Browsing Tag

bargarh news

ଜିଲ୍ଲା କ୍ରୀଡା ପ୍ରତିଯୋଗିତା

ବରଗଡ, (ସତ୍ୟନାରାୟଣ ପ୍ରଧାନ) : ଜିଲ୍ଲା କ୍ରୀଡା ସଂସଦ ପକ୍ଷରୁ ଜିଲ୍ଲା କ୍ରୀଡା ପ୍ରତିଯୋଗିତା ଆସନ୍ତା ୨୦ ଓ ୨୧ ତାରିଖ ଦୁଇ ଦିନ ଧରି ସ୍ଥାନୀୟ ମିନି ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଯାଉଛି । ଏଥିରେ ଭାଗ ନେବାକୁ ଥିବା ଜିଲ୍ଲା କ୍ରୀଡା ସଂସଦର ପଞ୍ଜିକୃତ ସଂସ୍ଥା ତଥା ସ୍କୁଲ୍, କଲେଜ ଓ
Read More...

ରକ୍ଷକ ପ୍ରକଳ୍ପ ତାଲିମ ଶିବିର

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ବିକାଶ ସ୍କୁଲ କ୍ୟାମ୍ପସରେ ଗୁରୁବାର ଦିନ ରକ୍ଷକ ପ୍ରକଳ୍ପର ଏକ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କ ପାଇଁ ପ୍ରଥମ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ ହୋଇଥିବାରୁ ଏହି ସମୟ ମଧ୍ୟରେ ତୁରନ୍ତ ପ୍ରାଥମିକ ଚିକିତ୍ସା କରାଗଲେ
Read More...

ସ୍ୱେଚ୍ଛାସେବୀ ଅଭୟଙ୍କ ପ୍ରୟାସରେ ଦୁଇ ହିତାଧିକାରୀ ପାଇଲେ ସରକାରୀ ଭତ୍ତା

ବରଗଡ, (ନିରୋଜ କୁମାର ପାଣୀ) : ରାଜ୍ୟ ସରକାର ଗରୀବ ଲୋକଙ୍କ ପାଇଁ ସରକାରୀ ସ୍ତରରେ ବିଭିନ୍ନ ଯୋଜନା କରିଥିଲେ ମଧ୍ୟ ଲୋକଙ୍କ ସଚେତନତା ଅଭାବରୁ କୁହନ୍ତୁ ବା ସରକାରୀ ବାବୁମାନଙ୍କ ଅପାରଗତା ଲାଗି ହେଉ ଅନେକ ସ୍ଥଳରେ ପ୍ରକୃତ ହିତାଧିକାରୀ ଏହାର ସୁବିଧା ଉଠାଇ ପାରନ୍ତିନାହିଁ । ଏମିତି ହିଁ
Read More...

ମା’ ଲକ୍ଷ୍ମୀ ଦେବୀଙ୍କ ମନ୍ଦିର ଶିଳାନ୍ୟାସ ଉତ୍ସବ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ କଲେଜ ରୋଡ଼ କାଦମ୍ବିନୀ ମଣ୍ଡପ ପରିସରରେ ଗତକାଲି ମା' ଲକ୍ଷ୍ମୀ ଦେବୀଙ୍କ ମନ୍ଦିର ପ୍ରତିଷ୍ଠା ପାଇଁ ଭୂମି ପୂଜନ ଓ ଶିଳାନ୍ୟାସ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । କଲେଜ ରୋଡ଼ ସ୍ଥିତ ମା' ଗଜ ଲକ୍ଷ୍ମୀ ପୂଜା କମିଟି ପକ୍ଷରୁ ନିର୍ମାଣ କାର୍ଯ୍ୟ ଆରମ୍ଭର
Read More...

ପଶ୍ଚିମ ଓଡ଼ିଶା ଉନ୍ନୟନ ପରିଷଦର ସଭ୍ୟ ମନୋନୀତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ପଶ୍ଚିମ ଓଡ଼ିଶା ଉନ୍ନୟନ ପରିଷଦର ନୂତନ ସଭ୍ୟ ଭାବେ ବରଗଡ଼ ସାଂସଦ ସୁରେଶ ପୂଜାରୀ ଏବଂ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି । ସେହିପରି ପରିଷଦ ଆଉ ୧୧ ଜଣ ସଭ୍ୟଙ୍କୁ ମନୋନୀତ କରିଥିବା ଏକ ନିର୍ଦ୍ଦେଶନାମା ଜାରୀ
Read More...

କନଗାଁ ସମଲେଶ୍ୱରୀ ଶିକ୍ଷା ଓ ଧର୍ମାର୍ଥ ନ୍ୟାସର ବାର୍ଷିକ ବୃତ୍ତି ପ୍ରଦାନ ଉତ୍ସବ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲାର ସୋହେଲା ବ୍ଲକ ଅନ୍ତର୍ଗତ କନଗାଁଠାରେ ଶ୍ରୀ ସମଲେଶ୍ୱରୀ ଶିକ୍ଷା ଓ ଧର୍ମାର୍ଥ ନ୍ୟାସର ସପ୍ତଦଶ ବାର୍ଷିକ ବୃତ୍ତି ପ୍ରଦାନ ଉତ୍ସବ ଅନୁଷ୍ଠାନର ସଭାପତି ପୁର୍ଣ୍ଣଚନ୍ଦ୍ର ଆଚାର୍ଯ୍ୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ
Read More...

ଭିଜିଲାନ୍ସ ଜାଲରେ ଦୁଇ ପୋଲିସ କର୍ମଚାରୀ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବଲାଙ୍ଗିର ଜିଲା ବଙ୍ଗୋମୁଣ୍ଡା ଥାନା ଅଧିକାରୀ ବିନୋଦ ବିହାରୀ ନାୟକ ଭିଜିଲାନ୍ସ ଜାଲରେ ପଡିଥିବା ସୂଚନା ମିଳିଛି । ସୂଚନା ଅନୁସାରେ ସେ ଏକ କାର୍‌(ନଂ-ଓଡ଼ି୧୫କେ ୬୧୧୧) ଯୋଗେ ଆଜି ସମ୍ବଲପୁର ଯାଉଥିବା ବେଳେ ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ା ଟୋଲଗେଟ
Read More...

୩ କଳା ଆଇନ ପ୍ରତ୍ୟାହାର ପରେ କୃଷକ ସଂଗଠନର ବିଜୟ ଉତ୍ସବ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ପ୍ରଧାନ ମନ୍ତ୍ରୀଙ୍କ ଘୋଷଣା ଓ ଆଜି ୩ କଳା ଆଇନ ସଂସଦରେ ପ୍ରତ୍ୟାହାର । ଏହା ହେଉଛି ଭାରତର କୃଷକଙ୍କ ବିଜୟ । ଗତ ଏକ ବର୍ଷ ପୂର୍ବେ ଭାରତର କୃଷକଙ୍କ ଉପରେ ଯୋର ଜବରଦସ୍ତ ୩ କଳା କୃଷି ଆଇନ ଲାଗୁ ହୋଇଥିବା ବେଳେ ଏହାର ପ୍ରତିବାଦରେ ଚାଷୀମାନେ ଏକତାର
Read More...

ଜିଲ୍ଲା କ୍ରିକେଟ ଆନ୍ତଃ କ୍ଲବ କ୍ରିକେଟ ପ୍ରତିଯୋଗିତା : କଟାପାଲି, ଜୟନ୍ତୀ ଯୁବକ ସଂଘ, ଉତ୍କଳ ଶାନ୍ତି କ୍ଲବ, ଗୋଡଭଗା…

ବରଗଡ, (ସତ୍ୟ ନାରାୟଣ ପ୍ରଧାନ) : ଜିଲ୍ଲା କ୍ରିକେଟ ଆସୋସିଏସନ୍ ପକ୍ଷରୁ ଆୟୋଜିତ ହେଉଥିବା ଭିଜନ ୨୦-୨୪ ଅନ୍ତର୍ଗତ ଆନ୍ତଃ କ୍ଲବ କ୍ରିକେଟ ପ୍ରତିଯୋଗିତାର ଆଜିର ମ୍ୟାଚ୍‌ଗୁଡିକରେ କଟାପାଲି, ନବଜ୍ୟୋତି କ୍ଲବ, ଗୋଡଭଗା ସେଣ୍ଟ୍ରାଲ କ୍ଲବ, ଜୟନ୍ତୀ ଯୁବକ ସଂଘ ପ୍ରମୁଖ ବିଜୟୀ ହୋଇଛନ୍ତି ।
Read More...

ଜୀବନ ବୀମା ଅଭିକର୍ତ୍ତା ସଂଘର ସାଧାରଣ ପରିଷଦ ବୈଠକ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜୀବନ ବୀମା ଶାଖା ଅଭିକର୍ତ୍ତା ସଂଘର ସାଧାରଣ ପରିଷଦ ବୈଠକ ବିଜୁ ପଟ୍ଟନାୟକ ଟାଉନ ହଲ୍‌ଠାରେ ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ମନୋଜ ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ
Read More...