Browsing Tag

bargarh news

କରୋନା ସଚେତନତା ଓ ମାକ୍ସ ବଣ୍ଟନ

ବରଗଡ଼, (ନିରୋଜ କୁମାର ପାଣୀ) : ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଜନ କଲ୍ୟାଣ ସେବା ଟ୍ରଷ୍ଟ ପକ୍ଷରୁ ଗୋଡଭଗା ସାରସ୍ୱତ ମହାବିଦ୍ୟାଳୟରେ ୩୦୦ ଜଣ ଛାତ୍ରଛାତ୍ରୀ ମାନଙ୍କୁ ସଚେତନତା ଓ ମାକ୍ସ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟଅତିଥି ଭାବେ ଜନ କଲ୍ୟାଣ ସେବା ଟ୍ରଷ୍ଟର
Read More...

୫ଶହ କଫ ସିରଫ ଜବତ ସହ ୨ ଜଣଙ୍କୁ କୋର୍ଟ ଚାଲାଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ପୋଲିସ ୫ଶହ କଫ ସିରଫ ଜବତ କରିବା ସହ ୨ ଜଣକୁ ଗିରଫ କରିଥିବା ଖବର ମିଳିଛି । ସୂଚନା ଅନୁସାରେ ଝାରବନ୍ଧ ଅଞ୍ଚଳରୁ କୋଶଲ ଚନ୍ଦ୍ର ସାହୁ, ଶୁଶିଲ ବନଛୋର, କଫ ସିରଫ ଚାଲାଣ କରୁଥିବା ନେଇ ପାଇକମାଲ ପୋଲିସ କୌଣସି
Read More...

ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ଉତ୍ସବ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରପାଲି ମହାବିଦ୍ୟାଳୟର ସମ୍ମିଳନୀ କକ୍ଷଠାରେ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ୧୫୯ ତମ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି । ଓଡ଼ିଶା ସାହିତ୍ୟ ଏକାଡେମୀର ସଭ୍ୟ ତଥା ସମାଜ ଖବର କାଗଜର ପୂର୍ବତନ ସମ୍ପାଦକ ବାମାପଦ
Read More...

ରକ୍ଷା ବନ୍ଧନ ଓ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ଉତ୍ସବ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଚକରକେନ୍ଦ ଛକ ଠାରେ ଥିବା ଶାନ୍ତି ତପୋବନ ଆଶ୍ରମ, ମାତୃଛାୟା, ବାନପ୍ରସ୍ଥ ଆନୁକୂଲ୍ୟରେ ଅନୁଷ୍ଠିତ ପବିତ୍ର ରକ୍ଷା ବନ୍ଦନ ଓ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବକୁ ସୋହେଲା କଲେଜର ପୂର୍ବତନ ଅଧକ୍ଷ
Read More...

ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ଉତ୍ସବ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ଉତ୍ସବ ଜିଲ୍ଲାର ବିଭିନ୍ନ ସ୍ଥାନରେ ପାଳିତ ହୋଇଯାଇଛି । ଜିଲ୍ଲାର ସଦର ମହକୁମାଠାରେ ଆଜି ସକାଳୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ମୋନୀଷା ବାନାର୍ଜୀ ଗୋଶାଳା ଛକଠାରେ
Read More...

ବେହେରାପାଲିଠାରେ ମେହେର ଜୟନ୍ତୀ ପାଳନ

ବରଗଡ, (ସତ୍ୟନାରାୟଣ ପ୍ରଧାନ) : ସୋହେଲା ବେହେରାପାଲିଠାରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଚନ୍ଦ୍ରଶେଖର ବାରିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଶିକ୍ଷାବିତ ଗିରିଜା ଶଙ୍କର ଆଚାର୍ଯ୍ୟ, ସମ୍ମାନିତ
Read More...

ପୂର୍ବତନ ବିଧାୟକ ସୁବଳ ସାହୁଙ୍କ ଶ୍ରାଦ୍ଧୋତ୍ସବ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ପୂର୍ବତନ ବିଧାୟକ ସୁବଳ ସାହୁଙ୍କ ପୂଣ୍ୟ ଶ୍ରାଦ୍ଧୋତ୍ସବ ପାଳିତ ହୋଇଯାଇଛି । ଦିବଂଗତ ବିଧାୟକଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା । ଏଥିରେ ସମାଜ ଖବର କାଗଜର ପୂର୍ବତନ ସମ୍ପାଦକ ବାମାପଦ ତ୍ରିପାଠୀ ଅତିଥି ଭାବେ ଯୋଗ
Read More...

ସମାଜସେବୀ ତଥା ପୂର୍ବତନ ବିଧାୟକ ନିକୁଞ୍ଜ ସିଂଙ୍କ ଶ୍ରାଦ୍ଧ ଦିବସ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରପାଲି ଗଙ୍ଗାଧର ମେହେର କ୍ଲବ ପରିସରରେ ସମାଜସେବୀ ତଥା ପୂର୍ବତନ ବିଧାୟକ ନିକୁଞ୍ଜ ସିଂଙ୍କ ୨୯ ତମ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି । ମହେନ୍ଦ୍ର କୁମାର ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ବିଜେପୁର ବିଧାୟିକା ରୀତା ସାହୁ ଅତିଥି ଭାବେ ଯୋଗ
Read More...

ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଡ଼. ଏସ୍‌.ମୁରଲିଧରଙ୍କ ବରଗଡ଼ ଜିଲ୍ଳା ଗସ୍ତ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ଇ- କୋର୍ଟ ସାର୍ଭିସ ଦ୍ୱାରା ଜନସାଧାରଣ ଅଧିକ ଉପକୃତ ହୋଇପାରିବେ । ଏହା ଦ୍ୱାରା ତ୍ୱରିତ ନ୍ୟାୟ ପ୍ରଦାନ ହୋଇପାରିବ । କୋଭିଡ଼ ମହାମାରୀ ସମୟରେ ଇ-କୋର୍ଟ ସେବା ଅଧିକ ଉପାଦେୟ ହୋଇପାରିଛି ଏବଂ ଏହି ଦିଗପ୍ରତି ସମସ୍ତ ଆଇନଜୀବୀ ଦୃଷ୍ଟି ଦେଲେ ଆଇନ ସେବା ଓ
Read More...

ରାଜ୍ୟ ସରକାରଙ୍କ ୨୭% ପଛୁଆ ବର୍ଗଙ୍କୁ ସଂରକ୍ଷଣ ପ୍ରସ୍ତାବକୁ ପ୍ରତ୍ୟାକ୍ଷାନ : ଓବିସି ସୁରକ୍ଷା ମଂଚ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥାରେ ରାଜ୍ୟ ସରକାର ଘୋଷଣା କରିଥିବା ଓବିସିଙ୍କ ପାଇଁ ୨୭% ସଂରକ୍ଷଣ ପ୍ରସ୍ତାବକୁ ଓଡିଶା ରାଜ୍ୟ ଓବିସି ସୁରକ୍ଷା ମଂଚ ପ୍ରତ୍ୟାକ୍ଷାନ କରୁଛି ବୋଲି ଆଜି ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ମ°ଚରେ ଉପସ୍ଥିତ
Read More...