Browsing Tag

bargarh news

ବରଗଡରେ ନିର୍ମାଣ ହେବ କ୍ୟାନ୍ସର ହସ୍ପିଟାଲ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡରେ ନିର୍ମାଣ ହେବ କ୍ୟାନ୍ସର ହସ୍ପିଟାଲ । ବରଗଡ ଜିଲ୍ଲାର ଜନସାଧାରଣଙ୍କ ଅନେକ ଦିନର ଆଶା ପୂରଣ ହେବାକୁ ଯାଉଛି । ଜିଲ୍ଲାରେ ସବୁଠାରୁ ଅଧିକ ଲୋକ କେନସର ରୋଗରେ ପୀଡିତା ହୋଇ ମୃତ୍ୟୁବରଣ କରୁଛନ୍ତି । ତେଣୁ ବରଗଡବାସୀ ସବୁବେଳେ ଅନେକ ବର୍ଷରୁ ରାଜ୍ୟ
Read More...

ଜିଲ୍ଲାପାଳ ମନୀଷା ବାନାର୍ଜୀଙ୍କୁ ସମ୍ବର୍ଦ୍ଧିତ କଲେ କଳାକାର ସଂଘ

ବରଗଡ଼ : (ସତ୍ୟ ନାରାୟଣ ପ୍ରଧାନ) ପଶ୍ଚିମ ଓଡ଼ିଶା କଳାକାର ମହାସଂଘ ପକ୍ଷରୁ ଗତକାଲି ଜିଲ୍ଲାପାଳ ମନୀଷା ବାନାର୍ଜୀଙ୍କୁ ସମ୍ବର୍ଦ୍ଧନା ଓ ଶୁଭେଚ୍ଛା ଜ୍ଞାପନ କରାଯାଇଛି । ଏହି ଅବସରରେ ସଂଘ କାର୍ଯ୍ୟାଳୟ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ମହାସଂଘର ଅଧକ୍ଷ ଚୈତନ୍ୟ ପାଇକ ସମ୍ବର୍ଦ୍ଧନା ସଭା
Read More...

ଇନ୍‌ଡୋର ଷ୍ଟାଡିୟମ ପାଇଁ ପଡ଼ିଆ ପରିଦର୍ଶନ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ସଦର ମହକୁମାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ଵାରା ଘୋଷିତ ଇନଡୋର ଷ୍ଟାଡିୟମ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜମି ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି । ଏହି କ୍ରମରେ ଆଜି ବରଗଡ଼ ଜିଲ୍ଲାପାଳ ମୋନୀଷା ବାନାର୍ଜୀଙ୍କ ସମେତ ବରଗଡ଼ ବିଧାୟକ
Read More...

ପ୍ରସ୍ତାବିତ ନୂତନ ଇନ୍‌ଡୋର ଷ୍ଟାଡିୟମକୁ ସହିଦ ମାଧୋ ସିଂଙ୍କ ନାମରେ ନାମିତ କରାଯାଉ : ଆପ୍

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ରାଜ୍ୟ ସରକାର ଖେଳର ବିକାଶ ପାଇଁ ବିଭିନ୍ନ ସ୍ଥାନରେ ଇନ୍‌ଡୋର ଷ୍ଟାଡିୟମ ନିର୍ମାଣ କରିବାକୁ ନିଷ୍ପତ୍ତି ନେଇଛନ୍ତି ଯାହାକି ସ୍ୱାଗତ ଯୋଗ୍ୟ ପଦକ୍ଷେପ କିନ୍ତୁ ତାହାକୁ ସହିଦ ମାଧୋ ସିଂଙ୍କ ନାମରେ ନାମିତ କରିବାକୁ ଆମ୍ ଆଦମୀ ପାର୍ଟି ଦାବୀ କରିଛି ।
Read More...

ଡିଆର୍‌ଡିଏ ସମ୍ମିଳନୀ କକ୍ଷରେ ୭୫ତମ ସ୍ୱାଧୀନତା ଦିବସର ଆଜାଦିକା ଅମୃତ ମହୋତ୍ସବ ଅନୁଷ୍ଠିତ

ବରଗଡ, (ନିରୋଜ କୁମାର ପାଣୀ) : ଆଜି ବରଗଡ ଜିଲ୍ଲା ଡିଆର୍‌ଡିଏ ସମ୍ମିଳନୀ କକ୍ଷରେ ୭୫ତମ ସ୍ୱାଧୀନତା ଦିବସର ଆଜାଦିକା ଅମୃତ ମହୋତ୍ସବ ଅବସରରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ବିଭାଗର ଏକ ସେମିନାର ଆୟୋଜିତ ହୋଇଥିଲା ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ସୁଶାନ୍ତ ସିଂହ ଯୋଗ ଦେଇଥିଲେ । ଏଥିରେ
Read More...

ସତଲମା କେନାଲ କଡ଼ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ବରଗଡ, (ସତ୍ୟ ନାରାୟଣ ପ୍ରଧାନ) : ଆଜି ବରଗଡ ଜିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ ସତଲମା କେନାଲରେ ଦିବଂଗତ ବିଧାୟକ ସୁବଳ ସାହୁଙ୍କ ସୃତି ଉଦ୍ୟେଶ୍ୟରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ହଲଦିପାଲି ବ୍ରିଜରୁ ଆରମ୍ଭ କରି ସତଲମା ପର୍ଯ୍ୟନ୍ତ କେନାଲର ଉଭୟ ପାର୍ଶ୍ୱରେ
Read More...

ପଞ୍ଚାୟତ ମହାବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ ପାଳିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ସ୍ଥାନୀୟ ପଞ୍ଚାୟତ ମହାବିଦ୍ୟାଳୟଠାରେ ଜାତୀୟ ସେବା ଯୋଜନା(ଏନ୍ଏସ୍ଏସ୍) ତରଫରୁ ସ୍ୱଚ୍ଛତା ପକ୍ଷ କାର୍ଯ୍ୟକ୍ରମ ଆଜି ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପଞ୍ଚାୟତ ମହାବିଦ୍ୟାଳୟର ଅଧ୍ୟକ୍ଷ ଅର୍ଥନୀତି ବିଭାଗର ପ୍ରଫେସର ଡକ୍ଟର ପତିତପାବନ ସାହୁ ଉକ୍ତ
Read More...

ବଜରଙ୍ଗଦଳର ନୂତନ ସଂଯୋଜକ ସମ୍ବର୍ଦ୍ଧିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଆଜି ବଜରଙ୍ଗ ଦଳ ବରଗଡ଼ ଜିଲ୍ଲା ତରଫରୁ ଜିଲ୍ଲା ସଂଯୋଜକ ଟିକୁ ବନ୍‌ଛୋରଙ୍କ ନେତୃତ୍ଵରେ ନୂତନ ଭାବେ ପ୍ରାନ୍ତ ସହ ସଂଯୋଜକ ଦାୟିତ୍ୱ ପାଇଥିବାରୁ ସତ୍ୟକେତନ ମହାନ୍ତି (କୁନୁ ମହାନ୍ତି) ଓ କିଶୋର ବିଭାରଙ୍କୁ ବଜରଙ୍ଗ ଦଳ ଜିଲ୍ଲା କାର୍ଯ୍ୟାଳୟରେ ସ୍ୱାଗତ
Read More...

ବିଜୁ ଛାତ୍ର ଜନତା ଦଳର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଗତକାଲି ବିଜୁ ଛାତ୍ର ଜନତା ଦଳର ଜିଲ୍ଲା କାର୍ୟ୍ୟକାରିଣୀ ବୈଠକ ଜିଲ୍ଲା ସଭାପତି କରନ ସିକନ୍ଦରଙ୍କ ନେତୃତ୍ୱରେ ବରଗଡ଼ ବିଜୁ ପଟ୍ଟନାୟକ ଟାଉନ ହଲ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ରାଜ୍ୟ ସାଧାରଣ ସମ୍ପାଦକ ତଥା
Read More...

ଶିଶୁ ଶ୍ରୀ ଭ୍ରାମ୍ୟମାଣ ପାଠାଗାର

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଡୋଲ ସିମେଣ୍ଟ ନଗର ସ୍ଥିତ ସାଧନା ମନ୍ଦିର ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା ଓ ଗବେଷଣା କେନ୍ଦ୍ରଠାରେ ଶିଶୁ ଶ୍ରୀ ଭ୍ରାମ୍ୟମାଣ ପାଠାଗାରର ଏକ ଶିକ୍ଷଣୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପାଠାଗାର ମୁଖ୍ୟ ଉଦ୍ୟୋକ୍ତା ରବିନାରାୟଣ ସାହୁଙ୍କ
Read More...