Browsing Tag

bargarh news

ଅତାବିରା ହାଇସ୍କୁଲରେ ଓଡ଼ିଶା ସ୍କାଉଟ ଗାଇଡ, ଓଡିଶା ମୋ ପରିବାର ଓ ଜୀବନ ବିନ୍ଦୁର ମିଳିତ ଆନୁକୁଲ୍ୟରେ ରକ୍ତଦାନ ଶିବିର

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଅତାବିରା ବ୍ଲକ ଶିକ୍ଷା ଅଧିନସ୍ଥ ଅତାବିରା ବାଳକ ଉଚ୍ଚ ବିଦ୍ୟାଳୟର ପରିସରରେ ଓଡ଼ିଶା ସ୍କାଉଟ ଗାଇଡ ଏବଂ ଓଡ଼ିଶା ମୋ ପରିବାର, ଜୀବନ ବିନ୍ଦୁଙ୍କ ମିଳିତ ଆନୁକୁଲ୍ୟରେ ମେଗା ରକ୍ତଦାନ ଶିବିର ଆଜି ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଭାରପ୍ରାପ୍ତ
Read More...

କେନ୍ଦ୍ର ମନ୍ତ୍ରୀଙ୍କ ଜନ ଆଶିର୍ବାଦ ଯାତ୍ରା

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଭାରତୀୟ ଜନତା ପାର୍ଟିର ଜନ ଆଶିର୍ବାଦ ଯାତ୍ରା କ୍ରମରେ ଆଜି କେନ୍ଦ୍ର ସରକାରଙ୍କ ଜଳ ଶକ୍ତି ଓ ଆଦିବାସୀ କଲ୍ୟାଣ ମନ୍ତ୍ରୀ ବିଶେଶ୍ୱର ଟୁଡୁ ବରଗଡ଼ ଜିଲ୍ଲା ଗସ୍ତ କରିଥିଲେ । ଏହି ଅବସରରେ ଭାରତୀୟ ଜନତା ପାର୍ଟି ପକ୍ଷରୁ ଘୁଲିପାଲି ସ୍ଥିତ ଜିଲ୍ଲା
Read More...

ନରସିଂହ ବିଶିଙ୍କ ଶ୍ରାଦ୍ଧ ଦିବସ ପାଳିତ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ଟାଉନ ହାଇସ୍କୁଲଠାରେ ସ୍ୱର୍ଗତ ନରସିଂହ ବିଶିଙ୍କ ଶ୍ରାଦ୍ଧବାର୍ଷିକୀ ପାଳିତ ହୋଇଯାଇଛି । ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ ପକ୍ଷରୁ ଆୟୋଜିତ ଉକ୍ତ ଶ୍ରଦ୍ଧାଞ୍ଜଳି ସଭାରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ
Read More...

ଜିଲ୍ଲା ଶିକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନ ବରଗଡ଼ରେ ନୂଆ ଶିକ୍ଷକ ପ୍ରଶିକ୍ଷିକାମାନଂକୁ ସ୍ୱାଗତ ସମ୍ବର୍ଦ୍ଧନା

ବରଗଡ, (ସତ୍ୟନାରାୟଣ ପ୍ରଧାନ) : ଜିଲ୍ଲା ଶିକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନ ବରଗଡ଼ରେ ନୂଆ ଶିକ୍ଷକ ପ୍ରଶିକ୍ଷିକା ସସ୍ମିତା ସାହୁ, ବବିତା ସାହୁ ଏବଂ ରୀମା ଭୋଇ କର ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଇତି ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ପ୍ରଥମ ବର୍ଷ ଗୁରୁ ଛାତ୍ରଛାତ୍ରୀମାନେ
Read More...

ଜିଲ୍ଲା ପରିଷଦ ଇ-ଷ୍ଟାଣ୍ଡିଙ୍ଗ କମିଟି ବୈଠକ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ପରିଷଦ ଇ-ଷ୍ଟାଣ୍ଡିଙ୍ଗ କମିଟିର ବୈଠକ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ସମ୍ମିଳନୀ କକ୍ଷଠାରେ ଆୟୋଜିତ ହୋଇଯାଇଛି । କମିଟିର ଅଧ୍ୟକ୍ଷ ଶଙ୍କର ଖାଲକୋଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲ୍ଲାର ଗ୍ରାମାଞ୍ଚଳଗୁଡିକରେ ଯୋଗାଣ ବିଭାଗର
Read More...

ଲଖିମ୍‌ପୁର ଚାଷୀମାନଙ୍କ ଉପରେ ଗାଡି ଚଢାଇବା ଘଟଣା ବିରୁଦ୍ଧରେ ଜିଲ୍ଲା କଂଗ୍ରେସ ପକ୍ଷରୁ ଧାରଣା ଓ ବିକ୍ଷୋଭ ପ୍ରଦର୍ଶନ

ବରଗଡ, (ସତ୍ୟ ନାରାୟଣ ପ୍ରଧାନ) : ଉତ୍ତର ପ୍ରଦେଶର ଲଖିମ୍‌ପୁରଠାରେ ୩ ତାରିଖରେ ଆନ୍ଦୋଳନରତ ଚାଷୀମାନଙ୍କ ଉପରେ ଗାଡି ଚଳେଇବା ଘଟଣା ବିରୁଦ୍ଧରେ ଆଜି ବରଗଡ ଜିଲ୍ଲା କଂଗ୍ରେସ ପକ୍ଷରୁ ଧାରଣା ଦେବା ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲ୍ଲା କଂଗ୍ରେସ ସଭାପତି ନିହାରରଞ୍ଜନ ମହାନନ୍ଦଙ୍କ
Read More...

ହଲଦୀପାଲି ଗ୍ରାମରେ ନେହେରୁ ଯୁବକ କେନ୍ଦ୍ର ପକ୍ଷରୁ ସ୍ୱଚ୍ଛତା ଅଭିଯାନ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ସୋହେଲା ବ୍ଲକ ଅନ୍ତର୍ଗତ ହଲଦୀପାଲି ଗ୍ରାମରେ ନେହେରୁ ଯୁବକ କେନ୍ଦ୍ର ପକ୍ଷରୁ ଆଜି ସ୍ୱଚ୍ଛତା ଅଭିଯାନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ସ୍ୱାଧୀନତାର ୭୫ ବର୍ଷ ଅମୃତ ମହୋତ୍ସବ ପାଳନ ପରିପ୍ରେକ୍ଷୀରେ ବରଗଡ଼ ନେହେରୁ ଯୁବକ କେନ୍ଦ୍ର
Read More...

ବରଗଡ଼ ଟାଉନ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ଟାଉନ କଂଗ୍ରେସ ପକ୍ଷରୁ ଆଜି ୪ ଦଫା ଦାବୀରେ ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ୪ ଦଫା ଦାବୀ ମଧ୍ୟରେ ଦୀର୍ଘବର୍ଷ ଧରି ଅସମ୍ପୂର୍ଣ୍ଣ ଅବସ୍ଥାରେ ଥିବା ଜୀରା ନଦୀ ବ୍ରିଜର ନିର୍ମାଣ
Read More...

ବିଜେପୁର ନିର୍ବାଚନ ମଣ୍ଡଳୀକୁ ସଂପୂର୍ଣ୍ଣ ମରୁଡ଼ି ଘୋଷଣା ଦାବୀରେ ବିଜେପିର ତହସିଲ ଅଫିସ ଘେରାଉ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବିଜେପୁର ନିର୍ବାଚନ ମଣ୍ଡଳୀକୁ ସଂପୂର୍ଣ୍ଣ ମରୁଡ଼ି ଅଞ୍ଚଳ ଘୋଷଣା ଦାବୀରେ ଆଜି ଭାଜପା ପକ୍ଷରୁ ବିଜେପୁର ତହସିଲ ଅଫିସ ଘେରାଉ କରାଯାଇଥିଲା । ଜିଲ୍ଲା ସଭାପତି ଅଶ୍ବିନୀ ଷଡ଼ଙ୍ଗୀ ଏବଂ ବିଜେପୁରରେ ସଂଗଠକ ସନତ ଗଡତୀୟାଙ୍କ ନେତୃତ୍ବରେ ଶତାଧିକ କର୍ମୀ ଏକ
Read More...

ଚାଷୀ ହତ୍ୟାକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବୀ କଲା ଆମ୍ ଆଦମୀ ପାର୍ଟି

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ଗତ ରବିବାର ଉତ୍ତର ପ୍ରଦେଶର ଲଖିମପୁର ଖିରୀରେ ଏକ ଦୁର୍ଭାଗ୍ୟ ଜନକ ଘଟଣା ଘଟିଗଲା । ଚାଷୀମାନଙ୍କ ଉପରେ ଗାଡି ଚଲେଇ ଜଣେ କେନ୍ଦ୍ର ମନ୍ତ୍ରୀଙ୍କ ପୁଅ ହତ୍ୟା କଲେ, ଏହି ଘଟଣାର ତୀବ୍ର ନିନ୍ଦା କରିଛି ଆମ୍ ଆଦମୀ ପାର୍ଟି ବରଗଡ଼ । ଦୋଷୀଙ୍କ ବିରୋଧରେ ଦୃଢ଼
Read More...