ୍ଟମୀ
Read More...

ସୌମ୍ୟକାନ୍ତ ବଲିଆରସିଂ ପୋଲିସ ପଦକରେ ସମ୍ମାନିତ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ଟାଉନ ଥାନା ପୋଲିସରେ କାର୍ଯ୍ୟରତ ଏସଆଇ ସୌମ୍ୟକାନ୍ତ ବଲିଆରସିଂ ଆଜି ତାଙ୍କ ଉତ୍ତମ କାର୍ଯ୍ୟ ପାଇଁ ପୋଲିସ ପଦକରେ ସମ୍ମାନିତ ହୋଇଛନ୍ତି । ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଆଜି ରାଉରକେଲା ଠାରେ ଅନୁଷ୍ଠିତ ଏକ ସମାରୋହରେ ଏହି ସମ୍ମାନ ପ୍ରଦାନ କରିଥିଲେ
Read More...

ଭିଜିଲାନ୍ସ ଜାଲରେ ପଡ଼ିଲେ ବିଜେପୁର ବିଡ଼ିଓ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଗତ କିଛି ଦିନ ହେବ ବରଗଡ଼ ଜିଲ୍ଲାର ଦୁର୍ନୀତି ଖୋର ସରକାରୀ କର୍ମଚାରୀ ଉପରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ କରାଯାଇ ବିପୁଳ ପରିମାଣର ଆୟ ବହିର୍ଭୁତ ସମ୍ପତ୍ତି ଜବତ କରିଯିବା ଘଟଣା ଦୁର୍ନୀତି ଖୋର ସରକାରୀ ବାବୁଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି କରିଛି ।
Read More...

ଓଡ଼ିଶା ସଂଗୀତ ନାଟକ ଏକାଡେମୀ ପୁରସ୍କାର ପାଇଁ ମନୋନୀତ ହରି ମିଶ୍ର ଏବଂ ସୁଶିଲାଙ୍କୁ ଶୁଭେଚ୍ଛା

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଓଡ଼ିଶା ସଂଗୀତ ନାଟକ ଏକାଡେ଼ମୀ ପୁରସ୍କାର ପାଇଁ ବରଗଡ଼ର ବର୍ଷିଆନ ନିର୍ଦ୍ଦେଶକ ହରିହର ମିଶ୍ର ଏବଂ ଅଭିନେତ୍ରୀ ଶୁଶିଲା ନାୟାର ମନୋନୀତ ହେବା ପରେ ତାଙ୍କୁ ବିଭିନ୍ନ ସହରରୁ ଶୁଭେଚ୍ଛା ଜ୍ଞାପନ କରାଯାଇଛି । ରାଜ୍ୟ ସଭା ସାଂସଦ ପ୍ରସନ୍ନ ଆଚାର୍ଯ୍ୟ ଏହି
Read More...