Browsing Tag

bargarh news

ନୂତନ ନାଟ୍ୟ ଶୁଭାରମ୍ଭ ଉତ୍ସବ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରପାଲି ବ୍ଲକ ବଡ଼ଗାଁ କାର୍ଯ୍ୟାଳୟ ଠାରେ ଶ୍ରୀ ଶ୍ରୀ ବ୍ରଜେଶ୍ୱରୀ ନୃତ୍ୟ କଳା ପରିଷଦ, କୁମ୍ଭାରୀ ଅନ୍ତର୍ଗତ ବରପାଲିର ବ୍ରଜେଶ୍ବରୀ ଦେବୀଙ୍କ ପୂଜା ସହ ଗୁରୁ ପୂଜନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପରିଷଦର ନୂତନ ନାଟ୍ୟ ଶୁଭାରମ୍ଭ ପାଇଁ
Read More...

ଉପାନ୍ତ ଅଞ୍ଚଳରେ ଥିବା ପିଏଚ୍‌ସିରେ ସ୍ୱାଧୀନତା ଦିବସ ପାଳନ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଉପାନ୍ତ ଅଞ୍ଚଳ ଲଖନପୁର ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ସ୍ୱାସ୍ଥ୍ୟ ସେବା କର୍ମଚାରୀଙ୍କ ଗହଣରେ ସେଠାକାର ମେଡିକାଲ ଅଧିକାରୀ ଡାକ୍ତର ଦୁର୍ଗା ପ୍ରସାଦ ଦାସ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ୭୫ ତମ
Read More...

୭୫ ତମ ସ୍ୱାଧୀନତା ଦିବସ ଅବସରରେ ୭୫ ୟୁନିଟ ରକ୍ତ ସଂଗ୍ରହ

ବରଗଡ଼, (ନିରୋଜ କୁମାର ପାଣୀ) : ୭୫ ତମ ସ୍ଵାଧୀନତା ଦିବସ ଅବସରରେ ତଥା ବରଗଡ ରକ୍ତ ଭଣ୍ଡାର ଏବଂ ବୁର୍ଲା ରକ୍ତ ଭଣ୍ଡାରରେ ରକ୍ତର ଘୋର ଅଭାବ ଦେଖା ଦେଇଥିବାରୁ ସେଚ୍ଛାସେବୀ ସଂଗଠନ ସଂକଳ୍ପ ପରିବାର ତରଫରୁ ବରଗଡ ସର୍ବେଶ୍ଵର ମଣ୍ଡପଠାରେ ଏକ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ
Read More...

ସେବାଶ୍ରୀ ସମ୍ମାନରେ ସମ୍ମାନିତ ହେଲା ସଂକଳ୍ପ ପରିବାର

ବରଗଡ଼, (ନିରୋଜ କୁମାର ପାଣୀ) : ସମାଜ ସେବାରେ ସଂକଳ୍ପ ପରିବାରର ରହିଥିବା ଅବଦାନକୁ ହୃଦୟଙ୍ଗମ କରି ସୋହେଲା ସ୍ଥିତ ସଂସ୍କୃତି ଭବନ ଠାରେ ହଟ୍‌ ନ୍ୟୁଜ୍‌ ୨୪ର ପ୍ରଥମ ସ୍ଵନକ୍ଷେତ୍ର ଉତ୍ସବରେ ସଂକଳ୍ପ ପରିବାରକୁ ସେବାଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଥିଲା । ଏହି ଅବସରରେ ଓଡ଼ିଶାର ଗର୍ବ ଓ
Read More...

ଆଞ୍ଚଳିକ ବାରିକ ସମାଜ ତରଫରୁ ନୂତନ ଯୁବ ସଂଗଠନ ଗଠିତ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ଅତାବିରା ବ୍ଲକ ଅନ୍ତର୍ଗତ କାଦୋବାହାଲ କଲ୍ୟାଣ ମଣ୍ଡପଠାରେ ଅତାବିରା ଆଞ୍ଚଳିକ ବାରିକ ସଂଗଠନ ଗଠିତ ହୋଇଯାଇଛି । ଉକ୍ତ ସଭାରେ ସଭାପତି ଭାବେ ହାରାଧନ ବାରିକ ଓ କାର୍ଯ୍ୟକାରୀ ସଭାପତି ରଘୁନାଥ ବାରିକଙ୍କ ସଭାପତିତ୍ୱରେ ମା' ସମଲେଇଙ୍କ ଫୋଟୋ
Read More...

ଦେଶମାତୃକାର ସେବା କରି ଆଗେଇ ନେବା

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଗତକାଲି ସ୍ୱାଧୀନତାର ୭୫ତମ ସ୍ୱାଧୀନତା ଦିବସ ପାଳନ ଅବସରରେ କୋଭିଡ କଟକଣା ମଧ୍ୟରେ କେବଳ ଶିକ୍ଷୟତ୍ରୀ ମାନଙ୍କ ଉପସ୍ଥିତିରେ ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା । ଅଗଷ୍ଟ ୧୪, ୧୯୪୭ ମଧ୍ୟ ରାତ୍ର ପର୍ଯ୍ୟନ୍ତ ଆମେ ବ୍ରିଟିଶ ଶାସନ ଅଧିନରେ ପ୍ରଜା ଥିଲେ ।
Read More...

୭୫ତମ ଜିଲ୍ଲା ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ସ୍ତରୀୟ ୭୫ତମ ସ୍ୱାଧୀନତା ଦିବସ ସ୍ଥାନୀୟ ଜର୍ଜ ହାଇସ୍କୁଲ ପଡ଼ିଆରେ ଅନୁଷ୍ଠିତ ହୋଇଯାଇଛି । କୋଭିଡ କଟକଣା ମଧ୍ୟରେ ଅନୁଷ୍ଠିତ ଏହି ଜାତୀୟ ଉତ୍ସବରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଅର୍ଥ ଓ ଅବକାରୀ ବିଭାଗ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଯୋଗ ଦେଇ
Read More...

ରାଜ୍ୟ ଓବିସି ସୁରକ୍ଷା ମଂଚର ବୈଠକ ଅନୁଷ୍ଠିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ଠାରେ ଓଡ଼ିଶା ରାଜ୍ୟ ଓବିସି ସୁରକ୍ଷା ମଞ୍ଚର ଏକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ମଞ୍ଚର ସଭାପତି ଷଡ଼ାନନ ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ସଂପାଦକ ଡ଼. ବୀରେନ୍ଦ୍ର କୁମାର ବାଗ ଯାଦବ ଓ ବରିଷ୍ଠ ସଦସ୍ୟ ଏଡଭୋକେଟ୍ ଶଶିଭୂଷଣ
Read More...

ବିଶ୍ଵ ଅଙ୍ଗଦାନ ଦିବସରେ ସ୍ଵେଚ୍ଛାକୃତ ରକ୍ତଦାନ ଶିବିରରୁ ୩୭ ୟୁନିଟ୍ ରକ୍ତ ସଂଗୃହୀତ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ରକ୍ତ ଭଣ୍ଡାରରେ ରକ୍ତର ଅଭାବକୁ କିଛିକାଂଶରେ ଦୂର କରିବା ପାଇଁ ମର୍ଣିଂ ୱାକ ଗ୍ରୁପ ଓ ନିଷ୍ଠା ପାରିବାରର ମିଳିତ ଉଦ୍ୟମରେ ଆଜି ବରଗଡ଼ର ଆଶା କିରଣଠାରେ ଏକ ସ୍ଵେଚ୍ଛାକୃତ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଥିଲା । ମୁଖ୍ୟ ଅତିଥି ଭାବରେ ବରଗଡ଼ ବିଧାୟକ
Read More...

୪ଟି ଜିଓ ଷ୍ଟୋରରେ ଜିଓ ମାର୍ଟ ଆରମ୍ଭ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲାର ଚାରୋଟି ଷ୍ଟୋରରେ ଜିଓ ମାର୍ଟ ସେବା ଆରମ୍ଭ ହୋଇଛି ଯେଉଁଥିରେ ଗ୍ରାହକମାନେ ଜିଓ ଷ୍ଟୋରରେ ଅନ୍‌ଲାଇନ୍‌ ମାଧ୍ୟମରେ ବିଭିନ୍ନ ପ୍ରକାର ସାମଗ୍ରୀଗୁଡିକ ନିଜ ପସନ୍ଦ ହିସାବରେ ବାଛି ପାରିବେ ଓ ସେହି ଜିନିଷ କମ୍‌ ଦରରେ କିଣିପାରିବେ । କମ୍ପାନୀ
Read More...