ଧନୁଯାତ୍ରାରେ ନିଖୋଜ ଯୁବତୀ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର ଘଟଣା : ନ୍ୟାୟ ଦାବିରେ ୧୨ ଘଣ୍ଟିଆ ବରଗଡ଼ ବନ୍ଦ ଡାକରା
ବରଗଡ଼ : ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର ଘଟଣାର ମୁଖ୍ୟ ଅଭିଯୁକ୍ତ ଫେରାର ଥିବା ବେଳେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି । ସେମାନେ ହେଲେ ବିଜେପୁର ବ୍ଲକ ପୁଟୁକାର ସର୍ଜନ ଡନସେନା (୩୬), ପ୍ରହଲ୍ଲାଦ ଦାଶ (୩୩) ଏବଂ ଜଗଦଲପୁର ଥାନା ଅନ୍ତର୍ଗତ!-->…
Read More...
Read More...