Browsing Tag

bargarh news

ଜିଲ୍ଲା ସ୍ତରୀୟ ଶିକ୍ଷା ସମନ୍ୱୟ କର୍ମଶାଳା ଅନୁଷ୍ଠିତ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ଜିଲ୍ଲା ଶିକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନ୍ ବରଗଡ଼ରେ ଇତି ମଧ୍ୟରେ ଜିଲ୍ଲାର ସମସ୍ତ ଶିକ୍ଷାଧିକାରୀ ମାନଙ୍କର ଏକ ଦିବସୀୟ ଶିକ୍ଷା ସମନ୍ୱୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ପ୍ରତିଷ୍ଠାନର ଅଧ୍ୟକ୍ଷ ଅକ୍ଷୟ କୁମାର ବାରିକଙ୍କର ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି
Read More...

କ୍ୟାନ୍‌ସର୍‌ ପୀଡିତା ସୁନିତା ସୁନାଙ୍କ ପରିବାର ଲୋକଙ୍କୁ ରାସନ ସାମଗ୍ରୀ ପ୍ରଦାନ

ବରଗଡ, (ନିରୋଜ କୁମାର ପାଣୀ) : ଲାୟନ୍ସ କ୍ଳବ ଥୁଆପଲିର ସଦସ୍ୟ ଆଜି ବରଗଡ଼ ୧୫ନମ୍ବର ୱାର୍ଡରେ ବସବାସ କରୁଥିବା କ୍ୟାନ୍ସର ପୀଡିତା ସୁନିତା ସୁନାଙ୍କ ପରିବାର ଲୋକଙ୍କୁ ଏକ ମାସର ରାସନ ସାମଗ୍ରୀ ପ୍ରଦାନ କରିଥିବା ସୂଚନା ମିଳିଛି । 'କୋଶଳ ପ୍ରବାହ' ସହ ବିଭିନ୍ନ ଗଣ ମାଧ୍ୟମରେ ଖବର ପ୍ରସାରିତ
Read More...

ଜର୍ନାଲିଷ୍ଟ ଏସୋସିଏସନ୍ ଅଫ ବରଗଡ ପକ୍ଷରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ବରଗଡ, (ନିରୋଜ କୁମାର ପାଣୀ) : ଆଜି ଜର୍ନାଲିଷ୍ଟ ଏସୋସିଏସନ୍ ଅଫ ବରଗଡ(ଜାବ) ପକ୍ଷରୁ ବରଗଡ ସହର ସନ୍ନିକଟ ପବିତ୍ର ପୀଠ ସ୍ଥଳୀ ମା' ବୈଷ୍ଣୋଦେବୀ ମନ୍ଦିର ପରିସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଜାବର ସଭାପତି ରବି ପଣ୍ଡାଙ୍କ ପୌରହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେରେ
Read More...

କୋଷ୍ଠା ସେବା ସମବାୟ ସମିତି ପୁରସ୍କୃତ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ବରପାଲି ସଦର ମହକୁମାରେ ଥିବା କୋଷ୍ଠା ସେବା ସମବାୟ ସମିତିକୁ ରାଜ୍ୟ ସରକାରଙ୍କ ବୟନ ଶିଳ୍ପ ବିଭାଗ ପକ୍ଷରୁ ପୁରସ୍କୃତ କରାଯାଇଛି । ସମିତିର ଉତ୍ତମ କାର୍ଯ୍ୟ ଶୈଳୀ ତଥା ନୂତନ ବୁଣାକାର ଭାଇ ଭଉଣୀ ମାନଙ୍କୁ ପ୍ରଶିକ୍ଷଣ ପ୍ରଦାନରେ ସଫଳତା
Read More...

‘କୋଶଳ ପ୍ରବାହ’ର ପ୍ରଭାବ : ଦୁଇ ଦିବ୍ୟାଙ୍ଗଙ୍କୁ ମିଳିଲା ସରକାରୀ ଭତ୍ତା

ବରଗଡ, (ନିରୋଜ କୁମାର ପାଣୀ) : ରାଜ୍ୟ ସରକାର ଗରୀବ ଲୋକଙ୍କ ପାଇଁ ସରକାରୀ ସ୍ତରରେ ବିଭିନ୍ନ ଯୋଜନା କରିଥିଲେ ମଧ୍ୟ ଲୋକଙ୍କ ସଚେତନତା ଅଭାବରୁ ପ୍ରକୃତ ହିତାଧିକାରୀ ଏହାର ସୁବିଧା ସୁଯୋଗ ପାଇ ପାରୁନାହାନ୍ତି ।ଏମିତି କିଛି ଘଟଣା ଦେଖିବାକୁ ମିଳିଥିଲା ବରଗଡ ଜିଲ୍ଲା ଅମ୍ବାଭୋନା ବ୍ଲକ
Read More...

ବରପାଲି ଠାରେ ଜାତୀୟ ହସ୍ତତନ୍ତ୍ର ଦିବସ ପାଳିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଆଜି ଜାତୀୟ ହସ୍ତତନ୍ତ ଦିବସ ବରପାଲି ମେହେର ଧର୍ମଶାଳା ଠାରେ ପାଳିତ ହୋଇଯାଇଛି । ମହେନ୍ଦ୍ର କୁମାର ମେହେରଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଜେପୁର ବିଧାୟିକା ରୀତା ସାହୁ ଯୋଗ ଦେଇଥିବା ବେଳେ ବରଗଡ଼ ଜିଲ୍ଲା ବୟନ ଶିଳ୍ପ
Read More...

ବିଜୁ ଜନତା ଦଳ ମହିଳା ଶାଖାର ନଗର ସଭାନେତ୍ରୀ ହେଲେ କଳ୍ପନା ମାଝୀ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ନଗର ବିଜୁ ଜନତା ଦଳର ମହିଳା ଶାଖା ସଭାନେତ୍ରୀ ଭାବେ ଶ୍ରୀମତୀ କଳ୍ପନା ମାଝୀଙ୍କୁ ରାଜ୍ୟ ସଭାନେତ୍ରୀ ତଥା ଅତାବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ମନୋନୀତ କରିଛନ୍ତି । ଫଳରେ ବରଗଡ଼
Read More...

ସମ୍ବଲପୁରୀ ବସ୍ତ୍ରାଳୟରେ ଜାତୀୟ ହସ୍ତତନ୍ତ ଦିବସ ପାଳିତ : ଗିଫ୍ଟ ଭାଉଚରର ଶୁଭାରମ୍ଭ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ସହର ସମ୍ବଲପୁରୀ ବସ୍ତ୍ରାଳୟର ମୁଖ୍ୟ କାର୍ଯ୍ୟାଳୟ ସମ୍ମୁଖରେ ଥିବା ମେଗା ସୋରୁମ ଠାରେ ଜାତୀୟ ହସ୍ତତନ୍ତ୍ର ଦିବସ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ସମ୍ବଲପୁରୀ ବସ୍ତ୍ରାଳୟର ପ୍ରଶାସିକା ତଥା ବରଗଡ଼ ଜିଲ୍ଲାପାଳ ମୋନୀଷା ବାନାର୍ଜୀ ଯୋଗ ଦେଇ
Read More...

ବରଗଡ଼ ବିଜୁ ଛାତ୍ର ଜନତା ଦଳର ବ୍ଲକ୍ ସ୍ତରୀୟ ବୈଠକ ଅନୁଷ୍ଠିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଗତକାଲି ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ ତଥା ବରଗଡ଼ ଜିଲ୍ଲା ପର୍ଯ୍ୟବେକ୍ଷକ, ବରଗଡ଼ ଜିଲ୍ଲା ସଭାପତି କରନ ସିକନ୍ଦର, ଜିଲ୍ଲା ଉପ ସଭାପତି ନୀଳାମ୍ବର ଦୀପ, ଆଇ.ଟି କୋଡ଼ିନେଟର ଭୂପତି ପ୍ରଧାନଙ୍କ ସହିତ ବ୍ଲକ୍ ସ୍ତରୀୟ ବୈଠକ ଅନୁଷ୍ଠିତ
Read More...

ସଠିକ୍‌ ସମୟରେ ରକ୍ତଦାନ କରି ୧୦ ବର୍ଷର ଶିଶୁର ଜୀବନ ବଞ୍ଚାଇଲା ସଂକଲ୍ପ ପରିବାର

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ରକ୍ତ ଭଣ୍ଡାର ସମେତ ବୁର୍ଲା ତଥା ଆଖପାଖ ସମସ୍ତ ରକ୍ତ ଭଣ୍ଡାର ମାନଙ୍କରେ ରକ୍ତର ଘୋର ଅଭାବ ଦେଖାଯାଉ ଥିବାରୁ ବର୍ତ୍ତମାନ ଲୋକେ ରକ୍ତ ବୁନ୍ଦାଏ ପାଇବା ପାଇଁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏପରି ଏକ ଅସହାୟ ସମୟରେ ଅମ୍ବାଭୋନା
Read More...