Browsing Tag

bargarh news

ବରଗଡ଼ ପ୍ରବେଶ ପଥର ନାଁ ରଖାଯାଉ ବାଜପେୟୀ ଛକ: ସାଂସଦ ପ୍ରଦୀପ ପୁରୋହିତ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ସହରର ମୁଖ୍ୟ ପ୍ରବେଶପଥର ଛକକୁ ବାଜପେୟୀଙ୍କ ନାଁରେ କରାଯାଉ । ଏଭଳି ଦାବି କରିଛନ୍ତି ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ । କେନ୍ଦ୍ର ରାଜପଥ ଓ ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀଙ୍କୁ ଭେଟି ଏ ସମ୍ପର୍କରେ ଲିଖିତ ପ୍ରସ୍ତାବ ଦେଇଛନ୍ତି । ବରଗଡ଼ ସଂସଦୀୟ
Read More...

ବିଜେପୁର ବ୍ଲକସ୍ତରୀୟ ନିପୁଣ ମେଳା : ୧୫୫ଟି ଶିକ୍ଷଣ ସାମଗ୍ରୀ ପ୍ରକଳ୍ପ ପ୍ରଦର୍ଶିତ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ବିଜେପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ବ୍ଲକସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ସଂକର୍ଷଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆୟୋଜିତ ସମାରୋହକୁ ଗୋଷ୍ଠୀ ଶିକ୍ଷା ଅଧିକାରୀ ନାରାୟଣ ଭୁଏ ଅଧ୍ୟକ୍ଷତା କରିଥିଲେ ।
Read More...

ଜାରିଂ କ୍ଲଷ୍ଟରସ୍ତରୀୟ ନିପୁଣ ମେଳା

ସମ୍ବର୍ଦ୍ଧିତ ହେଲେ ୧୭ ଏଫ୍‌ଏଲ୍‌ଏନ୍ ଶିକ୍ଷକ ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ବିଜେପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ ଜାରିଂ କ୍ଲଷ୍ଟରସ୍ତରୀୟ ନିପୁଣ ମେଳା ଅନୁଷ୍ଠିତ ହୋଇଯାଇଛି । ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଏମ.ଗଣ୍ଡପାଲିରେ ଆୟୋଜିତ ଏହି ମେଳାକୁ
Read More...

ବାନ୍ଦୁପାଲି କ୍ଲଷ୍ଟରରେ ନିପୁଣ ମେଳା

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ବିଜେପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ବାନ୍ଦୁପାଲି କ୍ଲଷ୍ଟରର ନିପୁଣ ଓଡ଼ିଶା ମେଳା ବରମୁଣ୍ଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ
Read More...

ଧାନ କିଣାବିକା ଠପ୍ : କଟନି ଛଟନି, ଟୋକନ ଲେପ୍ସ ସମସ୍ୟା

ସୋହେଲାରେ ମୁଖ୍ୟମନ୍ତ୍ରୀ ସମାବେଶରେ ମିଲର୍ସଙ୍କ ଠୁଁ ଚାନ୍ଦା ଆଦାୟର ତଦନ୍ତ ନିର୍ଦ୍ଦେଶ ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲାର ବିଭିନ୍ନ ମଣ୍ତିରେ ଓ ମାର୍କେଟ ୟାର୍ଡରେ ପର୍ଯ୍ୟାପ୍ତ ପରିମାଣରେ ଧାନ ପଡିରହିଛି । ବିଜୁ ଜନତା ଦଳ ସରକାର ସମୟରେ ଯେପରି ମିଲର୍ସ ମାନେ ମନ ମର୍ଜି
Read More...

ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟରେ ବୀର ସୁରେନ୍ଦ୍ର ସାଏ ଏବଂ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଳିତ

ବରଗଡ଼, (ନିରୋଜ କୁମାର ପାଣୀ) : ସ୍ଥାନୀୟ ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟ ଠାରେ ଦେଶର ଦୁଇ ବରପୁତ୍ର ବୀର ସୁରେନ୍ଦ୍ର ସାଏ ଏବଂ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । ମାନସିକ ଅନାଗ୍ରସର ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମେଘନାଦ ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ
Read More...

ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟରେ ବୀର ସୁରେନ୍ଦ୍ର ସାଏ ଏବଂ ନେତାଜୀ ସୁବାଷ ବୋଷ ଜୟନ୍ତୀ

ବରଗଡ଼, (କେପିଏନ୍‌ଏସ୍‌) : ସ୍ଥାନୀୟ ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟଠାରେ ଦେଶର ଦୁଇ ବରପୁତ୍ର ବୀର ସୁରେନ୍ଦ୍ର ସାଏ ଏବଂ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । ମାନସିକ ଅନାଗ୍ରସର ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମେଘନାଦ ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ଉକ୍ତ
Read More...

ଶ୍ରୀରାମ ମନ୍ଦିର ପ୍ରତିଷ୍ଠା ଦିବସ ବାର୍ଷିକ ଦିବସ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିରରେ ୫୧ ୟୁନିଟ ରକ୍ତ ସଂଗ୍ରହ

ବରଗଡ଼, (ନିରୋଜ କୁମାର ପାଣୀ) : ପ୍ରଭୁ ଶ୍ରୀରାମଙ୍କ ଜନ୍ମଭୂମି ଅଯୋଧ୍ୟା ଠାରେ ଶ୍ରୀରାମଙ୍କ ଭବ୍ୟ ମନ୍ଦିର ପ୍ରତିଷ୍ଠାର ବାର୍ଷିକ ଉତ୍ସବ ଅବସରରେ ଆଜି ବରଗଡ଼ ଭଟଲି ଛକ ନିଶାନ୍ତ ଦେବତା ପୋଲି କ୍ଲିନିକରେ ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ତରଫରୁ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର
Read More...

ଜାରିଂ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସାଧାରଣ ସଭା ଅନୁଷ୍ଠିତ

ମେଧାବୀ ଛାତ୍ରୀଙ୍କ ପାଇଁ ଏକ ଲକ୍ଷ ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ବିଜେପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ ଜାରିଂ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି । ଏଥିରେ ସ୍ଥାନୀୟ ସ୍କୁଲର ପ୍ରଧାନ ଶିକ୍ଷକ ଭାଦ୍ରବ ପାଣ୍ଡେ
Read More...

ଧନୁଯାତ୍ରାରେ ନିଖୋଜ ଯୁବତୀ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର ଘଟଣା : ନ୍ୟାୟ ଦାବିରେ ୧୨ ଘଣ୍ଟିଆ ବରଗଡ଼ ବନ୍ଦ ଡାକରା

ବରଗଡ଼ : ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର ଘଟଣାର ମୁଖ୍ୟ ଅଭିଯୁକ୍ତ ଫେରାର ଥିବା ବେଳେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି । ସେମାନେ ହେଲେ ବିଜେପୁର ବ୍ଲକ ପୁଟୁକାର ସର୍ଜନ ଡନସେନା (୩୬), ପ୍ରହଲ୍ଲାଦ ଦାଶ (୩୩) ଏବଂ ଜଗଦଲପୁର ଥାନା ଅନ୍ତର୍ଗତ
Read More...