Browsing Tag

bargarh news

ଅହମଦ ନଗରରୁ ବାହାରିଥିବା ସଦଭାବନା ସାଇକେଲ ଶୋଭାଯାତ୍ରା ଦଳଙ୍କୁ ବରଗଡରେ ସମ୍ବର୍ଦ୍ଧନା

ବରଗଡ, (ସତ୍ୟନାରାୟଣ ପ୍ରଧାନ) : ମହାରାଷ୍ଟ୍ରର ଅହମଦ ନଗରରୁ ବଙ୍ଗଳାଦେଶର ନୌଖାଲୀକୁ ବାହାରି ଥିବା ସଦ୍‌ଭାବନା ସାଇକେଲ ଶୋଭାଯାତ୍ରା ଦଳକୁ ଆଜି ବରଗଡଠାରେ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଥିଲା । ଏହି ଶୋଭାଯାତ୍ରା ଦଳ ରାୟପୁରରୁ ସୋହେଲା ଦେଇ ଆଜି ବରଗଡ ସହରରେ
Read More...

ମନ୍ତ୍ରୀ ସୁଶାନ୍ତ ସିଂଙ୍କ ମାରାଥନ୍ ଉଦ୍‌ଘାଟନ

ବରଗଡ, (ସତ୍ୟନାରାୟଣ ପ୍ରଧାନ) : ରାଜ୍ୟ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ଭଟଲି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ନବ ନିର୍ମାଣ ପ୍ରକଳ୍ପଗୁଡ଼ିକର ମାରାଥନ ଉଦ୍‌ଘାଟନ କରିଥିଲେ । ଏହି ଅବସରରେ ଆଜି ଭଟଲି ବ୍ଲକ ଅନ୍ତର୍ଗତ ଖରମୁଣ୍ଡା ଗ୍ରାମରେ ଉଠା ଜଳସେଚନ ପ୍ରକଳ୍ପର
Read More...

ମମିତା ମେହେର ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବୀରେ ଥାନ ଘେରାଓ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ମହାଲିଙ୍ଗ ସନସାଇନ ସ୍କୁଲର ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାର ତଦନ୍ତ ସିବିଆଇ ହାତରେ କରାଯିବା ଏବଂ ଗୃହ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କ ଇସ୍ତଫା ଦାବୀରେ ଗତକାଲି ବରଗଡ଼ ଜିଲ୍ଲା ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ବରଗଡ଼ ଟାଉନ ଥାନା ଘେରାଉ
Read More...

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଶପଥ ପାଠ ଉତ୍ସବ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ଦୈନିନ୍ଦିନ ଜୀବନରେ ସାଧୁତା ଓ ସ୍ୱଚ୍ଛତା ବଜାୟ ରଖିବା ଉଚିତ୍‌ । ସମାଜରେ ଦୁର୍ନୀତିର ମୂଳୋତ୍ପାଟନ ହେଲେ ଦେଶ ଓ ଜାତିର ଉନ୍ନତି ହୋଇପାରିବ । ଏଥିପାଇଁ ସରକାରୀ ସ୍ତରରେ କର୍ମଚାରୀମାନେ ସାଧୁତା ଓ ସ୍ୱଚ୍ଛତା ବଜାୟ ରଖିବାକୁ ଆଜି ଶପଥ ଗ୍ରହଣରେ ବାର୍ତ୍ତା
Read More...

ବିଧାୟିକା ରୀତା ସାହୁଙ୍କ ସଫେଇ କାର୍ଯ୍ୟକ୍ରମ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ଆଜି ବରଗଡ଼ ଜିଲ୍ଲା ବିଜେପୁରଠାରେ ବିଜେପୁର ବିଧାୟିକା ରୀତା ସାହୁଙ୍କ ଅଧ୍ୟକ୍ଷତାରେ ସାମାଜିକ ଓ ଜନସେବାରେ ଅନ୍ତର୍ଭୁକ୍ତ ସ୍ୱଚ୍ଛତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବିଧାୟିକା ରୀତା ସାହୁ,
Read More...

ବରପାଲି ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ଯୁବ ରେଡକ୍ରସ୍ ତାଲିମ ଶିବିର

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରପାଲି ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ଯୁବ ରେଡକ୍ରସ୍ ତାଲିମ ଶିବିର ଆୟୋଜିତ ହୋଇଯାଇଛି । ଅଧକ୍ଷା ପଦ୍ମିନୀ ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ବିଜେପୁର ବିଧାୟିକା ରୀତା ସାହୁ ଯୋଗ ଦେଇ
Read More...

ନକଲି ଆର୍‌ଟିଓ ଗିରଫ୍‌

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ଜାତୀୟ ରାଜପଥ ବରାହଗୋଡା ନିକଟସ୍ଥ ଟୋଲଗେଟ ପାଖରେ ନିଜକୁ ଆର୍‌ଟିଓ ପରିଚୟ ଦେଇ ଭାରି ଯାନଗୁଡିକୁ ଅଟକାଇ ପଇସା ଅସୁଲି କରୁଥିବା ନକଲି ଆର୍‌ଟିଓ ଗିରଫ୍‌ ହୋଇଥିବା ଜଣାପଡିଛି । ଖବର ପାଇ ପୋଲିସ ତାକୁ ଥାନରେ ଅଟକ ରଖି ପଚରାଉଚରା କରୁଥିବା ସୂଚନା
Read More...

ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କ ସ୍ୱାଗତ ଉତ୍ସବ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲାର ବିଭିନ୍ନ ସରକାରୀ ଓ ବେସରକାରୀ ସ୍କୁଲଗୁଡିକରେ ଆଜି ସରକାରଙ୍କ ନିୟମ ମୁତାବକ ଅଷ୍ଟମ ଶ୍ରେଣୀ ଖୋଲାଯିବା ସହ ଆଲୋଚନା ମାଧ୍ୟମରେ ପାଠପଢ଼ା ଆରମ୍ଭ ହୋଇଛି । କରୋନା କଟକଣା ଯୋଗୁଁ ଗତ ଦେଢ ବର୍ଷ କାଳ ସ୍କୁଲ ବନ୍ଦ ହେବା ସହ ଛାତ୍ର ଛାତ୍ରୀ
Read More...

ତାଲପଦର ପଞ୍ଚାୟତ ଉଚ୍ଚ ମାଧ୍ୟମିକ ସ୍କୁଲରେ ଯୁବ ରେଡକ୍ରସ୍ ଶିବିର ଉଦ୍‌ଯାପିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବିଜେପୁର ବ୍ଳକ ଅନ୍ତର୍ଗତ ତାଲପଦର ପଞ୍ଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ଯୁବ ରେଡକ୍ରସର ଶିକ୍ଷା ଓ ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ଗତ ୨୩ ତାରିଖରୁ ତିନି ଦିନ ଧରି ଅନୁଷ୍ଠିତ ହୋଇଥିବା ଏହି ଉତ୍ସବରେ ଆଜି ମୁଖ୍ୟ ଅତିଥି ଭାବେ ବିଜେପୁର
Read More...

ମାଗଣା ତୃତୀୟ କମ୍ପ୍ୟୁଟରୀକୃତ ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ନିଷ୍ଠା ପରିବାର ଓ ମହାନଦୀ ନେତ୍ର ଚିକିତ୍ସାଳୟ, ପଣ୍ଡାପାଲି, ବୀରମହାରାଜପୁରର ମିଳିତ ଆନୁକୂଲ୍ୟରେ ତୃତୀୟ ମାଗଣା କମ୍ପ୍ୟୁଟରୀକୃତ ଚକ୍ଷୁ ପରୀକ୍ଷା ଶିବିର ବନ୍ୟା ଆଶ୍ରୟ ସ୍ଥଳୀ, ଗଣ୍ଡତୁରୁମ, ଭେଡେନ, ବରଗଡ଼ଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ୧୮୨
Read More...